ବର୍ଷାରେ ବେହାଲ ଗଞ୍ଜାମ ସହର

ଗଞ୍ଜାମ,୧୨।୧୧(ଡି.ଏନ୍‌.ଏ.): ଲଗାଣ ବର୍ଷାରେ ଗଞ୍ଜାମ ସହର ବେହାଲ ହୋଇ ପଡିଛି । ଏହି ବର୍ଷା ଜଳ ନିଷ୍କାସନ ହୋଇ ନ ପାରି ସହରର ବିଭିନ୍ନ ସ୍ଥାନରେ କୃତ୍ରିମ ବନ୍ୟା ସୃଷ୍ଟି ହୋଇଛି । ପୁଇଁତୋଳା, ୱାର୍ଡ ତିନି ନୂଆ ସାହି, ବଡ଼ ବଜାର ବିଦେଶୀ
ମଦ ଦୋକାନ ସମ୍ମୁଖରେ ବର୍ଷାଜଳ ଜମି ରହିଛି । ସହରରେ ଡ୍ରେନେଜ ବ୍ୟବସ୍ଥା ଠିକ୍‌ ନ ଥିବା ରୁ ଏଭଳି ଅବସ୍ଥା ସୃଷ୍ଟି ହୋଇଥିବା ବୁଦ୍ଧିଜୀବୀମାନେ ମତ ପ୍ରକାଶ କରିଛନ୍ତି । ଆହୁରି ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେବା ପରେ ସହରବାସୀ ଆତଙ୍କିତ ହୋଇପଡିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆର ମାଡ଼ରେ ଭୁଷୁଡ଼ିଲା ନିର୍ମାଣାଧୀନ ଶୌଚାଳୟ

ଗୋପାଳପୁର,୨ା୯-ଗୋପାଳପୁର ବେଳାଭୂମିକୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରାଯାଉଛି। ଗତ ୩ ମାସ ହେଲା ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ...

ଗାଁ ଶ୍ମଶାନ ଉପରେ ପଥର ମାଫିଆଙ୍କ ଆଖି

ଖୋର୍ଦ୍ଧା ଅଫିସ,୨୨।୧: ଖୋର୍ଦ୍ଧା ଜିଲାରେ ସରକାରୀ ଜମି, ଗ୍ରାମ୍ୟ ଜଙ୍ଗଲ ଏବଂ କାଜୁ ଜଙ୍ଗଲରୁ ପଥର ମାଫିଆମାନେ ମାଙ୍କଡ଼ା ପଥର ଓ ମୋରମ ଚାଲାଣ କରୁଥିବାବେଳେ...

ପ୍ରବାସୀ ଓଡ଼ିଆଙ୍କୁ ରନ୍ଧାଖାଦ୍ୟ ଯୋଗାଉଛି ପୋଲିସ

ଭଦ୍ରକ ଅଫିସ,୧୭ା୫: ମହାମାରୀ କରୋନା ଯୋଗୁ ବିପଦରେ ପଡ଼ିଛି ଜୀବନ ଜୀବିକା। ଡହଡହ ଖରାରେ ରାଜରାସ୍ତାରେ ଶହ ଶହ କିଲୋମିଟର ପାଦରେ ଚାଲିଚାଲି ଘରମୁହାଁ ହୋଇଛନ୍ତି...

ଧାମରାରୁ ଧରାହେଲେ ୧୦ ବିରଳ ମାଛ: କିଲୋ ପ୍ରତି ୫ରୁ ୬ ହଜାର ଟଙ୍କା

ଚାନ୍ଦବାଲି, ୨୦।୬ (ଡି.ଏନ.ଏ) – ଭଦ୍ରକ ଜିଲା ଧାମରା ମାଛଧରା ବନ୍ଦର ଅଧୀନ ଚନ୍ଦନୀପାଳ ମାଛଧରା କେନ୍ଦ୍ର(ବେସ୍‌)ରେ ଏକପ୍ରକାର ବିରଳ ପ୍ରଜାତିର ୧୦ଟି ମାଛ ଗୁରୁବାର...

ତାଲା ଭାଙ୍ଗି ସୁନା ଅଳଙ୍କାର ଚୋରି: ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ

ଯୋଡ଼ା,୧୬।୧୨(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଯୋଡ଼ା ସହରର ଆଜାଦ ବସ୍ତିଠାରେ ଭଡ଼ାରେ ରହୁଥିବା ଜଣେ ବ୍ୟକ୍ତି ଘରୁ ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର...

ବନ୍ଧୁକ କାରବାରରେ କେବିଏନ୍‌ ଗ୍ୟାଙ୍ଗ

ଭୁବନେଶ୍ୱର, ୨୮।୧୧(ବ୍ୟୁରୋ): ଅପରାଧ ଘଟାଇ ଭିଡିଓ ଭାଇରାଲ କରି ରାଜଧାନୀରେ ଆତଙ୍କ ଖେଳାଇଥିବା ବୁବୁ ଜେନାଙ୍କ କେବିଏନ୍‌ ଗ୍ୟାଙ୍ଗ ସମ୍ପର୍କରେ ତଦନ୍ତବେଳେ କମିଶନରେଟ ପୋଲିସକୁ ସଫଳତା...

ସ୍କୁଲ ପରିସର ସଫେଇ କଲେ ସୁରଟ ଫେରନ୍ତା

କୁକୁଡାଖଣ୍ଡି, ୮।୮(ଡି.ଏନ.ଏ.)- ଗଞ୍ଜାମ ଜିଲା କୁକୁଡାଖଣ୍ଡି ବ୍ଳକର ନିମଖଣ୍ଡି ପ୍ରାଥମିକ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରେ ଅଛନ୍ତି ୭୨ଜଣ ପ୍ରବାସୀ ଓଡ଼ିଆ। ସେମାନେ ସୁରଟ ଫେରନ୍ତା। ତେବେ...

ଭୁବନେଶ୍ୱର-ବନମାଳିପୁରରୁ ରାସ୍ତାରୁ ଦେଢ କୁଇଣ୍ଟାଲ ଗଞ୍ଜେଇ ଜବତ

ବାଳକାଟୀ,୧୭ା୬(ଡି.ଏନ୍‌.ଏ.)-ବାଳକାଟୀ ଫାଣ୍ଡି ଅନ୍ତର୍ଗତ ଭୁବନେଶ୍ୱର-ବନମାଳିପୁର ମୁଖ୍ୟରାସ୍ତାର ମା’ ଦୁଲ୍ଲାଦେବୀ ମନ୍ଦିର ନିକଟରେ ବୁଧବାର ସ୍ପେଶାଲ ସ୍କ୍ବାଡ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ କରିଛି।...

Advertisement


Archives

Model This Week