Posted inଖେଳ

ସହାୟତାର ହାତ ବଢ଼ାଇଲେ ବେହରେନଡର୍ଫ

ନୂଆଦିଲ୍ଲୀ, ୫ା୫(ପି.ଟି.)-ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ର ଅଷ୍ଟ୍ରେଲୀୟ ପେସ୍‌ ବୋଲର ଜାସନ ବେହରେନଡର୍ଫ ଭାରତର କୋଭିଡ୍‌ ସଙ୍କଟ ପାଇଁ ଉଦ୍ଦିଷ୍ଟ ୟୁନିସେଫ୍‌ ପ୍ରୋଜେକ୍ଟ ଲାଗି ଅର୍ଥ ଦାନ କରିଥିବା ମଙ୍ଗଳବାର ଘୋଷଣା କରିଛନ୍ତି। କିନ୍ତୁ ଏହାର ପରିମାଣ କେତେ ତାହା ସେ ସ୍ପଷ୍ଟ କରିନାହାନ୍ତି। ୩୧ବର୍ଷୀୟ ଏହି କ୍ରିକେଟର ଜଣକ କହିଛନ୍ତି, ସେ ଓ ତାଙ୍କ ପରିବାର ଭାରତରେ ଯେଉଁ ଆତିଥେୟ ପାଇଛନ୍ତି ତାହାକୁ ସେ ଆଦୌ ଭୁଲିପାରିବେ ନାହିଁ। ତାଙ୍କ ଦାନ ପରିମାଣ ଯଦିଓ ନଗଣ୍ୟ ଏହା କିଛିଟା ଫରକ ଆଣିବ ବୋଲି ସେ ମନେକରନ୍ତି। ସୂଚନାଯୋଗ୍ୟ, ଟୁର୍ନାମେଣ୍ଟ ଆରମ୍ଭ ପୂର୍ବରୁ ଜୋସ୍‌ ହାଜଲେଉଡ୍‌ ଆଇପିଏଲ୍‌ରୁ ଓହରିଯାଇଥିଲେ। ତାଙ୍କ ସ୍ଥାନରେ ବେହରେନଡର୍ଫଙ୍କୁ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ସ୍ଥାନ ମିଳିଥିଲା। ସୋମବାର କ୍ରିକେଟ ଅଷ୍ଟ୍ରେଲିଆ ଏହି କାରଣ ପାଇଁ ୫୦,୦୦୦ ଅଷ୍ଟ୍ରେଲୀୟ ଡଲାର ଦାନ କରିଥିଲା। ବେହରେନଡର୍ଫଙ୍କ ବ୍ୟତୀତ ଦେଶର ପ୍ୟାଟ କୁମିନ୍ସ ଓ ବ୍ରେଟ୍‌ ଲି’ ମଧ୍ୟ ଅର୍ଥ ଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୌପ୍ୟ ବଦଳରେ ମୀରାବାଇଙ୍କୁ ମିଳିପାରେ ସ୍ବର୍ଣ୍ଣ ପଦକ!

ଟୋକିଓ,୨୬।୭: ଟୋକିଓ ଅଲିମ୍ପିକ୍ସ ୨୦୨୦ରେ ଭାରୋତ୍ତୋଳନରେ ସ୍ବର୍ଣ୍ଣ ପଦକ ଜିତିଥିବା ଚାଇନାର ଜିହୁଇ ହୁଙ୍କଠାରୁ ପଦକ ଫେରାଇ ନିଆଯାଇପାରେ। କାରଣ ଜିହୁଇ ଡୋପ ଟେଷ୍ଟ କରାଯିବ।...

ପରାଜୟ ଧାରା ଶେଷ କଲେ ରୟ-ଓ୍ବିଲିୟମସନ

ଦୁବାଇ, ୨୭।୯: ଲଗାତାର ୫ ପରାଜୟ ପରେ ବିଜୟ ସ୍ବାଦ ଚାଖିଛି ସନରାଇଜର୍ସ ହାଇଦ୍ରାବାଦ୍‌। ଚଳିତ ଆଇପିଏଲରେ ପ୍ଲେଅପ୍ସରୁ ବାଦ୍‌ ପଡ଼ିଥିବା ହାଇଦ୍ରାବାଦ୍‌ ସୋମବାର ଖେଳାଯାଇଥିବା...

ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌: ଧାଓ୍ବନଙ୍କ ସ୍ଥାନ ନେଲେ ମୟଙ୍କ

ନୂଆଦିଲ୍ଲୀ,୧୧।୧୨(ପି.ଟି.)- ଆଗାମୀ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଲାଗି ଘୋଷିତ ଭାରତୀୟ ଦଳରେ ପରିବର୍ତ୍ତନ ହୋଇଛି। ଆହତ ସମସ୍ୟା ଦେଇ ଗତି କରୁଥିବା ଶିଖର ଧାଓ୍ବନଙ୍କ...

କ୍ରିକେଟରୁ ଅବସର ନେଲେ ଜାକଟି

ପଣଜୀ, ୨୮ା୧୨ (ପି.ଟି.)- ଗୋଆ ସ୍ପିନର ଶଦାବ ଜାକଟି ଶୁକ୍ରବାର କ୍ରିକେଟର ସମସ୍ତ ଫର୍ମାଟରୁ ତାଙ୍କର ଅବସର ଘୋଷଣା କରିଛନ୍ତି। ଗତ ଏକ ବର୍ଷ ହେଲା...

କବାଡି ଟୁର୍ନାମେଣ୍ଟ: ରାଉରକେଲା, ଝାରସୁଗୁଡ଼ା ବିଜୟୀ

ସୁନ୍ଦରଗଡ଼,୧୪।୧: ସୁନ୍ଦରଗଡ଼ ଗାନ୍ଧୀ କ୍ଲବ ଆନୁକୂଲ୍ୟରେ ଆନ୍ତଃଜିଲା କବାଡି ଟୁର୍ନାମେଣ୍ଟ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ସଦର ଉପଜିଲାପାଳ ଅଭିମନ୍ୟୁ ବେହେରା ମୁଖ୍ୟ ଅତିଥି, ଭାରପ୍ରାପ୍ତ ପୌରନିର୍ବାହୀ...

କାହା ସହ ହାତ ମିଳାଇବେ ନାହିଁ ଦକ୍ଷିଣ ଆଫ୍ରିକା ଖେଳାଳି

ନୂଆଦିଲ୍ଲୀ,୯।୩- ଦକ୍ଷିଣ ଆଫ୍ରିକାର ଖେଳାଳିମାନେ ଭାରତ ଗସ୍ତରେ ଥିବାବେଳେ କାହା ସହ ହାତ ମିଳାଇବେ ନାହିଁ। ଏ ନେଇ ଦଳର ମୁଖ୍ୟ କୋଚ୍‌ ମାର୍କ ବାଉଚର...

ହର୍ଶଲଙ୍କ ବୋଲିଂର ଜବାବ ନାହିଁ

ଚେନ୍ନାଇ, ୯ା୪- ମୁମ୍ବାଇ ଇଣ୍ଡିଆନ୍ସର ଶକ୍ତିଶାଳୀ ବ୍ୟାଟିଂ ଲାଇନ ଅପ୍‌ ପାଇଁ ଘାତକ ସାବ୍ୟସ୍ତ ହେଲେ ହର୍ଶଲ ପଟେଲ। ତାଙ୍କ ୫ ଉଇକେଟ ସଫଳତା ଯୋଗୁ...

ସିଡ୍‌ନୀରେ ନିୟମ ଭାଙ୍ଗିଥିଲେ କୋହଲି, ପାଣ୍ଡ୍ୟା

ସିଡ୍‌ନୀ,୪ା୧- ଉପ ଅଧିନାୟକ ରୋହିତ ଶର୍ମାଙ୍କ ସମେତ ୫ ଜଣ ଖେଳାଳି ପ୍ରୋଟୋକଲର ଉଲ୍ଲଂଘନ କରିବା ପରେ ଆଇସୋଲେଶନରେ ରହିଛନ୍ତି। ଏହି ଖେଳାଳିମାନେ ମେଲବୋର୍ନରେ ଏକ...

Advertisement
Archives

Model This Week