Posted inଜାତୀୟ

ହ୍ବାଟ୍ସଆପ ଗ୍ରୁପ୍‌ କିମ୍ବା ଟୁଲକିଟ୍‌ର ଏଡିଟର ହେବା ଅପରାଧ ନୁହେଁ – କୋର୍ଟ

ନୂଆଦିଲ୍ଲୀ,୨୩।୨: ଟୁଲକିଟ୍‌ ମାମଲାରେ ବେଙ୍ଗାଲୁରୁର କ୍ଲାଇମେଟ୍‌ ଆକ୍ଟିଭିଷ୍ଟ ଦିଶା ରବିଙ୍କୁ ମଙ୍ଗଳବାର ଦିଲ୍ଲୀର ଏକ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଏହି ମାମଲାର ବିଚାର କରି ଅତିରିକ୍ତ ସେସନ ଜଜ୍‌ ଧର୍ମେନ୍ଦ୍ର ରାଣା କହିଛନ୍ତି, ହ୍ବାଟ୍ସଆପ ଗ୍ରୁପ ତିଆରି କରିବା କିମ୍ବା ଟୁଲକିଟ୍‌ର ଏଡିଟର ହେବା ଦଣ୍ଡନୀୟ ଅପରାଧ ନୁହେଁ।

ଉଲ୍ଲେଖଯୋଗ୍ୟ, କୃଷକଙ୍କ ଆନ୍ଦୋଳନ ସମ୍ପର୍କିତ ଏକ ଟୁଲକିଟ୍‌ ତିଆରି ଓ ଶେୟାର କରିବା ଅଭିଯୋଗରେ ୨୨ ବର୍ଷୀୟା ଦିଶାଙ୍କୁ ବେଙ୍ଗାଲୁରୁରୁ ଗିରଫ କରିଥିଲା ଦିଲ୍ଲୀ ପୋଲିସର ସାଇବର ସେଲ। ଖଲିସ୍ତାନୀ ସଂଗଠନ ସହାୟତାରେ ଏହି ଟୁଲକିଟ୍‌ ପ୍ରସ୍ତୁତ ହୋଇଥିବା ପୋଲିସ ପକ୍ଷରୁ କୁହାଯାଇଥିଲା। ଉକ୍ତ ଟୁଲକିଟ୍‌କୁ ସ୍ବିଡେନର ଆକ୍ଟିଭିଷ୍ଟ ଗ୍ରେଟା ଥନବର୍ଗ ଓ ଅନ୍ୟମାନେ ଟୁଇଟରରେ ଶେୟାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଭାଜପା ଶାସିତ ରାଜ୍ୟର ସବୁ କୋଇଲା ବିଦ୍ୟୁତ ଟେଣ୍ଡର ହାତେଇଲା ଆଦାନୀ ଗ୍ରୁପ; ୨୫ ବର୍ଷରେ କମାଇବ ୧୩.୨୭ ଲକ୍ଷ କୋଟି

ନୂଆଦିଲ୍ଲୀ,୧୬।୬: ୨୦୨୪ରୁ ଭାରତ ସରକାର ଦୀର୍ଘକାଳୀନ କୋଇଲା ବିଦ୍ୟୁତ କ୍ରୟ ଚୁକ୍ତି (PPA) ପୁଣି ଆରମ୍ଭ କରିବା ପରେ, ଆଦାନୀ ଗ୍ରୁପ ଏକ ବଡ଼ ବ୍ୟବସାୟିକ ସଫଳତା…

ନିୟମ ବଦଳାଇଲେ କେନ୍ଦ୍ର ସରକାର, ଏଥର ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

ନୂଆଦିଲ୍ଲୀ,୧୬।୬: କାଶ ସିରପ ସମେତ ବିଭିନ୍ନ ଔଷଧୀୟ ସିରପ କିଣିବା ପାଇଁ ଏବେ ସାରା ଦେଶରେ ଡାକ୍ତରଙ୍କ ପ୍ରେସକ୍ରିପସନ ବାଧ୍ୟତାମୂଳକ ହେବ। ଔଷଧ ନିୟମ, ୧୯୪୫ ସଂଶୋଧନ…

NEET ପୁନଃପରୀକ୍ଷା ପୂର୍ବରୁ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଟେଲିଗ୍ରାମ ଉପରେ ଲାଗିଲା ଅସ୍ଥାୟୀ ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର NEET-UG ପୁନଃପରୀକ୍ଷା ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଜୁନ ୨୨ ପର୍ଯ୍ୟନ୍ତ ଟେଲିଗ୍ରାମ ବ୍ୟବହାର ଉପରେ ଏକ ଅସ୍ଥାୟୀ କଟକଣା ଜାରି…

‘ରାହୁଲ ଗାନ୍ଧୀ ନିଜେ ଏକ ବଡ଼ ପରିହାସ’: କଂଗ୍ରେସକୁ ଟାର୍ଗେଟ କଲା DMK,ଦଳ ଉପରେ ଲଗାଇଲା ବଡ଼ ଅଭିଯୋଗ

ନୂଆଦିଲ୍ଲୀ,୧୬।୬: ଦେଶବ୍ୟାପୀ ଚାଲିଥିବା ରାଜନୈତିକ ଉଷ୍ମତା ମଧ୍ୟରେ, ବିରୋଧୀ ମେଣ୍ଟ (ଇଣ୍ଡିଆ ବ୍ଲକ) ଭିତରେ ଫାଟ ଏବେ ଖୋଲାଖୋଲି ଭାବରେ ଦେଖାଦେଇଛି। ତାମିଲନାଡୁରେ କ୍ଷମତା ହାସଲ କରୁଥିବା…

ସମ୍ଭାବ୍ୟ ଶାନ୍ତି

ଶେଷରେ ଇରାନ ସହ ଆମେରିକା-ଇସ୍ରାଏଲର ଯୁଦ୍ଧ ମଧ୍ୟରେ ସବୁଠାରୁ ବଡ଼ ପ୍ରତୀକ୍ଷିତ କୂଟନୈତିକ ସଫଳତା ମିଳିଛି, ଯେଉଁଥିରେ ଆମେରିକା ଏବଂ ଇରାନ ସେମାନଙ୍କ ଅସ୍ତ୍ରବିରତିକୁ ୬୦ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri