Posted inଜାତୀୟ

ଦେଶର ଏକମାତ୍ର ଆଦିବାସୀ ମୁଖ୍ୟମନ୍ତ୍ରୀ ହୋଇଥିବାରୁ ବିରୋଧୀ ମୋ ସରକାରକୁ ଅସ୍ଥିର କରିବାକୁ ଚେଷ୍ଟା କରୁଛନ୍ତି: ହେମନ୍ତ ସୋରେନ

ରାଞ୍ଚି,୧୩।୯: ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ବୁଧବାର ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ମୁଁ ଦେଶର ଏକମାତ୍ର ଆଦିବାସୀ ମୁଖ୍ୟମନ୍ତ୍ରୀ, ତେଣୁ ବିରୋଧୀମାନେ ମୋ ସରକାରକୁ ଅସ୍ଥିର କରିବାକୁ ଚେଷ୍ଟା କରୁଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି। ଅନେକ ଶକ୍ତିଶାଳୀ ସଂଗଠନ ବିରୋଧୀଙ୍କ ନିର୍ଦ୍ଦେଶରେ ମୋତେ ହଇରାଣ କରିବାକୁ ଚେଷ୍ଟା କରୁଛନ୍ତି, କିନ୍ତୁ ସେମାନେ ସଫଳ ହେବେ ନାହିଁ। ଅନ୍ୟାୟ ଏବଂ ଶୋଷଣ ବିରୋଧରେ ହେଉ କିମ୍ବା ଅଧିକାର ପାଇଁ ଲଢେଇ ହେଉ ଆଦିବାସୀମାନେ କେବେ ବି ମୁଣ୍ଡ ନୁଆଁଇ ନାହାଁନ୍ତି। ଆମେ ପ୍ରତ୍ୟେକ ସାମ୍ନାରେ ସଂଘର୍ଷ କରିଛୁ ଏବଂ ଏହା ଜାରି ରଖିବୁ ବୋଲି ହେମନ୍ତ କହିଛନ୍ତି।
ସୂଚନାଯୋଗ୍ୟ, ସୁପ୍ରିମକୋର୍ଟରେ ହେମନ୍ତ ସୋରେନଙ୍କ ଦ୍ୱାରା ଇଡି ସମନ ବିରୋଧରେ ଦାଖଲ ହୋଇଥିବା ଆବେଦନ ସେପ୍ଟେମ୍ବର ୧୫ରେ ଶୁଣାଣି ହେବ। ଲ୍ୟାଣ୍ଡ ସ୍କାମ ମାମଲାରେ ଇଡି ମୁଖ୍ୟମନ୍ତ୍ରୀଙ୍କୁ ପଚରାଉଚରା ପାଇଁ ଡକାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱରେ ୭ ଦ୍ୱୀପ ମଧ୍ୟରେ ଜମ୍ବୁଦ୍ୱୀପ ଶ୍ରେଷ୍ଠ, ରାଜ୍ୟର ଗର୍ବ ଓ ଗୌରବ ବହନ କରି ଆଜି…

ମହାକାଳପଡ଼ା,୨୦ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମଚଣ୍ଡୀ ପୀଠ ନିକଟରେ ଚାଲିଥିବା ଜମ୍ବୁଦ୍ୱୀପ ମହୋତ୍ସବର ରବିବାର ଅନ୍ତିମ ସା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଫାଶ ବସାଇ ହରିଣକୁ ଶିକାରୀଙ୍କ ଗୁଳିମାଡ଼, ଜୀବନବିକଳରେ ଜନବସତି ଆଡ଼କୁ ହରିଣ ଆସିବାରୁ…

ମହାକାଳପଡ଼ା,୨୦ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସଂରକ୍ଷିତ ଜଙ୍ଗଲରେ ବହୁ ପରିମାଣରେ ହରିଣ ବାର୍‌ହା ଓ ଅନ୍ୟାନ୍ୟ ଜୀବଜନ୍ତୁ ବସବାସ କରନ୍ତି।…

US-Iran War: ହର୍ମୁଜରେ ଇରାନ ଜାହାଜର ଇଞ୍ଜିନ ରୁମକୁ କଣା କହିଦେଲା ଆମେରିକା, ଜବାବରେ ଇରାନ କଲା ଏମିତି ଆକ୍ରମଣ

ତେହରାନ,୨୦।୪: ଆମେରିକା ଏବଂ ଇରାନ ମଧ୍ୟରେ ସ୍ଥାୟୀ ଶାନ୍ତି ପ୍ରତିଷ୍ଠା ପାଇଁ ସମସ୍ତ ପ୍ରୟାସ ନିରନ୍ତର ବିଫଳ ହେଉଥିବା ପରି ମନେ ହେଉଛି। ଗୋଟିଏ ପଟେ, ଇରାନ…

ଏଇ ଭାରତରେ

ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ସୂର୍ଯ୍ୟ ଉତ୍କର୍ଷ ଅନେକ ଦିନର ଚିକିତ୍ସା ପରେ ଏକ ନୂଆ ଜୀବନ ପାଇଥିଲେ। ପରେ ସେ ତାଙ୍କ ଜୀବନକୁ ସାମାଜିକ…

ସିଧା ମନାକଲା ଇରାନ, ଆମେରିକା ସହ ହେବ ନାହିଁ କୌଣସି ଶାନ୍ତି ଆଲୋଚନା

ତେହରାନ,୨୦।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନ ପାକିସ୍ତାନ ସହିତ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନାରେ ଅଂଶଗ୍ରହଣ କରିବାକୁ ମନା କରିଦେଇଛି। ଫଳରେ, ଏହି ଅଞ୍ଚଳରେ ଉତ୍ତେଜନା…

କ୍ୟୁବା ଉପରେ ନଜର

ଜର୍ମାନୀର ନାଜି ଶାସକ ଆଡ୍‌ଲଫ୍‌ ହିଟ୍‌ଲର। ଦ୍ବିତୀୟ ବିଶ୍ବଯୁଦ୍ଧ ସମୟରେ ବିଶ୍ବ ଦେଖିଥିଲା ଏହି ନାଜି ଏକଚ୍ଛତ୍ରବାଦୀଙ୍କ ଶାସନର କ୍ରୂରତା। ହିଟ୍‌ଲରଙ୍କ କୁଖ୍ୟାତି ଇତିହାସରେ ଲିପିବଦ୍ଧ ହୋଇ…

ପେସା ଆଇନକୁ ପେଷି ଦିଆଯାଉଛି

ଭାରତବର୍ଷର ଯେଉଁ କେତୋଟି ଆଇନ ଆଦିବାସୀମାନଙ୍କୁ ପ୍ରକୃତ ସଶକ୍ତୀକରଣ କରିବାରେ ସାହାଯ୍ୟ କରେ, ସେଥିମଧ୍ୟରୁ ପଞ୍ଚାୟତ(ଏକ୍ସଟେନସନ ଟୁ ଦି ସିଡ୍ୟୁଲଡ ଏରିୟାଜ) ଆକ୍ଟ ବା ପେସା ଆଇନ…

ଜନଗଣନା କାର୍ଯ୍ୟ କରୁଥିଲେ ପ୍ରଧାନଶିକ୍ଷକ, ଚାଲିଗଲା ଜୀବନ, ଅଂଶୁଘାତ ଅଭିଯୋଗ ଆଣି ସ୍ତ୍ରୀ…

ଅମରପାଲି,୨୦ା୪(ପୀତାମ୍ବର ସାହୁ): ଜନଗଣନା କାର୍ଯ୍ୟ କରୁଥିବାବେଳେ ଜଣେ ପ୍ରଧାନଶିକ୍ଷକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ କ୍ଲଷ୍ଟର ସୁନାପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri