ପ୍ରି-ଓ୍ବେଡିଂ ଫଟୋସୁଟ କରୁଥିବା ବେଳେ କନ୍ୟାଙ୍କ ସହ ଘଟିଲା କିଛି ଏଭଳି: ଭିଡିଓ ଭାଇରାଲ

ବେରୁଟ୍‌,୭।୮: ସବୁ ଝିଅ ଓ ପୁଅଙ୍କ ମନରେ ନିଜ ବିବହାକୁ ନେଇ ବହୁ ସ୍ବପ୍ନ ଓ ପ୍ଲାନିଂ ରହିଥାଏ। ହେଲେ ଏହି ସବୁ ସ୍ବପ୍ନ ସାକାର ହେଉଥିବା ବେଳେ ଯଦି କିଛି ଅଘଟଣ ଘଟେ, ତେବେ ଏହା କେବେ ମନରୁ ଲିଭେ ନାହିଁ। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଲେବନାନର ରାଜଧାନୀ ବେରୁଟର ବନ୍ଦରଗାହରେ। ମଙ୍ଗଳବାର ବେରୁଟ୍‌ରେ ଏକ ଭୟାନକ ବିସ୍ଫୋରଣ ହୋଇଥିଲା। ଏହି ବିସ୍ଫୋରଣରେ ଏଯାଏଁ ୧୩୫ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ହଜାରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଛନ୍ତି। ତେବେ ବେରୁଟ୍‌ରେ ହୋଇଥିବା ଭୟଙ୍କର ବିସ୍ଫୋରଣର ଚିତ୍ର ଦେଖିଲେ ଯାହାକାର ବି ଲୋମଟାଙ୍କୁରି ଉଠିବ। ଇତିମଧ୍ୟରେ ସୋସିଆଲ ମିଡିଆରେ ଆଉ ଏକ ଦୃଶ୍ୟ ଭାଇରାଲ ହେବାରେ ଲାଗିଛି।

 

ଯେଉଁଥିରେ ଜଣେ ଯୁବତୀଙ୍କ ସବୁ ସ୍ବପ୍ନ ଓ ଆଶା ଧୂଳିସାତ୍‌ ହୋଇଥିବା ବେଳେ ମୁତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ସୂଚନା ମୁତାବକ ଜଣେ ଯୁବତୀ ହ୍ବାଇଟ କଲରର ଗାଉନ ପିନ୍ଧି ବିବାହ ପାଇଁ ପ୍ରି-ଓ୍ବେଡିଂ ଫଟୋସୁଟ୍‌ କରାଉଥିଲେ। ସବୁ କିଛି ଠିକ୍‌ ଥିଲା। ହେଲେ କିଛି ସମୟ ପରେ ଅଚାନକ୍‌ ଏକ ବିସ୍ଫୋରଣ ଘଟିଥିଲା। ଏହି ବିସ୍ଫୋରଣର ଧମାକା ଯୋଗୁ ସେଠାରେ ଉପସ୍ଥିତ ଥିବା ଲୋକ ଓ ଜିନିଷପତ୍ର ସହ କ୍ୟାମେରା ମଧ୍ୟ ଦୋହଲିଯାଇଥିଲା। ପ୍ରାଣ ବିକଳରେ ସମସ୍ତେ ଏପଟ ସେପଟ ଦୌଡିବାକୁ ଲାଗିଥିଲେ।

 

 

ଉକ୍ତ ଯୁବତୀ ମଧ୍ୟ ନିଜ ଜୀବନ ବଞ୍ଚାଇ ଏକ ଘର ଭିତରକୁ ପଳାଇ ଯାଇଥିଲେ। ତେବେ କିଛି ଅଘଟଣ ଘଟିବା ପୂର୍ବରୁ ସେଠାରେ ଥିବା ଲୋକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସେହି ସମୟର ଦୃଶ୍ୟ କ୍ୟାମେରାରେ ରେକର୍ଡ ହୋଇଥିବା ବେଳେ ଏବେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓକୁ ମାଇକ୍‌ ଲେସ୍‌ଲୀ ନାମକ ଜଣେ ସାମ୍ବାଦିକ ଟୁଇଟରରେ ଶେୟାର କରିଛନ୍ତି। ଏଥିସହ କ୍ୟାପଶନ୍‌ର ଲେଖିଛନ୍ତି ଭାଗ୍ୟଶାଳୀ କନ୍ୟା।


Enter your email to get our daily news in your inbox.

All Right Reserved By Dharitri.Com

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

ଏହି ୫ ରାଶି ସବୁଠୁ ଦୁଃଖୀ ରାଶି, ଅଧିକ ପାଇବା ଆଶାରେ ରହନ୍ତି ଅସନ୍ତୁଷ୍ଟ, ପଢନ୍ତୁ ଆପଣଙ୍କ ରାଶି ଅଛି କି…

ଶାସ୍ତ୍ରରେ କୁହାଯାଇଛି, ଯେଉଁ ବ୍ୟକ୍ତି ସନ୍ତୁଷ୍ଟ ରହନ୍ତି ସେ ସବୁବେଳେ ସୁଖୀ ରହନ୍ତି। ସନ୍ତୋଷକୁ ମଣିଷର ସବୁଠାରୁ ବଡ଼ ଶକ୍ତି ବୋଲି ମଧ୍ୟ କୁହାଯାଏ। କିନ୍ତୁ ଏପରି…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?