ପଞ୍ଜିକୃତ ହୋଇଥିବା କରୋନା ଟିକାକୁ ରୁଷ ସର୍ବପ୍ରଥମେ ଏହି ଦେଶକୁ ଦେବ

ମସ୍କୋ,୨୫।୮: କରୋନା ଭାଇରସ୍‌ ଟିକା ପଞ୍ଜିକରଣ କରିବାରେ ରୁଷ ହେଉଛି ବିଶ୍ୱର ପ୍ରଥମ ଦେଶ। ରୁଷ ବର୍ତ୍ତମାନ ସର୍ବପ୍ରଥମେ ବେଲାରୁଷକୁ ନିଜର ଟିକା ସ୍ପୁଟନିକ୍‌-ଭି ଯୋଗାଇଦେବ ବୋଲି ସୂଚନା ମିଳିଛି। ତେବେ ରୁଷର ଟିକା ଗ୍ରହଣ କରିବାରେ ବେଲାରୁଷ ପ୍ରଥମ ଦେଶ ହେବ। ରିପୋର୍ଟ ଅନୁସାରେ ରୁଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ବେଲାରୁଷର ରାଷ୍ଟ୍ରପତି ଆଲେକ୍ସଜାଣ୍ଡାର ଲୁକାଶେନକୋଙ୍କୁ ପ୍ରଥମ ପର୍ଯ୍ୟାୟରେ କରୋନା ଭାକ୍ସିନ ପଠାଇବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଏନେଇ ଦୁଇ ଦେଶର ନେତା ଫୋନରେ କଥା ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଚଳିତ ମାସରେ ବେଲାରୁଷରେ ନିର୍ବାଚନ ହୋଇଥିଲା। ଏହାର ଫଳାଫଳ ଆସିବା ପରେ ରାଷ୍ଟ୍ରପତି ଆଲେକ୍ସଜାଣ୍ଡାରଙ୍କୁ ମହାମାରୀ କରୋନା ନେଇ ବିରୋଧର ସାମ୍ନା କରିବାକୁ ପଡ଼ୁଛି। ବର୍ତ୍ତମାନ ବେଲାରୁଷରେ ୭୦ହଜାରରୁ ଉର୍ଦ୍ଧ୍ୱ କରୋନା ମାମଲା ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୈତିକ ରାଲିରେ ସ୍କୁଲ ଛାତ୍ରୀଛାତ୍ରଙ୍କ ସାମିଲ: ୭ ଦିନ ମଧ୍ୟରେ ଜବାବ ତଲବ

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଆୟୋଜିତ ଏକ ରାଜନୈତିକ ପ୍ରତିବାଦ ସଭାରେ ସ୍କୁଲ ସମୟରେ ନାବାଳକ ଓ ନାବାଳିକା ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା…

ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍

ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

ଭାରତୀୟ ନୌସେନାରେ ସାମିଲ ହେଲା INS ମହେନ୍ଦ୍ରଗିରି, ଓଡ଼ିଶାକୁ ପ୍ରଶଂସା କଲେ ରାଜନାଥ

ବିଶାଖାପାଟଣା,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଶନିବାର ବିଶାଖାପାଟଣା ଡକୟାର୍ଡରେ ସ୍ବଦେଶୀ ଜ୍ଞାନ କୌଶଳରେ ନିର୍ମିତ ଯୁଦ୍ଧଜାହାଜ INS ମହେନ୍ଦ୍ରଗିରିକୁ ଲୋକାର୍ପିତ କରିଛନ୍ତି। ଏହା ସହିତ ଯୁଦ୍ଧଜାହାଜ…

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

ଜୟପୁର,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

ବୁଡ଼ିଗଲା ବୋଟ୍‌, ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ

ହାନୋଇ,୧୧ା୭: ଦକ୍ଷିଣ ଭିଏତନାମାର ଫୁ କ୍ୱୋକ୍‌ ଦ୍ୱୀପ ନିକଟରେ ଏକ ସ୍ପିଡ୍‌ ବୋଟ୍‌ ବୁଡ଼ିଯିବାରୁ ଅତି କମ୍‌ରେ ୧୫  ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି ବୋଲି ସ୍ଥାନୀୟ…

ଗୁଡ଼ାରୀକୁ ରେଳପଥ ସଂଯୋଗ ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍‌ପି, ଗୋପାଳପୁର-ରାୟଗଡ଼ା…

ଗୁଡ଼ାରୀ,୧୧ା୭(ପ୍ରମୋଦ କୁମାର ପତି): କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ଗୋପାଳପୁର-ରାୟଗଡ଼ା ପ୍ରସ୍ତାବିତ ନୂତନ ରେଳପଥର ଫାଇନାଲ ଲୋକେଶନ ସର୍ଭେ(FLS)ରେ ସାମାନ୍ୟ ପରିବର୍ତ୍ତନ କରି ଗୁଡ଼ାରୀକୁ ରେଳ ସଂଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri