ବେଲାରୁସର ବୈଦେଶିକ ମନ୍ତ୍ରୀ ଭ୍ଲାଦିମିର ମେକିଙ୍କ ପରଲୋକ

ମିସ୍କ,୨୭ ।୧୧: ବେଲାରୁସର ବୈଦେଶିକ ମନ୍ତ୍ରୀ ଭ୍ଲାଦିମିର ମେକିଙ୍କ ହଠାତ୍ ପରଲୋକ ହୋଇଛି ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ବୟସ ହୋଇଥିଲା । ଦେଶର ସମାଚାର ଏଜେନ୍ସି ବେଲ୍ଟା ଶନିବାର ଏହି ସୂଚନା ଦେଇଛି । ତେବେ ମେକିଙ୍କ ମୃତ୍ୟୁର କାରଣ ସମ୍ପର୍କରେ ଗଣମାଧ୍ୟମ ଏପର୍ଯ୍ୟନ୍ତ କୌଣସି ସୂଚନା ଦେଇନାହିଁ । ବୈଦେଶିକ ମନ୍ତ୍ରଣାଳୟ ଏହାର ଅଫହସିୟାଲ ଫେସବୁକ ଆକାଉଣ୍ଟରେ ମେକିଙ୍କ ପରଲୋକ ସମ୍ପର୍କରେ ସୂଚନା ଦେଇ ଲେଖିଥିଲା, ବେଲାରୁସ ଗଣରାଜ୍ୟର ବୈଦେଶିକ ମନ୍ତ୍ରୀ ଭ୍ଲାଦିମିର ମେକିଙ୍କର ହଠାତ୍ ପରଲୋକ ହୋଇଛି । ତାଙ୍କ ବିୟୋଗରେ ଦେଶକୁ ବଡ ଝଟକା ଲାଗିଛି ।
ନଭେମ୍ବର ୯ରେ ସେ ଭାରତ ଆସିଥିଲେ । ଏହି ସମୟରେ ସେ ଭାରତୀୟ ବୈଦେଶିକ ମନ୍ତ୍ରୀ ଡା. ଏସ ଜୟଶଙ୍କରଙ୍କ ସହ ବୈଠକ କରିଥିଲେ । ଏହି ସମୟରେ ସେ ଦ୍ୱିପାକ୍ଷିକ ଆର୍ଥିକ ସମ୍ପର୍କ, ୟୁକ୍ରେନ୍ ସଂଘର୍ଷ ସହ ବହୁପାକ୍ଷିୟ ସହଯୋଗ ସହିତ ଅନେକ ପ୍ରସଙ୍ଗରେ ଚର୍ଚ୍ଚା କରିଥିଲେ । ବେଲାରୁସ ସେମିତି କିଛି ଦେଇ ସହ ସାମିଲ, ଯିଏ କଥିତ ଭାବେ ୟୁକ୍ରେନ୍ ସଂଘର୍ଷ ମଧ୍ୟରେ ରୁଷିଆ ସେନାଙ୍କୁ ସମର୍ଥନ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତ୍ରବିରତି ସତ୍ତ୍ୱେ ଲେବାନନ୍‌ରେ ଇସ୍ରାଏଲ୍‌ର ଆକ୍ରମଣ

ନବାତିହ,୧୮ା୪: ଲେବାନନ୍‌ ସହ ଇସ୍ରାଏଲ୍‌ର ୧୦ ଦିନିଆ ଅସ୍ତ୍ରବିରତି ଘୋଷଣା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ର ମେଫାଡାଉନ୍‌ ଗ୍ରାମ ବାହାରେ ୨ଟି ଆମ୍ବୁଲାନ୍ସ ଉପରେ…

ଅନିୟମିତତା ଅଭିଯୋଗ ପ୍ରମାଣିତ ହେଲେ ବନ୍ଦ ହେବ ଅଧିକାରୀଙ୍କ ଦରମା

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଏବଂ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସାମାଜିକ…

ଜିଲାର ବିକାଶ ଉପରେ ମନ୍ତ୍ରୀଙ୍କ ଫୋକସ୍‌

ଛତ୍ରପୁର,୧୮ା୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସାମାଜିକ ଭିତିଭୂମିର ଉନ୍ନତି ପାଇଁ ସରକାରୀସ୍ତରରେ ବିଭିନ୍ନ ଯୋଜନାକୁ ତ୍ୱରାନ୍ବିତ କରାଯାଉଛି । ସ୍ବାସ୍ଥ୍ୟ ସେବା, ଶିକ୍ଷା ଏବଂ ପାନୀୟ ଜଳ…

ଶୁଖିଲା ପଡ଼ିଲାଣି ନଈ, ନାଳ: ଗୃହପାଳିତ ପ୍ରାଣୀଙ୍କ ପାଇଁ ଜଳକୁଣ୍ଡ ନିର୍ମାଣ କରାଯାଉ

କେସିଙ୍ଗା,୧୮ା୪(ତୁମେଶ୍ୱର ସାହୁ)- ଗ୍ରୀଷ୍ମତାତିକୁ ଦୃଷ୍ଟିରେ ରଖି କେସିଙ୍ଗା ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ଅନ୍ତର୍ଗତ ବିଭିନ୍ନ ପ୍ରାଣୀ ଚିକିତ୍ସାଳୟ ଓ ପ୍ରାଣୀସମ୍ପଦ ସହାୟକ କେନ୍ଦ୍ରରେ ଗୃହପାଳିତ…

ଏମିତି କାମ କଲେ ଦିବ୍ୟାଙ୍ଗ ଶିକ୍ଷକ, ଛୁଟୁଛି ପ୍ରଶଂସାର ସୁଅ

ଗଞ୍ଜାମ,୧୮ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ନିପଟ ମଫସଲ ତାରିଣୀ ପଲ୍ଲୀ ଗ୍ରାମରେ ରୁହନ୍ତି ଶିକ୍ଷକ ରବୀନ୍ଦ୍ର ସେଠୀ ଓ ତାଙ୍କ ପରିବାର। ରବୀନ୍ଦ୍ର ଜଣେ ଦିବ୍ୟାଙ୍ଗ ହୋଇଥିଲେ…

୪ ମାସ ତଳେ କରିଥିଲେ ପ୍ରେମ ବିବାହ: ନବବଧୂଙ୍କୁ ତଣ୍ଟି ଚିପି ହତ୍ୟା, ଏଭଳି ଅଭିଯୋଗ ଆଣି…

ଥୁଆମୂଳ ରାମପୁର, ୧୮ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଧୀନ କାଦୋବେଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୧୮ ବର୍ଷୀୟା…

ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି

ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ…

ବରଗଛରେ ଝୁଲୁଥିଲା ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ, ଏଏସ୍‌ଆଇ ପହଞ୍ଚି…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମ ନିକଟ ଆନ୍ଧ୍ର ଇଟାଭାଟିରେ ରହି କାମ କରୁଥିବା ଜଣେ ଅଣଓଡ଼ିଆ ଶ୍ରମିକ ଶନିବାର ଭୋର୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri