ହିରୋସିମା ଏବଂ ନାଗାସାକି ଉପରେ ପକାଯାଇଥିବା ବୋମା ଅପେକ୍ଷା ଶକ୍ତିଶାଳୀ ବୋମା ଆମ ପାଖରେ ଅଛି: ବେଲାଋଷର ରାଷ୍ଟ୍ରପତି

ମିନସ୍କ,୧୫।୬: ଋଷର ପରମାଣୁ ଅସ୍ତ୍ରଶସ୍ତ୍ରର ଭଣ୍ଡାର ବର୍ତ୍ତମାନ ବେଲାଋଷରେ ପହଞ୍ଚିଛି। ବେଲାଋଷର ରାଷ୍ଟ୍ରପତି ଆଲେକ୍ସଜାଣ୍ଡାର୍‌ ଲୁକାଶେଙ୍କୋ ଏନେଇ ସ୍ପଷ୍ଟ କରିଛନ୍ତି। ଗଣମାଧ୍ୟମକୁ ଏକ ସାକ୍ଷାତକାରରେ ସେ କହିଛନ୍ତି, ଆମକୁ କ୍ଷେପଣାସ୍ତ୍ର ଏବଂ ବୋମା ମିଳିଛି। ୧୯୪୫ମସିହାରେ ହିରୋସିମା ଏବଂ ନାଗାସାକି ଉପରେ ପକାଯାଇଥିବା ବୋମା ଅପେକ୍ଷା ଏହି ବୋମା ୩ଗୁଣ ଅଧିକ ବିପଜ୍ଜନକ । ୧୯୯୧ ପରଠାରୁ ପ୍ରଥମ ଥର ପାଇଁ ଋଷ ବିଦେଶ ମାଟିରେ ଆଣବିକ ଅସ୍ତ୍ର ନିୟୋଜନ କରିଛି।

ଲୁକାଶେଙ୍କୋ କହିଛନ୍ତି, ୨୦୨୦ରୁ ପଶ୍ଚିମ ଦେଶ ଆମକୁ ଆକ୍ରମଣ କରିବାକୁ ଚାହୁଁଥିଲେ। ଏବେ ତାହା ପରିବତ୍ତନ ହେବ। ଆବଶ୍ୟକତା ପଡିଲେ ଆମେ ଏହି ଅସ୍ତ୍ରଶସ୍ତ୍ର ବ୍ୟବହାର କରିବାକୁ ଦ୍ୱିଧା କରିବୁ ନାହିଁ। ଏହାକୁ ବ୍ୟବହାର କରିବା ପାଇଁ ପୁଟିନଙ୍କ ଅନୁମୋଦନ ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ: ପ୍ରଭାବିତ ହୋଇପାରେ ସେବା, ସତର୍କ କଲା SBI

ମୁମ୍ବାଇ,୧୧।୨: ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ପାଇଁ ବିଭିନ୍ନ ବ୍ୟାଙ୍କ କର୍ମଚାରୀ ସଙ୍ଘ ଆହ୍ୱାନ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍…

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri