ଆମ୍ବପତ୍ରକୁ ନେଇ ବିଶ୍ୱାସ

ହିନ୍ଦୁଧର୍ମ ଅନୁଯାୟୀ, ପୂଜାପାଠ ସମୟରେ ଆମ୍ବପତ୍ର ଓ ଆମ୍ବ କାଠର ବ୍ୟବହାର କରିବା ଅତ୍ୟନ୍ତ ଶୁଭ ହୋଇଥାଏ। ଧର୍ମଶାସ୍ତ୍ରରେ ବି ଆମ୍ବପତ୍ରକୁ ନେଇ ଅନେକ କଥା କୁହାଯାଇଛି। ଯେମିତିକି: ଘରର ମୁଖ୍ୟଦ୍ୱାରରେ ଆମ୍ବପତ୍ରର ତୋରଣ ଲଗାଇଲେ, ଘରେ ସକାରାତ୍ମକ ଊର୍ଜାର ପ୍ରଭାବ ବଢିଥାଏ। ପରିବାର ସଦସ୍ୟଙ୍କୁ କାହାରି ଖରାପ ନଜର ପଡେ ନାହିଁ। ବାରମ୍ବାର ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବାର ସୁଯୋଗ ମିଳେ; ଯଦ୍ଦ୍ବାରା ମନ ସବୁବେଳେ ଖୁସି ରହେ।

ସେହିପରି କୁହାଯାଏ, ଗଙ୍ଗାଜଳରେ ଆମ୍ବ ପତ୍ରକୁ ବୁଡ଼ାଇ ଘରେ ପ୍ରତିଦିନ ଛିଞ୍ଚିଲେ ଘରୁ କ୍ରମେ ଆର୍ଥିକ ସମସ୍ୟା ଦୂର ହୋଇଥାଏ। ଅନ୍ୟପକ୍ଷେ ଯେ କୌଣସି ଶୁଭକାର୍ଯ୍ୟ ହେଉନା କାହିଁକି ପ୍ରଭୁ ଗଣେଶଙ୍କୁ ଆବାହନ କରିବା ସମୟରେ ତାଙ୍କ ନିକଟରେ ପବିତ୍ର ମନରେ ଆମ୍ବପତ୍ରଟିଏ ରଖିଲେ କାର୍ଯ୍ୟ ସଫଳ ହୋଇଥାଏ ବୋଲି ବିଶ୍ୱାସ ରହିଛି।

ସେହିପରି କେହି କେହି କୁହନ୍ତି, ଯଦି ପ୍ରତିଦିନ ଆମ୍ବଗଛ ମୂଳରେ ଜଳ ଅର୍ପଣ କରି ମୁଣ୍ଡିଆ ମରାଯାଏ, ତା’ହେଲେ ବ୍ୟବସାୟରେ ଉନ୍ନତି ହେବା ସହ କ୍ୟାରିୟରରେ କିଛି ସମସ୍ୟା ଥିଲେ ତାହା ଧୀରେ ଧୀରେ ସମାଧାନ ହୋଇଯାଏ। ତେବେ ସେ ଯାହା ବି ହେଉ ଏସବୁ ହେଉଛି କେବଳ ଆସ୍ଥା ଓ ବିଶ୍ୱାସର କଥା; ଏହାକୁ ମାନିବା ଓ ନ ମାନିବା ନିର୍ଭର କରେ ବ୍ୟକ୍ତିଙ୍କ ଭାବନା ଉପରେ।


Enter your email to get our daily news in your inbox.

All Right Reserved By Dharitri.Com

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

୫୦ ବର୍ଷ ପରେ ଡିସେମ୍ବରରେ ଘଟୁଛି ଏମିତି ଯୋଗ, ଏହି ୫ ରାଶିର ଲାଗିବ ଲଟେରୀ, ହେବ ଧନ ଲାଭ

ଡିସେମ୍ବର ମାସ ଗ୍ରହ ଏବଂ ନକ୍ଷତ୍ର ଦୃଷ୍ଟିକୋଣରୁ ବହୁତ ବିଶେଷ ହେବାକୁ ଯାଉଛି। ବୈଦିକ ଜ୍ୟୋତିଷ ଅନୁସାରେ, ୫୦ ବର୍ଷ ପରେ ଧନୁ ରାଶିରେ ଏକ...

ପିଲାମାନଙ୍କ ଖାଦ୍ୟାଭାସରୁ କେମିତି ଜାଣିବେ ମାନସିକତା

ଖାଇବାକୁ ନେଇ ପିଲାମାନେ ଅନେକ ସମୟରେ ବହୁ ସମସ୍ୟା ସୃଷ୍ଟି କରନ୍ତି। ଏମିତିକି ତିଆରି ହୋଇଥିବା ଖାଦ୍ୟ ବଦଳରେ ଅନ୍ୟ ଖାଦ୍ୟ ବରାଦ କରନ୍ତି ।...

ବାବା ଭେଙ୍ଗାଙ୍କ ସବୁଠୁ ବଡ଼ ଭବିଷ୍ୟବାଣୀ, ବର୍ଷ ଶେଷରେ ମାଲାମାଲ୍‌ ହେବେ ୪ ରାଶି! ଯାହା ଛୁଇଁବେ ହେବ ସୁନା…

ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ସର୍ୱଦା ଭାଇରାଲ ହୁଏ। ଏବେ, ସେ ନିକଟରେ କହିଛନ୍ତି ଯେ 2025 ର ଶେଷ ମାସ କିଛି ରାଶି ପାଇଁ ଖୁସିର...

ଜଏଣ୍ଟ ପେନ୍‌ ହେଉଥିଲେ…ଆପଣାନ୍ତୁ ଏହି ଟିପ୍ସ

ଶୀତଦିନେ ତାପମାତ୍ରା କମ୍‌ ଥିବାରୁ ଜଏଣ୍ଟ ପେନ୍‌ ସମସ୍ୟା ଦେଖାଦିଏ । ତେଣୁ ଏହି ସମସ୍ୟାରୁ ମୁକ୍ତି ପାଇଁ କ’ଣ କରିବେ ଜାଣନ୍ତୁ… -ଆଣ୍ଠୁଗଣ୍ଠି ସମସ୍ୟାରୁ...

ଡିସେମ୍ବର ୭ରୁ ସାବଧାନ ରୁହନ୍ତୁ ଏହି ୫ଟି ରାଶି, ମଙ୍ଗଳଙ୍କ ଗୋଚର ଆଣିପାରେ ଆର୍ଥିକ କ୍ଷତି, ଆଉ ଅଶାନ୍ତି

ଡିସେମ୍ବର ୭ ତାରିଖ ରାତି ୮:୨୭ରେ ମଙ୍ଗଳ ଧନୁ ରାଶିରେ ପ୍ରବେଶ କରିବାର ରହିଛି। ମଙ୍ଗଳ ଜାନୁଆରୀ ୧୬, ୨୦୨୬ ସକାଳ ୪:୩୬ ପର୍ଯ୍ୟନ୍ତ ଧନୁ...

୩୦ବର୍ଷ ପରେ ଶନିରେ ମହା ରାଜଯୋଗ, ୨୦୨୬ରେ ଚମକିବେ ଏହି ୩ରାଶି!

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହ ଏବଂ ନକ୍ଷତ୍ରର ପ୍ରତ୍ୟେକ ଗୋଚର ଏବଂ ସଂଯୋଗ ମାନବ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ। ଜ୍ୟୋତିଷ ଦୃଷ୍ଟିକୋଣରୁ 2026...

ଡିସେମ୍ୱରରେ ପଡିଲା ମଳମାସ, ୩୦ଦିନ ଯାଏ କରନ୍ତୁନି ଶୁଭକାମ ନଚେତ୍‌…

ହିନ୍ଦୁ ଧର୍ମରେ, ସୂର୍ଯ୍ୟ ଦେବତାଙ୍କୁ ନଅଟି ଗ୍ରହର ରାଜା ଏବଂ ଚଳନ୍ତି ପ୍ରତିମା ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଗଣନା ଅନୁସାରେ, ପ୍ରତି ମାସରେ ସୂର୍ଯ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri