‘ବେଲ୍ ବଟମ’ର ଟିଜର ରିଲିଜ୍‌

ମୁମ୍ବାଇ: ବଲିଉଡ୍ ଖିଲାଡି ବୟ ଅକ୍ଷୟ କୁମାରଙ୍କ ମୋଷ୍ଟ ଆୱେଟେଡ ଫିଲ୍ମ ‘ବେଲ ବଟମ’ର ଟିଜରକୁ ନେଇ ଚର୍ଚ୍ଚା ଚାଲିଛି । ନିକଟରେ ପୁରା ଟିମ୍ ଏହାର ଶୁଟିଂ ପାଇଁ ବିଦେଶ ଯାଇଥିଲେ । ଏହାପରେ ଅକ୍ଷୟଙ୍କ ନୂଆ ଲୁକ୍ ଦେଖିବାକୁ ମିଳିଥିଲା । ଇତିମଧ୍ୟରେ ମେକର୍ସ ଫିଲ୍ମର ଟିଜର ରିଲଜ୍ କରିଛନ୍ତି । ଯାହା ଏବେ ଖୁବ୍ ଧମାକା କରୁଛି । ୨୯ ସେକେଣ୍ଡର ଏହି ଭିଡିଓରେ ଅକ୍ଷୟ ୮୦ ଦଶକର ବେଲ ବଟମ ପ୍ୟାଣ୍ଟ, କୋଟ ଓ ନିଶ ରଖିଥିବା ଦେଖାଯାଇଛି । ଆଉ ଅକ୍ଷୟଙ୍କର ଏହି ଲୁକ୍‌କୁ ଦର୍ଶକେ ଖୁବ୍ ପସନ୍ଦ କରିଛନ୍ତି । ସବୁଠାରୁ ବଡ କଥା ହେଲା ଏଥିରେ ଅକ୍ଷୟ ପୁଣିଥରେ ଆକ୍ସନ ମୁଡରେ ଦେଖାଯାଉଛନ୍ତି । ଭିଡିଓରେ ପ୍ରଥମେ ଅକ୍ଷୟ ହାତରେ ଏକ ବ୍ରିଫକେସ ଧରି ହେଲିକପ୍ଟର ଆଡକୁ ଯାଉଥିବା ଦେଖାଯାଉଛି । ଏହାପରେ ଏକ ବଡ ଟ୍ୟାଙ୍କରରେ ଝୁଲି ରହିବା ଭଳି ନିଜର ଖିଲାଡି ଷ୍ଟାଇଲରେ ନଜର ଆସିଛନ୍ତି । ଆଉ ଦର୍ଶକଙ୍କୁ ଅକ୍ଷୟଙ୍କର ଏହି ଲୁକ୍‌ସ ଖୁବ୍ ପସନ୍ଦ ଆସିଛି । ପୂର୍ବରୁ ଏହାର ରିଲିଜ୍ ଡେଟ୍ ଘୋଷଣା କରାଯାଇଥିବା ବେଳେ ୨୦୨୧ ଏପ୍ରିଲ ୨ରେ ଏହା ରିଲିଜ୍ ହେବ ବୋଲି ସୂଚନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଅଭିନେତ୍ରୀଙ୍କ ହଟ୍‌ ଫଟୋ ଦେଖି ପ୍ରଶଂସକ ପାଗଳ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଉର୍ବଶୀ ରୌତେଲା ସବୁବେଳେ ତାଙ୍କ ଫଟୋ ଏବଂ ଭିଡିଓକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ସମଗ୍ର ବିଶ୍ୱରେ ଉର୍ବଶୀଙ୍କର କୋଟିକୋଟି ପ୍ରଶଂସକ ଅଛନ୍ତି।...

ଅଭିନୟକୁ ବାଏ ବାଏ କହିଲେ ଏହି ଲୋକପ୍ରିୟ ଅଭିନେତ୍ରୀ

ବମ୍ବେ: କଥାରେ ଅଛି ମା’ ହେବା ପରେ ନାରୀଟିଏ ପୂର୍ଣ୍ଣତା ପାଏ। ନିଜର ସନ୍ତାନକୁ ଠିକ୍‌ ଭାବେ ଲାଳନପାଳନ କରିବା ପାଇଁ ମା’ଟିଏ ସବୁ ତ୍ୟାଗ...

ଶେଷରେ ମାନିଲେ ରିୟା, ସୁଶାନ୍ତଙ୍କ ସହ ଏମିତି…

ବଲିଉଡ ଅଭିନେତା ସୁଶାନ୍ତ ସିଂଙ୍କ ଆତ୍ମହତ୍ୟା ଧୀରେ ଧୀରେ ଜଟିଳ ହେବାରେ ଲାଗିଛି। ତଥାକଥିତ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀଙ୍କ ନାଁରେ ସୁଶାନ୍ତଙ୍କ ପିତା ବିହାର ଥାନାରେ...

ନିଆରା ଢଙ୍ଗରେ ଗଜାନନଙ୍କ ପୂଜା କରୁଛନ୍ତି ଶିଳ୍ପା

ବଲିଉଡ୍‌ ସେଲିବ୍ରିଟିମାନେ ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଅଗ୍ରପୂଜ୍ୟ ଗଜାନନଙ୍କ ପୂଜା କରୁଛନ୍ତି। ସେଲିବ୍ରିଟିଙ୍କ ମଧ୍ୟରୁ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ପୂର୍ବବର୍ଷ ଅପେକ୍ଷା ଏବର୍ଷ ଟିକେ...

କହୁ କହୁ ଏମିତି କିଛି କହିଦେଲେ କିଆରା, ଲାଜେଇ ଗଲେ କାର୍ତ୍ତିକ

ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ଯ୍ୟନ ଏବଂ ଅଭିନେତ୍ରୀ କିଆରା ଆଡ୍‌ଭାନୀ ବର୍ତ୍ତମାନ ତାଙ୍କ ଆଗାମୀ ଫିଲ୍ମ ‘ଭୁଲ ଭୁଲେୟା’ର ଶୁଟିଂରେ ବ୍ୟସ୍ତ ଅଛନ୍ତି । କାର୍ତ୍ତିକ...

ଭୋଜପୁରୀ ଅଭିନେତ୍ରୀ ଆକାଂକ୍ଷା ଦୁବେ ମୃତ୍ୟୁ ମାମଲାରେ ଗାୟକ ସମର ସିଂ ଗିରଫ

ଗାଜିଆବାଦ,୭।୪: ଭୋଜପୁରୀ ଅଭିନେତ୍ରୀ ଆକାଂକ୍ଷା ଦୁବେଙ୍କ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ସିଙ୍ଗର ସମର ସିଂଙ୍କୁ ଉତ୍ତର ପ୍ରଦେଶ ପୋଲିସ ଗିରଫ କରିଛି। ପୋଲିସ ସମର...

ଫିଲ୍ମ ‘ଦି କଶ୍ମୀର ଫାଇଲସ’କୁ ମିଳୁଛି ଭଲ ରେସପନ୍ସ

ଫିଲ୍ମ ‘ଦି କଶ୍ମୀର ଫାଇଲସ’କୁ ଦର୍ଶକଙ୍କ ଭଲ ରେସପନ୍ସ ମିଳିଛି। ବିବେକ ଅଗ୍ନିହୋତ୍ରୀଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ବକ୍ସ ଅଫିସରେ ଭଲ ଆୟ କରୁଛି। କଶ୍ମୀର...

ଚଳିତବର୍ଷ ଦୀପାବଳି ପାଳିବେନି ଆଲିଆ!

ନିଜର ଦମ୍‌ଦାର ଅଭିନୟ ଏବଂ କ୍ୟୁଟ୍‌ନେସ୍‌ ପାଇଁ ଖୁବ୍‌ କମ୍‌ ସମୟ ମଧ୍ୟରେ ବଲିଉଡ୍‌ରେ ନଁା କରିଥିବା ଅଭିନେତ୍ରୀ ଆଲିଆ ଭଟ୍ଟ। କୌଣସି ନା କୌଣସି...

Advertisement
Archives

Model This Week