Posted inଜାତୀୟ

ସବୁଦିନ ସକାଳେ ବାଜୁଥିବା ପେଁକାଳି ଏବେ  ବନ୍ଦ, ସଞ୍ଜୟଙ୍କୁ ଶିନ୍ଦେଙ୍କ କଟାକ୍ଷ…

ମୁମ୍ବାଇ,୧।୮ : ଶିବସେଦା ଏମ୍‌ପି ସଞ୍ଜୟ ରାଉତଙ୍କ ଗିରଫଦାରୀ ନେଇ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ କଟାକ୍ଷ କରିଛନ୍ତି। ତାଙ୍କୁ ଶିନ୍ଦେ ପେଁକାଳି ବୋଲି କହିଛନ୍ତି। ଶିନ୍ଦେ ସୋମବାର କହିଛନ୍ତି ସବୁଦିନ ସକାଳ ୮ରେ ବାଜୁଥିବା ପେଁକାଳି ଏବେ ବନ୍ଦ ହୋଇ ଯାଇଛି।

ଏହାପୂର୍ବରୁ ରବିବାର ଶିନ୍ଦେ ସଞ୍ଜୟ ରାଉତଙ୍କ ବିଷୟରେ କହିଥିଲେ ଯେ ଯଦି ସେ କିଛି ଭୁଲ କରିନାହାଁନ୍ତି ତେବେ ତାଙ୍କୁ ଭୟ କରିବା ଉଚିତ ନୁହେଁ। ଯିଏ ଯେମିତି କାମ କରିବ ତାକୁ ସେପରି ଫଳ ଭୋଗିବାକୁ ହେବ ବୋଲି ଶିନ୍ଦେ କହିଥିଲେ।

ଏନେଇ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରା କହିଛନ୍ତି ଯେ ସଞ୍ଜୟ ରାଉତଙ୍କ ବିରୋଧରେ ଦୀର୍ଘ ଦିନ ଧରି ଯାଞ୍ଚ୍‌ ଚାଲିଥିଲା। ବର୍ତ୍ତମାନ କିଛି ପ୍ରମାଣ ପାଇବା ପରେ ଇଡି ତାଙ୍କୁ ଗିରଫ କରିଛି। ଇଡ଼ି ବିନା ପ୍ରମାଣରେ କାହାକୁ ଗିରଫ କରି ନଥାଏ ବୋଲି ଅଜୟ କହିଛନ୍ତି।

ସଞ୍ଜୟଙ୍କ ଗିରଫଦାରୀକୁ ନେଇ ସଂସଦରେ ବିରୋଧୀ ଦଳଙ୍କ ପକ୍ଷରୁ ହଙ୍ଗାମା ଜାରି ରହିଛି। ରାଜ୍ୟ ସଭା ଏବଂ ଲୋକ ସଭାର କାର୍ଯ୍ୟକୁ ପ୍ରବଳ ହଟ୍ଟଗୋଳ ଯୋଗୁ ମଧ୍ୟାହ୍ନ ୧୨ ପର୍ଯ୍ୟନ୍ତ ସ୍ଥଗିତ କରାଯାଇଥିଲା। ତେବେ ଶିବସେନାର ସଦସ୍ୟମାନେ ସଂସଦ ପରିସରରେ ମଧ୍ୟ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆଜିଠୁ ବଦଳିଲା ‘ମନରେଗା’ ଯୋଜନା, ନୂଆ ‘VB-G RAM G’ ଆକ୍ଟରେ ଏବେ ପ୍ରତିଦିନ ମିଳିବ…

ନୂଆଦିଲ୍ଲୀ,୧।୭: ଗ୍ରାମୀଣ ରୋଜଗାର କ୍ଷେତ୍ରରେ କେନ୍ଦ୍ର ସରକାର ଆଜି ଅର୍ଥାତ୍ ୧ ଜୁଲାଇ ୨୦୨୬ରୁ ଏକ ଐତିହାସିକ ତଥା ବଡ଼ ନୀତିଗତ ପରିବର୍ତ୍ତନ କାର୍ଯ୍ୟକାରୀ କରିଛନ୍ତି। ଦେଶର…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

୧ ଜୁଲାଇରୁ ବଦଳିଗଲା ଏହି ୧୦ଟି ବଡ଼ ନିୟମ! ଆଇଟିଆର୍‌, କ୍ରେଡିଟ୍ କାର୍ଡଠାରୁ ଆରମ୍ଭ କରି ପିଏଫ୍‌ ଉଠାଣ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧।୭: ଜୁଲାଇ ଆରମ୍ଭ ହୋଇଯାଇଛି। ଆଇଟିଆର୍ (ITR) ଦାଖଲ ସମୟସୀମାଠାରୁ ଆରମ୍ଭ କରି ୟୁପିଆଇ (UPI) ଭିତ୍ତିକ ପିଏଫ୍ (PF) ଟଙ୍କା ଉଠାଣ ଏବଂ କ୍ରେଡିଟ୍ କାର୍ଡର…

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri