Posted inଫୁରସତ

ବେଲି ଡ୍ୟାନ୍ସ କରୁଛି ଏହି ପକ୍ଷୀ: ଦେଖିଲେ ହସିହସି ଗଡ଼ିଯିବେ

ଘରଚଟିଆକୁ ନେଇ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି। ଏହି ଭିଡିଓକୁ ଦେଖିଲେ ଆପଣଙ୍କର ମଧ୍ୟ ହସ ନିୟନ୍ତ୍ରଣ ହେବ ନାହିଁ। ଘରଚଟିଆ ପେଟ ହଲାଇ ବେଲି ଡ୍ୟାନ୍ସ କରୁଥିବା ଦେଖିବାକୁ ମିଳୁଛି। ଏହାକୁ ଦେଖିଲେ ଆପଣ ହସିହସି ଗଡ଼ିଯିବେ। ଏହି ଭିଡିଓକୁ ଭାରତୀୟ ବନ ସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। କ୍ୟାପଶନରେ ସେ ଲେଖିଛନ୍ତି, ଏହି ନୃତ୍ୟର ପ୍ରକୃତ ଉଦ୍ଦେଶ୍ୟ ଜଣା ନାହିଁ, ଯଦି କେହି ଏହି ଆଚରଣ ଉପରେ ଆଲୋକପାତ କରିପାରିବେ। ଏହି ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ପ୍ରଦେଶରୁ ମିଳିଲା ବିରଳ କଇଁଚ୍ଛ

ଇଟାନଗର: ବିରଳ ପ୍ରଜାତିର କଇଁଚ୍ଛ ‘ମନୌରିଆ ଇମ୍ପ୍ରେସା’ ଏବେ ଅରୁଣାଚଳ ପ୍ରଦେଶରେ ଦ୍ୱିତୀୟ ଥର ଦେଖିବାକୁ ମିଳିଛି। ଏହା ପ୍ରଥମଥର ଜୁନ, ୨୦୧୯ରେ ଦେଖିବାକୁ ମିଳିଥିଲା।...

ଅଧିକ ସୂର୍ଯ୍ୟକିରଣରୁ ସଂକ୍ରମଣ

ଟରଣ୍ଟୋ,୧୧ା୬(ପି.ଟି.): ଅଧିକ ଉତ୍ତାପ ଏବଂ ଆର୍ଦ୍ରତା କୋଭିଡ୍‌-୧୯ ସଂକ୍ରମଣକୁ ହ୍ରାସ କରିଥାଏ ବୋଲି କୁହାଯାଉଥିଲାବେଳେ ଅଧିକ ସମୟ ସୂର୍ଯ୍ୟକିରଣ ଯୋଗୁ ସଂକ୍ରମଣ ବଢ଼ିଥାଏ ବୋଲି ଏକ...

୧୦୦ ଥର ନିର୍ବାଚନରେ ହାରି ରେକର୍ଡ କରିବାକୁ ଚାହାନ୍ତି ଏହି ବ୍ୟକ୍ତି, ପୁରା ଘଟଣା ଜାଣିଲେ…

ଆଗ୍ରା: ନିର୍ବାଚନ ଛୋଟ ହେଉ ଅଥବା ବଡ଼, ପ୍ରତ୍ୟେକ ପ୍ରାର୍ଥୀ ଏହାକୁ ଜିତିବାକୁ ଇଚ୍ଛା ରଖିଥାନ୍ତି। ଏଥିପାଇଁ ସେ ସବୁକିଛି କରନ୍ତି। ହେଲେ ଯଦି ଆମେ...

ମେଲାନିଆଙ୍କ ପସନ୍ଦର ଖାଦ୍ୟ

ନୂଆଦିଲ୍ଲୀ,୨୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ସହଧର୍ମିଣୀ ମେଲାନିଆ ଟ୍ରମ୍ପ, ଝିଅ ଇଭାଙ୍କା ଟ୍ରମ୍ପ ଓ ଜ୍ୱାଇଁ ଜେରେଡ କୁଶନରଙ୍କ ସହ ୨ ଦିନିଆ ଭାରତ...

ପିଲାଙ୍କ ପାଠପଢ଼ା ଶେଷ ପରେ ୫୫ ବର୍ଷରେ ଆଇନରେ ଡିଗ୍ରୀ ସହ ୪ ଗୋଲ୍ଡ ମେଡାଲ ହାସଲ କଲେ ମହିଳା

ଗାନ୍ଧିନଗର,୩୦।୧: ପାଠପଢ଼ାର କୌଣସି ବୟସ ନ ଥାଏ। ଯେ କୌଣସି ବୟସରେ ମଧ୍ୟ ଜଣେ ପାଠପଢ଼ି ପାରିବ। ଏହାର ସଦ୍ୟତମ ଉଦାହରଣ ପାଲଟିଛନ୍ତି ଗୁଜରାଟର ୫୫...

ପ୍ରତିଶୋଧ ନେବାକୁ ସ୍ବାମୀଙ୍କୁ ଦ୍ୱିତୀୟଥର ବିବାହ କଲେ ମହିଳା ଜଜ୍‌: ୧୦ ବର୍ଷ ଜେଲ୍‌ ସହ ୧.୨୫ କୋଟି ଜରିମାନା

ପ୍ୟାରିସ୍‌: ସାଧାରଣତଃ ଗୃହସ୍ଥ ଜୀବନ ବିତାଇବା ସହ ପରିବାର ବୃଦ୍ଧି ଲାଗି ବିବାହ ବନ୍ଧନରେ ବାନ୍ଧି ହୋଇଥାନ୍ତି ମହିଳା ପୁରୁଷ। କିନ୍ତୁ ଜଣେ ମହିଳା ପୂର୍ବ...

ମାଙ୍କଡ଼କୁ କହୁଥିଲେ ମାର ମାର, ଆଉ ଶେଷରେ ଦୌଡ଼ିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ଡିପ୍ରେଶନ୍‌ ଦୂର କରେ ଅଙ୍ଗୁର

କାମର ଚାପ ହେଉକି ପାରିବାରିକ ସମସ୍ୟା ଆଜିକାଲି ଅନେକେ ଡିପ୍ରେଶନ୍‌ ବା ଅବସାଦର ଶିକାର ହେଉଛନ୍ତି। ଏଥିରୁ ମୁକୁଳିବା ପାଇଁ କିଏ କେତେ ଉପାୟ ଆପଣାଉଛନ୍ତି।...

Advertisement
Archives

Model This Week