୫ ଶହ ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୧।୧୧: ଥଣ୍ଡା ବଢ଼ିବା ସହିତ ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୭ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମିଛି। ଦୈନିକ ସଂକ୍ରମଣ ୫ ଶହ ତଳେ ରହିଛି। ଏହା ୪୦୬ ରହିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୨ ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା କମି ୬ ହଜାର ୪୦୨ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୪୮୧ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୫୮୬ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୬୯ ହଜାର ୪୨୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୩୨ ହଜାର ୫୮୬ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri