୯ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୫।୧୨: ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୮୯୫ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୭୯୬ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୬ ହଜାର ୯୧୮ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୩୫ ପ୍ରତିଶତ ରହିଛି।

ଅପରପକ୍ଷରେ ସକ୍ରିୟ ମାମଲା ୯୯ ହଜାର ୧୫୫ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୦.୯୪ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୯୮ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୨୯ ପ୍ରତିଶତରେ ପହଞ୍ଚିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୭୩ ହଜାର ୩୨୬ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୬ ପ୍ରତିଶତ ରହିଛି।

ଇତି ମଧ୍ୟରେ ୬୪ କୋଟି ୭୨ ଲକ୍ଷ ୫୨ ହଜାର ୮୫୦ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ଗତ ୨୪ ଘଣ୍ଟାରେ ୧୨ ଲକ୍ଷ ୨୬ ହଜାର ୬୪ ଜଣଙ୍କର ନମୁନା ପରୀକ୍ଷା ହୋଇଛି।

ବର୍ତ୍ତମାନ ସୁଦ୍ଧା ୧୨୭ କୋଟି ୬୧ ଲକ୍ଷ ୮୩ ହଜାର ୬୫ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୧ କୋଟି ୪ ଲକ୍ଷ ୧୮ ହଜାର ୭୦୭ ଜଣଙ୍କୁ ଟିକାଦାନ କରାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୦ ଲକ୍ଷ ୬୦ ହଜାର ୭୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୬ ଲକ୍ଷ ୩୩ ହଜାର ୨୫୫ରେ ପହଞ୍ଚିଛି। ତେବେ ଧିରେ ଧିରେ ଭିଡ଼ ବଢୁଥବାରୁ କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌କୁ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ଋଣ ସୁଝାଇଲା ଭାରତ: ଗହମ ବଦଳରେ ଦେଲା ଔଷଧ

ନୂଆଦିଲ୍ଲୀ,୯।୪: ସମୟ ପ୍ରତି ମୁହୂର୍ତ୍ତରେ ବଦଳି ଚାଲିଛି। ବିଶ୍ୱର ଶକ୍ତିଶାଳୀ ଦେଶ ଆମେରିକା ଆଜି କରୋନା କବଳରେ ପଡି ଯେମିତି ବହୁ ପଛକୁ ଚାଲି ଯାଇଛି।...

ଖୁସି ଖବର, ବୁଷ୍ଟର ଡୋଜ୍‌ ଯୋଗୁ ପ୍ରତିରୋଧକ ଶକ୍ତି ବଢୁଛି ୪ ଗୁଣା…

ତେଲଅଭିବ୍‌,୨୩।୮: କରୋନା ମହାମାରୀ ନେଇ ଲୋକେ ଆତଙ୍କିତ ହୋଇପଡ଼ିଥିବାବେଳେ ନିକଟରେ ହୋଇଥିବା ଏକ ଗବେଷଣାରୁ ସୁଫଳ ମିଳିଛି। ଭାକ୍ସିନ୍‌ର ଦୁଇ ଡୋଜ ପରେ, ବୁଷ୍ଟର ଡୋଜ...

ମୋଦିଙ୍କ ହୃଦୟରେ ଅଛି ଜମ୍ମୁ-କଶ୍ମୀର: ଅମିତ ଶାହା

ଶ୍ରୀନଗର,୨୪।୧୦: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ୩ ଦିନିଆ ଜମ୍ମୁ-କଶ୍ମୀର ଗସ୍ତରେ ଯାଇଛନ୍ତି । ଜମ୍ମୁ କଶ୍ମୀରରେ ଧାରା ୩୭୦ ଉଚ୍ଛେଦ ହେବା ପରଠାରୁ ଶାହ...

ଷ୍ଟେଶନରେ ଯାତ୍ରୀଙ୍କ ସହ ଟ୍ରେନ୍‌କୁ ଅପେକ୍ଷା କଲେ ରେଳ ମନ୍ତ୍ରୀ

ବଲାଙ୍ଗୀର ଅଫିସ୍‌,୨୩।୮: ଜନ ଆଶୀର୍ବାଦ ଯାତ୍ରା ପାଇଁ ଓଡ଼ିଶା ଆସିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନ ବୈଷ୍ଣବ। ରବିବାର ଓଡିଶାର ଏକ ଷ୍ଟେଶନ ପ୍ଲାଟଫର୍ମରେ ପଡ଼ିଥିବା ଏକ...

ଆସାମରେ ବନ୍ୟା

ଗୁଆହାଟୀ,୧୫।୫: ଆସାମର ଡିମା ହାସାଓ ଜିଲାରେ ଭୂସ୍ଖଳନ ଘଟି ଜଣେ ମହିଳାଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ହୋଇଛି। ବନ୍ୟା ଓ ଭୂସ୍ଖଳନ ଯୋଗୁ ଜିଲାର...

ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ୟୁପିରେ ବଦଳିଲା ସମୀକରଣ

ଲକ୍ଷ୍ନୌ,୯।୭ : ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦୌପଦୀ ମୁର୍ମୁୁ ଶୁକ୍ରବାର ଉତ୍ତରପ୍ରଦେଶ ଲକ୍ଷ୍ନୌରେ ପହଞ୍ଚିଛନ୍ତି। ଏହି ଅବସରରେ ଭାଜନା ସ ସହଯୋଗୀଙ୍କ ଦଳରୁ ସମର୍ଥନ ପାଇଁ...

ଫଡନବିସଙ୍କୁ ଅଟକ ରଖିଲା ମୁମ୍ବାଇ ପୋଲିସ

ମୁମ୍ବାଇ,୯।୩: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସଙ୍କୁ ଅଟକ ରଖିଛି ମୁମ୍ବାଇ ପୋଲିସ। ସେ ଏନ୍‌ସିପି ନେତା ତଥା ମନ୍ତ୍ରୀ ଥିବା ନବାବ ମଲିକଙ୍କ ଇସ୍ତଫା...

ପଶ୍ଚିମବଙ୍ଗରେ ପ୍ରଚାର ଶେଷ:ବଳ କଷିଲେ ମୋଦି, ଦିଦି

କୋଲ୍‌କାତା/ମଉ,୧୭।୫:ପଶ୍ଚିମବଙ୍ଗରେ ୭ଟି ଯାକ ପର୍ଯ୍ୟାୟରେ ଲୋକ ସଭା ନିର୍ବାଚନ ହେଉଛି। ରାଜ୍ୟର ୪୨ ଆସନ ମଧ୍ୟରୁ ୩୩ଟିରେ ମତଦାନ ଶେଷ ହୋଇଥିବାବେଳେ ରବିବାର ଶେଷ ପର୍ଯ୍ୟାୟରେ...

Advertisement
Archives

Model This Week