ବିଏମ୍‌ସି ନୂତନ କମିଶନରଙ୍କ ଦାୟିତ୍ୱ ଗ୍ରହଣ

ବ୍ରହ୍ମପୁର ଅଫିସ,୧୯ ।୬: ବ୍ରହ୍ମପୁର ମହାନଗର ନିଗମ (ବିଏମସି)ର ନୂତନ କମିଶନର ଭାବେ ଜେ.ସୋନାଲ ଶନିବାର ସିଦ୍ଧେଶ୍ୱର ବଳିରାମ ବୋନ୍ଦାରଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଏମସିର ବିଭିନ୍ନ ଅଧିକାରୀଙ୍କ ପକ୍ଷରୁ ନୂତନ କମିଶନରଙ୍କୁ ସମ୍ବର୍ଦ୍ଧନା କରାଯାଇଥିଲା। ଏହି ଅବସରରେ ବିଏମସି ସମ୍ମିଳନୀ କକ୍ଷରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା। ବ୍ରହ୍ମପୁର ମେୟର ସଂଘମିତ୍ରା ଦଳେଇ, ଡେପୁଟି ମେୟର ଇ.ବିବେକ ରେଡି, ଅତିରିକ୍ତ କମିଶନର ଆଶୁତୋଷ ସାମଲଙ୍କ ସମେତ ବିଏମସିର ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ପୂର୍ବତନ କମିଶନର ଶ୍ରୀ ବୋନ୍ଦାରଙ୍କ କାର୍ଯ୍ୟକାଳ ସମୟରେ ବିଭିନ୍ନ କାର୍ଯ୍ୟକଳାପକୁ ବିଏମସି ଅଧିକାରୀ ଓ କର୍ମଚାରୀମାନେ ପ୍ରଶଂସା କରିଥିଲେ। ସୂଚନା ଥାଉ କି, ଶ୍ରୀ ବୋନ୍ଦାର ୨୦୨୦ ମସିହା ସେପ୍ଟମ୍ବର ୯ ତାରିଖରେ ବ୍ରହ୍ମପୁର ମହାନଗର ନିଗମ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ବର୍ତ୍ତମାନ ସେ ଭଦ୍ରକ ଜିଲାପାଳ ଭାବେ ବଦଳି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

କେଏସୟୁବି କଲେଜ୍ ରେ ୩୫ ପ୍ରାର୍ଥୀ, ସାବିତ୍ରୀ ମହିଳା ମହାବିଦ୍ୟାଳୟର ସମସ୍ତ ପ୍ରାର୍ଥୀନୀ ନିର୍ଦ୍ୱନ୍ଦରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲା…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?