Posted inଖେଳ

ଟେଷ୍ଟ କ୍ରିକେଟ ଇତିହାସରେ ନୂଆ ସିକ୍ସର କିଙ୍ଗ୍‌ ପାଲଟିଲେ ଷ୍ଟୋକ୍ସ

ନୂଆଦିଲ୍ଲୀ,୧୮।୨: ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ ନ୍ୟୁଜିଲାଣ୍ଡର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନ ଇଂଲଣ୍ଡର କୋଚ୍‌ ବ୍ରେଣ୍ଡନ୍‌ ମ୍ୟାକ୍‌କୁଲମଙ୍କ ଟେଷ୍ଟ କ୍ରିକେଟରେ ସର୍ବାଧିକ ଛକାର ରେକର୍ଡ ଭାଙ୍ଗିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟର ତୃତୀୟ ଦିନରେ ସେ ଏହି ଉପଲବ୍ଧି ହାସଲ କରିଛନ୍ତି। ଷ୍ଟୋକ୍ସ ୯୦ ମ୍ୟାଚ୍‌ରେ ୧୦୯ ଛକା ମାରି ମ୍ୟାକ୍‌କୁଲମଙ୍କ ୧୦୧ ମ୍ୟାଚ୍‌ରେ ୧୦୭ ଛକାର ରେକର୍ଡକୁ କାଟିଛନ୍ତି।

ଟେଷ୍ଟ କ୍ରିକେଟରେ ସର୍ବାଧିକ ଛକା ମାରିଥିବା ବ୍ୟାଟ୍ସମ୍ୟାନ:
ବେନ ଷ୍ଟୋକ୍ସ – ୧୦୮ ଛକା
ବ୍ରେଣ୍ଡନ ମ୍ୟାକକୁଲମ – ୧୦୭ ଛକା
ଆଦାମ ଗିଲକ୍ରିଷ୍ଟ – ୧୦୦ ଛକା
କ୍ରିସ ଗେଲ – ୯୮ ଛକା
ଜ୍ୟାକ କଲିସ୍‌ – ୯୭ ଛକା


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପକ୍ଷରୁ ମିଶ୍ରଣ ପର୍ବ: ୭୦୦ରୁ ଅଧିକ ଜଣ ସାମିଲ

ହାଟଡିହୀ/ଛେନାପଦୀ, ୨୨।୫ (ଶୁଭକାନ୍ତ ନାୟକ / ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀଠାରେ ଭାଜପା ପକ୍ଷରୁ ବିଧାନସଭା ନେତା ଆଲୋକ ସେଠୀଙ୍କ ନେତୃତ୍ୱରେ…

ଜଙ୍ଗଲରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଅଂଶୁଘାତ ସନ୍ଦେହ, : ବନ୍ୟ ପ୍ରାଣୀ ଖାଉଥିବା ଦେଖି…

ଆନନ୍ଦପୁର/ହାଟଡିହୀ, ୨୨।୫ (ସୁଶାନ୍ତ କୁମାର ସାହୁ / ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରେ ଗତ ଗୁରୁବାରଠାରୁ ନିଖୋଜ ଥିବା ଗଙ୍ଗାଧର…

ହଠାତ ସନ୍ନ୍ୟାସ ନେଇ ଚମକାଇଲେ ‘3D କ୍ରିକେଟର’; ବିଶ୍ୱକପ୍‌ରେ ଆଜିଯାଏ କେହି ବି କରିପାରିନାହାନ୍ତି ତାଙ୍କ ଭଳି କାରନାମା

ନୂଆଦିଲ୍ଲୀ,୨୨।୫: ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍ ଇଣ୍ଡିଆର ଅଲ୍‌ରାଉଣ୍ଡର ବିଜୟ ଶଙ୍କର ନିଜର ୨୫ ବର୍ଷର ଦୀର୍ଘ କ୍ରିକେଟ୍ ଯାତ୍ରାରେ ପୂର୍ଣ୍ଣଚ୍ଛେଦ…

ଆନ୍ତଃ ଜିଲା ପେନ୍‌ସନ ଅଦାଲତ ଉଦ୍‌ଘାଟିତ ୬୯୨ ପେନ୍‌ସନ, ଭବିଷ୍ୟନିଧି ଅଭିଯୋଗର ଶୁଣାଣି

କୋରାପୁଟ,୨୨ା୫(ଅମିତାଭ ବେହେରା)-କୋରାପୁଟ ସଦ୍‌ଭାବନା ଗୃହରେ ୨ଦିନିଆ ଆନ୍ତଃ ଜିଲା ପେନ୍‌ସନ ଅଦାଲତ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପେନ୍‌ସନ ଓ ଭବିଷ୍ୟନିଧି ସମ୍ବନ୍ଧୀୟ ବକେୟା…

କଳାବୈଶାଖୀର ତାଣ୍ଡବ: ଦାରିଙ୍ଗବାଡିରେ ଉପୁଡିଲା ବଡ଼ ବଡ଼ ଗଛ, ଭାଙ୍ଗିଲା ଘର

ଦାରିଙ୍ଗବାଡି, ୨୨।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକାଧିକ ସ୍ଥାନରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଗୋପାଳପୁରରୁ ରାଇପୁରକୁ ସଂଯୋଗ…

ଗାଈଗୋଠରେ ବଜ୍ରାଘାତ, ଆଉ ତା’ପରେ…

ଗୁଣୁପୁର,୨୨।୫(ସୁଜାତା ପାଢ଼ୀ): କାଳବୈଶାଖୀ ପ୍ରଭାବରେ ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ଶୁକ୍ରବାର ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଛି। ସେତିକିବେଳେ ଗୁଣପୁର ଓଭର ବ୍ରିଜ କୃଷି ବିଭାଗ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ଜିଲା ଆଇନ ସେବା ପ୍ରାଧିକରଣ: ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ କାର୍ଯ୍ୟକ୍ରମ

ଛତ୍ରପୁର,୨୨ା୫ (ଦିଲ୍ଲୀପ ସାମଲ): ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ ଶୀର୍ଷକ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଶୁକ୍ରବାର ଛତ୍ରପୁର ସ୍ଥିତ ବିଜ୍ଞାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri