Posted inଖେଳ

ଅବସର ପରେ ଦିନିକିଆ କ୍ରିକେଟକୁ ପ୍ରତ୍ୟାବର୍ତ୍ତନ କଲେ ଷ୍ଟୋକ୍ସ

ନୂଆଦିଲ୍ଲୀ,୧୬।୮: ଇଂଲଣ୍ଡର କିମ୍ବଦନ୍ତୀ କ୍ରିକେଟର ବେନ୍‌ ଷ୍ଟୋକ୍ସ ଅବସର ପରେ ଦିନିକିଆ କ୍ରିକେଟରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଷ୍ଟୋକ୍ସ ଗତ ବର୍ଷ ଦିନିକିଆ ଫର୍ମାଟରୁ ଅବସର ନେଇଥିଲେ, କିନ୍ତୁ ବର୍ତ୍ତମାନ ସେ ପ୍ରତ୍ୟାବର୍ତ୍ତନ କରିବାକୁ ପ୍ରସ୍ତୁତ ଅଛନ୍ତି। ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦିନିକିଆ ସିରିଜ ପାଇଁ ଇଂଲଣ୍ଡ ଷ୍ଟୋକ୍ସଙ୍କୁ ଦଳରେ ସ୍ଥାନ ଦେଇଛି। ଜୁଲାଇ ୨୦୨୨ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଷ୍ଟୋକ୍ସ ଶେଷ ଦିନିକିଆ ଖେଳିଥିଲେ। ଏହି ଫର୍ମାଟରେ ୨୯୨୪ ରନ ସ୍କୋର କରିବା ସହିତ ସେ ୭୪ ଉଇକେଟ୍‌ ମଧ୍ୟ ନେଇଛନ୍ତି।

ଷ୍ଟୋକ୍ସ ଗତ ବର୍ଷ ଜୁଲାଇରେ ଅବସର ନେଇଥିଲେ। ପ୍ରାୟ ଏକ ବର୍ଷ ପରେ ସେ ଦିନିକିଆ କ୍ରିକେଟକୁ ଫେରିଛନ୍ତି। ଇଂଲଣ୍ଡ କ୍ରିକେଟ ଦଳ ଚଳିତ ବର୍ଷ ସେପ୍ଟେମ୍ବରରେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଦିନିକିଆ ସିରିଜ ଖେଳିବ। ଏହା ପରେ ବିଶ୍ୱକପ ୨୦୨୩ର ମଧ୍ୟ ଆୟୋଜିତ ହେବ। ଏହି ପରିପ୍ରେକ୍ଷୀରେ, ଷ୍ଟୋକ୍ସଙ୍କ ପ୍ରତ୍ୟାବର୍ତ୍ତନ ଇଂଲଣ୍ଡ ପାଇଁ ଲାଭଦାୟକ ପ୍ରମାଣିତ ହୋଇପାରେ। ଷ୍ଟୋକ୍ସ ଜଣେ ଅଭିଜ୍ଞ ଖେଳାଳି ଏବଂ ଏପର୍ଯ୍ୟନ୍ତ ତାଙ୍କର ପ୍ରଦର୍ଶନ ଉତ୍କୃଷ୍ଟ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?