Posted inଖେଳ

ବେନ ଷ୍ଟୋକ୍ସ ହେଲେ ଇଂଲଣ୍ଡର ନୂଆ ଟେଷ୍ଟ ଅଧିନାୟକ

ଲଣ୍ଡନ,୨୮।୪: ଷ୍ଟାର ଅଲରାଉଣ୍ଡର ବେନ ଷ୍ଟୋକ୍ସଙ୍କୁ ଇଂଲଣ୍ଡର ନୂତନ ଟେଷ୍ଟ ଅଧିନାୟକ ଭାବେ ମନୋନୀତ କରାଯାଇଛି। ଜୋ ରୁଟଙ୍କ ଇସ୍ତଫା ପରେ ଷ୍ଟୋକ୍ସ ଏବଂ ଜନି ବେୟାରଷ୍ଟୋଙ୍କ ସମେତ ଅନେକ ଖେଳାଳି ଇଂଲଣ୍ଡର ଅଧିନାୟକ ଦୌଡ଼ରେ ଥିଲେ, କିନ୍ତୁ ଷ୍ଟୋକ୍ସ ଏହି ରେସ ଜିତିଛନ୍ତି। ଷ୍ଟୋକ୍ସ ଏ ପର୍ଯ୍ୟନ୍ତ ଇଂଲଣ୍ଡ ପାଇଁ ୭୯ଟି ଟେଷ୍ଟ ମ୍ୟାଚ ଖେଳି ୧୧ଟି ଶତକ ଏବଂ ୨୬ଟି ଅର୍ଦ୍ଧାଶତକ ସହ ୫୦୬୧ ରନ ସଂଗ୍ରହ କରିଛନ୍ତି। ଏଥିସହ ସେ ୧୭୪ ଉଇକେଟ ନେଇଛନ୍ତି।
ୱେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟ ସିରିଜରେ ଦଳ ୧-୦ରେ ପରାସ୍ତ ହେବା ପରେ ଜୋ ରୁଟ ଅଧିନାୟକ ପଦରୁ ଇସ୍ତଫା ଦେଇଥିଲେ। ଏହି ସିରିଜରେ ହାରିଯିବା ପରେ ଇଂଲଣ୍ଡ ଦଳ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଟେବୁଲର ଟେବୁଲ ୯ମ ସ୍ଥାନରେ ଅଛି। ବର୍ତ୍ତମାନ ତାଙ୍କ ଦଳକୁ ଉଠାଇବା ଷ୍ଟୋକ୍ସଙ୍କ ମୁଖ୍ୟ ଦାୟିତ୍ୱ ହେବ।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

ମାତ୍ର ୨ଟି ମ୍ୟାଚ ଖେଳି ମାଲାମାଲ୍‌ ହେଲେ ବିରାଟ-ରୋହିତ, ବିଜୟ ହଜାରେ ଟ୍ରଫିରେ ମିଳିଲା ଏତେ ଦରମା

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବହୁ ବର୍ଷ ପରେ ଖେଳୁଥିବା ନଜର ଆସିଛନ୍ତି। ରିପୋର୍ଟ ହୋଇଥିଲା ଯେ...

ବନ୍ଧାହେଲେ କୋଟିପତି ଫରେଷ୍ଟର

ଭୁବନେଶ୍ୱର,୨୭।୧୨: କୋରାପୁଟ ଜିଲା ସେମିଳିଗୁଡ଼ା ଫରେଷ୍ଟର ନିରଞ୍ଜନ ଶତପଥୀ ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି।...

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଭୟଙ୍କର ଦୁର୍ଘଟଣା: ପଛକୁ ପଛ ପିଟିହେଲା ୫୦ ଗାଡ଼ି, ଲାଗିଲା ନିଆଁ

ନୂଆବର୍ଷ,୨୭।୧୨: ବର୍ଷ ଶେଷ ହେବା ଏବଂ ନୂତନ ବର୍ଷର ଛୁଟି ଆରମ୍ଭ ହେବା ମାତ୍ରେ ଜାପାନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri