ଆଇପିଏଲ୍‌ ଅକ୍ସନ ପୂର୍ବରୁ ନାଁ ଫେରାଇନେଲେ ଏହି ବିସ୍ଫୋରକ ଅଲରାଉଣ୍ଡର

ନୂଆଦିଲ୍ଲୀ,୮।୨: ଆଇପିଏଲ୍‌ ମେଗା ଅକ୍ସନ ଫେବୃୟାରୀ ୧୨ ଏବଂ ୧୩ ରେ ହେବାକୁ ଯାଉଛି। ଦୁନିଆର ସବୁଠାରୁ ଅଧିକ ଦେଖାଯାଉଥିବା ଏହି ଲିଗ୍‌ର ନିଲାମ ଉପରେ ଏବେ ସମସ୍ତଙ୍କ ନଜର ରହିଛି। ହେଲେ ଏହା ପୂର୍ବରୁ ଇଂଲଣ୍ଡର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବେନ ଷ୍ଟୋକ୍ସ ନିଲାମରେ ଅଂଶଗ୍ରହଣ କରୁ ନ ଥିବା ଜଣାପଡ଼ିଛି।

ଏକ ସ୍ତମ୍ଭରେ ଷ୍ଟୋକ୍ସ ଲେଖିଛନ୍ତି, ଟେଷ୍ଟ କ୍ରିକେଟ ହେଉଛି ତାଙ୍କର ପ୍ରଥମ ପ୍ରାଥମିକତା। ଜୋ ରୁଟ୍‌ଙ୍କ ସହ କାମ କରିବାକୁ ସେ ଉତ୍ସାହିତ। ସେ ଆମକୁ ଆଗକୁ ନେବା ପାଇଁ ଅଧିନାୟକ ଭାବରେ ଶ୍ରେଷ୍ଠ ହୋଇପାରନ୍ତି। ବର୍ତ୍ତମାନ ସେ ନିଜର ସମସ୍ତ ଧ୍ୟାନ ଟେଷ୍ଟ କ୍ରିକେଟ୍‌ ଉପରେ ଧ୍ୟାନ ଦେବାକୁ ଚାହୁଁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଟାଲୀ, ୟୁଏଇ, ସ୍ୱିଡେନ…ମୋଦିଙ୍କ ଏହି ୫ଟି ଦେଶ ଗସ୍ତ ସ୍ଥାନରେ ୫୦୦ ଭାରତୀୟ ଟଙ୍କାର ମୂଲ୍ୟ କେତେ?

ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ ୧୫ ରୁ ମେ ୨୦ ମଧ୍ୟରେ ପାଞ୍ଚଟି ଦେଶ ଗସ୍ତରେ ଯିବେ। ଏହି ଗସ୍ତ ସଂଯୁକ୍ତ ଆରବ ଏମିରେଟ୍ସ (UAE)…

NEET- UG ୨୦୨୬ ପରୀକ୍ଷା ବାତିଲ: ବର୍ଷିଲେ ରାହୁଲ, ମୋଦିଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୧୨।୫: NEET-UG ୨୦୨୬ ପରୀକ୍ଷା ବାତିଲକୁ ନେଇ ରାହୁଲ ଗାନ୍ଧୀ କେନ୍ଦ୍ର ସରକାର ଏବଂ ଭାଜପାକୁ କଡ଼ା ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ ଭ୍ରଷ୍ଟ…

ପଞ୍ଚାୟତ,ପୌର ନିର୍ବାଚନ ପୂର୍ବରୁ ଭାଜପାର ରଣନୀତି : ନୀତିନ ନବୀନଙ୍କ ଗସ୍ତକୁ ନେଇ ମନମୋହନ କହିଲେ…

ଭୁବନେଶ୍ୱର, ୧୨/୫ : ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ୧୮ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ଭାଜପା ମୁଖ୍ୟାଳୟରେ ଆୟୋଜିତ ଜିଲାସ୍ତରୀୟ ପ୍ରଶିକ୍ଷଣ…

ଚାଷଙ୍କ ଇଚ୍ଛା ମୃତ୍ୟୁ ଆବେଦନ: ତଦନ୍ତ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ତାଲମେଣ୍ଡା ଗ୍ରାମର ଯୁବ ଚାଷୀ ରୋହିତ ଭୋଇଙ୍କ ଇଚ୍ଛାମୃତ୍ୟୁ ଆବେଦନ ଏବେ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ସମବାୟ ମନ୍ତ୍ରୀ ପ୍ରଦୀପ…

ସୁନା କିଣିବାକୁ ମନାକଲେ ମୋଦି, କିଣିଲେ ମିଳିବ ଦଣ୍ଡ! ଜାଣନ୍ତୁ ନୂଆ ନିୟମ…

ନୂଆଦିଲ୍‌ଲୀ,୧୨।୫: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଭାରତର ବୈଦେଶିକ ମୁଦ୍ରା ଭଣ୍ଡାର ଉପରେ ବଢ଼ୁଥିବା ଚାପ ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ପ୍ରତି ନାଗରିକମାନଙ୍କୁ ଗୋଟିଏ ବର୍ଷ…

ଟ୍ରାକ୍ଟର-ଅଟୋ ମୁହାଁମୁହିଁ ଧକ୍କା; ନାବାଳକ ସମେତ ୩ ଗୁରୁତର, ଜଣେ ମୃତ

ଚିକିଟି,୧୨।୫(ପ୍ରକାଶଚନ୍ଦ୍ର ସାହୁ): କେ ନୂଆଗାଁ ଥାନା ଅନ୍ତର୍ଗତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ନିକଟରେ ମଙ୍ଗଳବାର ଟ୍ରାକ୍ଟର- ଅଟୋ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ଯୁବକଙ୍କୁ ଆକ୍ରମଣ କଲା ଭାଲୁ, ଅବସ୍ଥା ଗୁରୁତର

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଛେତଗାଁ ଗ୍ରାମରେ ଅଭାବନୀୟ ଘଟଣା । କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ଯୁବକ ଗୁରୁତର…

ଦହିବରା ଦେକାନରେ ବସିଥିବା ବେଳେ ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ୬ ଦୁର୍ବୃତ୍ତ, ବଞ୍ଚାଇବାକୁ ଯାଇ ହଣା ଖାଇଲେ ଦୋକାନୀ

ବାରଙ୍ଗ,୧୨।୫(ଲିଙ୍ଗରାଜ ରାଉତ): ପୁଣି ଅଶାନ୍ତ ହେଲା ବାରଙ୍ଗ। ଦିନ ଦ୍ବିପହରରେ ବାରଙ୍ଗରେ ବୁଲିଲା ଖଣ୍ଡା । ଖଣ୍ଡା ଚୋଟରେ ତିନି ଯୁବକ ଗୁରୁତର ଆହତ ହୋଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri