ନିଯୁକ୍ତି ପାଇଁ ରାସ୍ତାରେ ଆଣ୍ଠେଇ କାନ ଧରିଲେ

ଭୁବନେଶ୍ୱର,୭।୮(ବ୍ୟୁରୋ): ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଟିଚର ଏଲିଜିବିଲିଟି ଟେଷ୍ଟ(ଓଏସ୍‌ଏସ୍‌ଟିଇଟି) ପରୀକ୍ଷାରେ ପାସ୍‌ କରିଥିବା ପ୍ରଶିକ୍ଷିତ ଯୁବତୀ ଯୁବକ ଏବେ ନିର୍ଣ୍ଣାୟକ ଆନ୍ଦୋଳନ ଚଳାଇଛନ୍ତି। ଉଚ୍ଚ ବିଦ୍ୟାଳୟରେ ହିନ୍ଦୀ, ସଂସ୍କୃତ ଓ କ୍ରୀଡ଼ା ଶିକ୍ଷକ ନିଯୁକ୍ତି ପାଇଁ ସେମାନେ ଲୋୟର ପିଏମ୍‌ଜିସ୍ଥିତ ଆନ୍ଦୋଳନସ୍ଥଳରେ ଗୁରୁବାରଠାରୁ ଆଣ୍ଠେଇ ପ୍ରତିବାଦ ଆରମ୍ଭ କରିଛନ୍ତି। ଶୁକ୍ରବାର ସେମାନେ ରାସ୍ତାକୁ ଆସି ଆଣ୍ଠେଇବା ସହ କାନଧରି ଅଭିନବ ଭାବେ ସରକାରଙ୍କ ଦୃଷ୍ଟିଆକର୍ଷଣ କରିଥିଲେ। ସେମାନଙ୍କ କହିବା କଥା, ଦୀର୍ଘ ୭ବର୍ଷ ହେଲା ବିଭିନ୍ନ ସମୟରେ ଧାରଣା ଦେଇ ଦାବି ଜଣାଉଥିଲେ ମଧ୍ୟ ନିଯୁକ୍ତି ମିଳୁନାହିଁ। ଦୀର୍ଘ ଦିନର ଅପେକ୍ଷା ପରେ ୪,୪୪୫ ହିନ୍ଦୀ, ସଂସ୍କୃତ ଏବଂ କ୍ରୀଡ଼ା ଶିକ୍ଷକ ନିଯୁକ୍ତି ପାଇଁ ଅର୍ଥ ମଞ୍ଜୁର ଓ ୪ମାସ ମଧ୍ୟରେ ଶିକ୍ଷକ ନିଯୁକ୍ତି ନେଇ ସରକାର ସୂଚନା ଦେଇଥିଲେ। ଇତିମଧ୍ୟରେ ୭ ମାସ ବିତିଯାଇଥିଲେ ମଧ୍ୟ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞାପନ ପ୍ରକାଶ ପାଇ ନ ଥିବା ସେମାନେ ଅଭିଯୋଗ କରିଛନ୍ତି। ଶିକ୍ଷକ ନିଯୁକ୍ତ ପାଇଁ ତୁରନ୍ତ ବିଜ୍ଞାପନ ବାହାର କରାଯାଉ ବୋଲି ସେମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧନୀ ସ୍ବାଧୀନ, ଗରିବ ପରାଧୀନ: ତଥାଗତ

ବଲାଙ୍ଗୀର ଅଫିସ,୨୬ା୯: ଯୁଗଯୁଗରୁ ସ୍ବାଧୀନତାର ପରିସୀମା ଓ ପରିଭାଷାକୁ ନେଇ ଆଲୋଚନା, ପର୍ଯ୍ୟାଲୋଚନା ଚାଲିଛି। ଯେଉଁମାନଙ୍କୁ ଖାଦ୍ୟ ପାଇଁ ଚିନ୍ତା କରିବାକୁ ପଡେନାହିଁ, ସେମାନଙ୍କ ପିଲାଙ୍କୁ...

ଗୋପିକା ବର୍ମା ପାଇଲେ ‘ମାହାରୀ ସମ୍ମାନ’

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଗୁରୁ ପଙ୍କଜ ଚରଣ ଓଡ଼ିଶୀ ପ୍ରତିଷ୍ଠାନ ପକ୍ଷରୁ ରବୀନ୍ଦ୍ର ମଣ୍ଡପରେ ୩ଦିନ ଧରି ଚାଲିଥିବା ‘ଗୁରୁ ପଙ୍କଜ ଉତ୍ସବ’ ରବିବାର ଶେଷ ହୋଇଛି। ଉଦ୍‌ଯାପନୀ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୭୦୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୧।୯(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୩୭୦୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୯୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୨୦, ପୁରୀରୁ ୨୫୬,...

କୋଏମ୍ବାଟୁର-ଆସନ୍‌ସୋଲ ଚାଲିବ ସ୍ପେଶାଲ ଟ୍ରେନ୍‌ :ଭଦ୍ରକ ଓ ଭୁବନେଶ୍ୱର ଦେଇ ଚଳାଚଳ କରିବ

ଭୁବନେଶ୍ୱର, ୯ା୧୨(ବ୍ୟୁରୋ): ତାମିଲନାଡ଼ୁର କୋଏମ୍ବାଟୁରରୁ ପଶ୍ଚିମବଙ୍ଗର ଆସନସୋଲ ମଧ୍ୟରେ ଭୁବନେଶ୍ୱର ଓ ଭଦ୍ରକ ଦେଇ ଚଳାଚଳ କରିବ ସ୍ପେଶାଲ ଟ୍ରେନ୍‌। କୋଏମ୍ବାଟୁରରୁ ଡିସେମ୍ବର ୨୮ ଏବଂ...

ଚନ୍ଦ୍ର ଆଞ୍ଜୁଳି ପାଇଁ ବଡ଼ଦାଣ୍ଡରେ ଖୋଲିଛି ପସରା

ପୁରୀ ଅଫିସ,୮।୧୦- ଦଶହରା ସରିବା ପରେ ରବିବାର କୁମାର ପୂର୍ଣ୍ଣିମା। ଏହି ଉତ୍ସବ ପାଳନ କରିବା ପାଇଁ ସହରର କୁଆଁରି ଝିଅଙ୍କ ମଧ୍ୟରେ ଉତ୍କଣ୍ଠା ଦେଖିବାକୁ...

୯ରେ ଆଉ ଏକ ଲଘୁଚାପ: ୨ରୁ ୩ ଦିନ ଭିତରେ ଡିପ୍ରେସନରେ ପରିଣତ ହୋଇପାରେ

ଭୁବନେଶ୍ୱର,୫।୧୦(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ବର୍ଷା ଶେଷ ହୋଇ ନ ଥିବାବେଳେ ଉତ୍ତର ଆଣ୍ଡାମାନ ଏବଂ...

ପାହାଡ଼ ଉପରେ କରୋନା

ପାତ୍ରପୁର,୧୭ା୭(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ପାତ୍ରପୁର ବ୍ଲକର ପାହାଡ ଉପରେ ଥିବା ଗଁା ଆଙ୍କୁଲିରେ ପହଞ୍ଚତ୍ଛି କରୋନା। ଦୁର୍ଗମ ଆଙ୍କୁଲି ପଞ୍ଚାୟତ ତାଡକାସାହିର ୨୯ ଜଣଙ୍କ ରିପୋର୍ଟ ଶୁକ୍ରବାର...

ରାଜ୍ୟରେ ୩ହଜାର କରୋନା ଆକ୍ରାନ୍ତ, ୨ହଜାରରୁ ଊର୍ଦ୍ଧ୍ୱ ସୁସ୍ଥ

ଭୁବନେଶ୍ୱର, ୧୦।୬(ବ୍ୟୁରୋ): ଥମିବାର ନାଁ ନେଉନି କରୋନା। ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିଚାଲିଥିବାବେଳେ ମଙ୍ଗଳବାର ସୁଦ୍ଧା ମୋଟ ସଂକ୍ରମିତଙ୍କ ସଂଖ୍ୟା ୩ ହଜାର...

Advertisement
Archives

Model This Week