ଉପକାରୀ ନିମ୍ବ ଜୁସ୍‌

ନିମ୍ବର ସ୍ବାଦ ପିତା। ହେଲେ ଏହି ଗଛର ବଳ୍କଳ ଏବଂ ପତ୍ର ଆମ ଶରୀର ପାଇଁ ବେଶ୍‌ ଉପକାରୀ। କେତେକ ଆୟୁର୍ବେଦୀୟ ଔଷଧ ପ୍ରସ୍ତୁତ କରିବା ସମୟରେ ଏହାକୁ ବ୍ୟବହାର କରାଯାଏ। ନିମ୍ବପତ୍ର କିମ୍ବା ତା’ର ବଳ୍କଳକୁ ଜୁସ୍‌ କରି ପିଆଯାଏ। ନିମ୍ବ ଜୁସ୍‌ ଡାଇବେଟିସ୍‌ ରୋଗୀଙ୍କ ପାଇଁ ବେଶ୍‌ ଉପକାରୀ। ଏପରି ଜୁସ୍‌ ପିଇବା ଦ୍ୱାରା ରକ୍ତରେ ସୁଗାର ପରିମାଣ ସନ୍ତୁଳିତ ରହିଥାଏ। କେବଳ ସେତିକି ନୁହେଁ, ଗ୍ୟାଷ୍ଟ୍ରିକ୍‌, କୋଷ୍ଠକାଠିନ୍ୟ ଏବଂ ବଦହଜମି, ଏପରି କି ଆଜ୍‌ମା ସମସ୍ୟାରୁ ଏହା କେତେକାଂଶରେ ଉପଶମ ଦେଇଥାଏ। ପ୍ରତିଦିନ ସକାଳୁ ଖାଲିପେଟରେ ନିମ୍ବ ଜୁସ୍‌ ପିଇପାରନ୍ତି। ଏକ ସଦ୍ୟତମ ଗବେଷଣାରୁ ଜଣାପଡ଼ିଛି ଯେ, ନିମ୍ବ ଜୁସ୍‌ ପିଇବା ଦ୍ୱାରା ହାର୍ଟ ସୁସ୍ଥ ରହିଥାଏ। ଆପଣ କୋଲେଷ୍ଟରଲଜନିତ ସମସ୍ୟା ସହ ଜଡ଼ିତ କି? ଯଦି ହଁ, ତେବେ ଏହି ଜୁସ୍‌ ପିଇବା ଦ୍ୱାରା ଶରୀରରେ କୋଲେଷ୍ଟରଲ ପରିମାଣ ସନ୍ତୁଳିତ ରହିଥାଏ। ଠିକ୍‌ ଭାବରେ ଭୋକ ହେଉ ନ ଥିଲେ, ତାହାକୁ ନିମ୍ବ ଜୁସ୍‌ ଦୂର କରିଥାଏ। ଏହି ଜୁସ୍‌ ଚର୍ମ ପାଇଁ ବେଶ୍‌ ଉପକାରୀ।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri