ଉପକାରୀ ଆଳୁ

ଆଳୁ ଏକ ନିତ୍ୟ ବ୍ୟବହାର୍ଯ୍ୟ ପରିବା। ଯେ କୌଣସି ତରକାରି ପ୍ରସ୍ତୁତିରେ ଏହାର ଆବଶ୍ୟକତା ପଡିଥାଏ। ଆଳୁରେ ଆଇରନ୍‌, ଫସଫେଟ୍‌, କ୍ୟାଲସିୟମ, ମ୍ୟାଗ୍ନେସିୟମ ଏବଂ ଜିଙ୍କ୍‌ ଭରି ରହିଛି। ଏହାକୁ ଖାଇଲେ ଶରୀର ପାଇଁ ବେଶ୍‌ ଉପକାରୀ। ଯେହେତୁ ଆଳୁରେ ଫାଇବର ଭରି ରହିଛି, ତେଣୁ ଏଥିରୁ ପ୍ରସ୍ତୁତ ଖାଦ୍ୟ ଖାଇଲେ ତାହା ଶରୀରରେ କୋଲେଷ୍ଟରଲ ପରିମାଣକୁ ସନ୍ତୁଳିତ ରଖିଥାଏ। ଏହା ମଧ୍ୟ ହୃଦ୍‌ରୋଗ ଆଶଙ୍କା ଅନେକାଂଶରେ କମାଇଥାଏ। ଆଳୁରେ ‘ଫୋଲେଟ୍‌’ ନାମକ ତତ୍ତ୍ୱ ରହିଛି, ଯାହା କ୍ୟାନ୍‌ସର କୋଷକୁ ବଢ଼ିବାକୁ ଦେଇ ନ ଥାଏ। ଏହା କୋଷ୍ଠକାଠିନ୍ୟ ସମସ୍ୟାକୁ ଦୂର କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ହାତଧୁଆ ଦିବସ: ଜାଣନ୍ତୁ ଏହାକୁ ପାଳନ କରିବାର ଉଦ୍ଦେଶ୍ୟ

ପ୍ରତିବର୍ଷ ଅକ୍ଟୋବର ୧୫ରେ ପାଳନ କରାଯାଉଛି ବିଶ୍ୱ ହାତଧୁଆ ଦିବସ। ଏହାକୁ ପାଳନ କରିବାର ଉଦ୍ଦେଶ୍ୟ ହେଉଛି, ଦୈନନ୍ଦିନ କାର୍ଯ୍ୟ କରିବା ପୂର୍ବରୁ ଏବଂ ପରେ...

ଏପରି ଭୁଲ୍‌ କରୁଛନ୍ତି କି? ବଢ଼ିପାରେ ସୁଗାରର ମାତ୍ରା

ଦିନକୁ ଦିନ ମଧୁମେହ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏ ନେଇ ଶରୀରରେ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଇଥାଏ। ତେବେ ଏଥିରୁ ମୁକ୍ତି ଲାଗି...

ଏସିଡିଟି ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳେ ଏହି ଜୁସ୍‌ ପିଅନ୍ତୁ ଅଧାକପ୍‌…

ସକାଳେ ଅଧାକପ୍‌ ତରଭୁଜ ଜୁସ୍‌ ପିଇଲେ ଅନେକ ଲାଭ ମିଳିଥାଏ। ଏଥିରେ ଓମେଗା ୩ ଏସିଡ୍‌ ପ୍ରଚୁର ପରିମାଣରେ ରହିଥାଏ। ତରଭୁଜ ଏସିଡିଟି ସମସ୍ୟାରୁ ମୁକ୍ତି...

ଆଲର୍ଜିରୁ ରକ୍ଷା କରେ ଭିଟାମିନ୍‌ ‘ଇ’

ଭିଟାମିନ୍‌ ‘ଇ’ ଆମ ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ବିଶେଷଭାବରେ ଏଥିରେ ଥିବା ସ୍ବାସ୍ଥ୍ୟୋପକାରୀ ଗୁଣ ଆଲର୍ଜି ପରି ସମସ୍ୟାରୁ ଅନେକାଂଶରେ ରକ୍ଷା...

ସଫଳ ଉଦ୍ୟୋଗୀ ସସ୍ମିତା

କଳା ପ୍ରତି ପିଲାବେଳରୁ ତାଙ୍କର ଥିଲା ସ୍ବତନ୍ତ୍ର ଆକର୍ଷଣ। ନିଖୁଣ ଚିତ୍ରକଳା କରି ସେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରି ପାରୁଥିଲେ। ସୁଯୋଗ ମିଳିବା ପରେ...

ଭାଗ୍ୟବାନ ଲୋକଙ୍କୁ ମିଳିଥାଏ ଏହି ୬ ଜିନିଷ, ଆପଣଙ୍କ ପାଖରେ ଅଛି କି…

ଭଲ ଜୀବନ ଜିଇଁବା ପାଇଁ ମଣିଷ ଧନସମ୍ପତ୍ତି, ସୁଖ ଏବଂ ଅନ୍ୟାନ୍ୟ ଜିନିଷ ଖୋଜୁଛି। କିନ୍ତୁ ଯଦି ଠିକ କେଉଁଟି ଆଉ ଭୁଲ କେଉଁଟି ତାହା...

ମହାମାରୀ ସ୍ପାନିସ୍‌ ଫ୍ଲୁ

ସ୍ପାନିସ୍‌ ଫ୍ଲୁ H1N1 ଇନ୍‌ଫ୍ଲୁଏଞ୍ଜା ଭାଇରସ ଦ୍ବାରା ସୃଷ୍ଟି ହୋଇଥିବା ଦୁଇଟି ମହାମାରୀ ମଧ୍ୟରୁ ପ୍ରଥମ । ଏହି କ୍ରମରେ ଦ୍ବିତୀୟ ମହାମାରୀଟି ହେଉଛି ୨୦୦୯...

ପେପ୍ଲମ୍‌ କୁର୍ତ୍ତା

କୁର୍ତ୍ତା ଏକ କମ୍ଫଟେବଲ ଆଉଟ୍‌ଫିଟ୍‌। ଖାସ୍‌କରି ପେପ୍ଲମ୍‌ କୁର୍ତ୍ତା ହେଉଛି ସେମିତି ଏକ କୁର୍ତ୍ତା, ଯାହା ଧୋତି ପ୍ୟାଣ୍ଟ ହେଉ କିମ୍ବା ପ୍ଲାଜୋ ଅବା ଓ୍ବାଇଡ୍‌-ଲେଗ୍‌...

Advertisement
Archives

Model This Week