ଜିନିଷ ଏକ: ଉପକାର ଅନେକ

କଲରାର ସ୍ବାଦ ପିତା ହେଲେ ମଧ୍ୟ ସେଥିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଆମକୁ ନୀରୋଗ ରଖିବାରେ ଏହା କେତେକାଂଶରେ ସାହାଯ୍ୟ କରିଥାଏ। ଏଥିରେ ଭିଟାମିନ୍‌-ସି ମଧ୍ୟ ପ୍ରଚୁର ପରିମାଣରେ ରହିଛି। ତେବେ ଜାଣନ୍ତୁ ଏହାର ସ୍ବାସ୍ଥ୍ୟୋପକାରୀ ଗୁଣ ସମ୍ପର୍କରେ…
ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବାରେ କଲରା ମୁଖ୍ୟ ଭୂମିକା ଗ୍ରହଣ କରିଥାଏ। ଏହାର ଆଣ୍ଟି-ଅକ୍ସିଡାଣ୍ଟ୍‌ ଓ ଆଣ୍ଟି-ଇମ୍‌ଫ୍ଲାମେଟୋରୀ ଗୁଣ ପାଇଁ ବାହାର ଜୀବାଣୁକୁ ଏହା ଶରୀର ଭିତରକୁ ଯିବାକୁ ଦିଏ ନାହିଁ।
ଏଥିରେ ଭିଟାମିନ୍‌-ଏ ଥିବାରୁ ଏହା ଶରୀରରେ ଚର୍ମ ଗଠନ କରିଥାଏ। ପ୍ରତିଦିନ କଲରା ଖାଇବା ଆଖି ପାଇଁ ମଧ୍ୟ ମହୌଷଧି ସଦୃଶ କାମ କରେ।
ହାର୍ଟ ଏବଂ ଡାଇବେଟିସ ରୋଗୀମାନେ ଏହାକୁ ପ୍ରତିଦିନ ଖାଦ୍ୟରେ ସାମିଲ କରିବା ନିହାତି ଆବଶ୍ୟକ। କାରଣ ଏହାକୁ ଖାଇବା ଦ୍ୱାରା ରକ୍ତରେ ଶର୍କରାର ପରିମାଣ କେତେକାଂଶରେ ସନ୍ତୁଳିତ ରହିଥାଏ।
ଏଥିରୁ ପ୍ରସ୍ତୁତ ଜୁସ୍‌ ମଧ୍ୟ ଶରୀର ପାଇଁ ବେଶ୍‌ ଉପକାରୀ।
ଉଚ୍ଚ ରକ୍ତଚାପ, ଆଜ୍‌ମା ଭଳି ମାରାତ୍ମକ ରୋଗକୁ ଏହା କିଛି ମାତ୍ରାରେ ମଧ୍ୟ କମାଇଥାଏ।
କଲରାରେ କ୍ୟାଲୋରୀ, ଫ୍ୟାଟ୍‌ ଏବଂ କାର୍ବୋହାଇଡ୍ରେଟ୍‌ ରହିଛି, ଯାହା ଶରୀରର ଓଜନକୁ ସନ୍ତୁଳିତ ରଖେ। ଏହା ସହ ଯକୃତରୁ ବାଇଲ୍‌ ଏସିଡ୍‌ କ୍ଷରଣ କରି ମେଟାବୋଲିଜିମ୍‌ରେ ପରିଣତ କରିଥାଏ।
ରୋଗ ପ୍ରତିରୋଧକ ଶକ୍ତିକୁ ବଢ଼ାଏ। ଏହା ଶରୀରରେ ଆଲର୍ଜି ହେବାକୁ ଦିଏନାହିଁ। ଶରୀରରେ ଯଦି କ୍ୟାନ୍‌ସର୍‌ କୋଷ (ସେଲ୍‌) ବୃଦ୍ଧିକୁ କେତେକାଂଶରେ ରୋକିବାରେ ସକ୍ଷମ ହୋଇଥାଏ କଲରା।
କ୍ଷତ ସ୍ଥାନକୁ ଶୀଘ୍ର ପୂରଣ କରିବା ସହ ରକ୍ତ ପରିଷ୍କାର କରେ ଓ ଖାଦ୍ୟ ହଜମରେ ମଧ୍ୟ ସାହାଯ୍ୟ କରେ।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ଭଲ ଭାବରେ ବ୍ରଶ ନ କଲେ ହୋଇପାରେ ବ୍ରେନ୍‌ଷ୍ଟ୍ରୋକ କିମ୍ବା ହାର୍ଟଆଟାକ୍‌

ସାବଧାନ! ଯଦି ଭଲ ଭାବେ ବ୍ରଶ କରୁ ନ ଥିବେ ତେବେ ହାର୍ଟ ଆଟାକ୍‌ କିମ୍ବା ବ୍ରେନ୍‌ଷ୍ଟ୍ରୋକର ଶିକାର ହୋଇପାରନ୍ତି। ଏକ ଗବେଷଣାରୁ ଜଣାପଡ଼ିଛି ଯେ,...

ଅଣ୍ଟାବିନ୍ଧାର ଘରୋଇ ଉପଚାର

ଅଣ୍ଟାବିନ୍ଧା ଆଜିକାଲି ଏକ ସାଧାରଣ କଥା ପାଲଟି ଗଲାଣି। ତେବେ, ଏପରି କେତେକ ଘରୋଇ ଉପଚାର ରହିଛି, ଯାହାକୁ ଆପଣେଇ ପାରିଲେ ଆପଣ ଏଥିରୁ କେତେକାଂଶରେ...

ଏହି ୫ ଲୋକଙ୍କ ପାଖରେ କେବେ ବି ରହେ ନାହିଁ ଟଙ୍କା: ଆପଣ ସେଭଳି ଥିଲେ କରନ୍ତୁ ଏହି ଉପାୟ

ଆନନ୍ଦମୟ ଜୀବନ ପାଇଁ ଟଙ୍କା ଆବଶ୍ୟକତା ନିହାତି ଭାବେ ରହିଛି। କିନ୍ତୁ ବର୍ତ୍ତମାନ ସମୟରେ ଅନେକେ ପ୍ରଚୁର ଅର୍ଥ ରୋଜଗାର କରୁଥିଲେ ହେଁ ପାଖରେ ଟଙ୍କା...

ନୂଆବର୍ଷରେ ରଙ୍ଗର ପ୍ରଭାବ

ଆଉ ଦିନ କେଇଟା ପରେ ପୁରୁଣା ବର୍ଷକୁ ବିଦାୟ ଦେଇ ନୂଆବର୍ଷକୁ ସ୍ବାଗତ କରାଯିବ। ସେହି ଅନୁଯାୟୀ ସମସ୍ତଙ୍କର ଆକାଂକ୍ଷା ଥିବ, ନୂଆବର୍ଷଟି କିପରି ସୁଖମୟ,...

ଲିପ୍‌ଷ୍ଟିକ୍‌ ଲଗାଇବା ଯୋଗୁ ହୋଇପାରେ ଏହିସବୁ ସମସ୍ୟା

ଚେହେରାର ସୌନ୍ଦର୍ଯ୍ୟ ପାଇଁ ଓଠର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥାଏ। ଓଠର ଆକର୍ଷଣ ପାଇଁ ଲିପ୍‌ଷ୍ଟିକ୍‌ର ବହୁତ ବଡ଼ ଯୋଗଦାନ ଥାଏ। ସ୍କିନ୍‌ର ରଙ୍ଗ ଅନୁସାରେ ଓ...

ସହଜ ଉପାୟରେ ଘରେ ପ୍ରସ୍ତୁତ କରି ବ୍ୟବହାର କରନ୍ତୁ କିଓ୍ବି ସ୍କିନ ଟୋନର: ଯାହା ତ୍ୱଚାକୁ କରିବ ଉଜ୍ଜ୍ୱଳ

କିଓ୍ବି ଚାଇନାର ଏକ ଫଳ। ଏହାକୁ ଚାଇନାର ଜାତୀୟ ଫଳ ଭାବେ ମାନ୍ୟତା ଦିଆଯାଇଛି। ଏହା ଅଙ୍ଗୁର ପରି ହୋଇଥିଲେ ମଧ୍ୟ ଆକାରରେ ବଡ଼। ତେବେ...

ହାଇଟେକ୍‌ ବ୍ରେସ୍‌ଲେଟ୍‌

ଆଜିକାଲି ଚିକିତ୍ସା ବିଜ୍ଞାନରେ ଦିନକୁ ଦିନ ନୂଆ ନୂଆ କଥା ଆବିଷ୍କାର ହେଉଛି। ସେହି ଅନୁସାରେ ରୋଗର ନିଦାନ ପ୍ରଣାଳୀ ମଧ୍ୟ ସହଜ ଏବଂ ସରଳ...

ଏହି ବ୍ରହ୍ମାସ୍ତ୍ର ଆଗରେ ହାର ମାନିବ କରୋନା…

ଜେନେଭା/ନୂଆଦିଲ୍ଲୀ,୨୦।୪: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏପରିସ୍ଥଳେ କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗଦର୍ଶିକା ଜାରି...

Advertisement
Archives

Model This Week