ଉପକାରୀ ସ୍ନେକ୍‌ ପ୍ଲାଣ୍ଟ

ସ୍ନେକ୍‌ ପ୍ଲାଣ୍ଟ, ବହୁଳ ବ୍ୟବହୃତ ଇନ୍‌ଡୋର ପ୍ଲାଣ୍ଟ। ଏହା ଏୟାର ପ୍ୟୁରିଫାୟର୍‌ ପ୍ଲାଣ୍ଟ ହେବା ସହ ଘର ଭିତରେ ଖୁବ୍‌ କମ୍‌ ଯତ୍ନରେ ଦୀର୍ଘଦିନ ଧରି ବଞ୍ଚତ୍ ରହିଥାଏ। ଏହି ଗଛର ବୃଦ୍ଧି ପାଇଁ ବେଶି ପାଣି ଆବଶ୍ୟକ ହୁଏ ନାହିଁ। ମୁଖ୍ୟତଃ ଘରର ସାଜସଜ୍ଜା ପାଇଁ ଏହାକୁ ବ୍ୟବହାର କରାଯାଇଥାଏ। ଏହା କେବଳ ଘରର ସୌନ୍ଦର୍ଯ୍ୟ ବୃଦ୍ଧିକରେ ତାହା ନୁହେଁ, ଘରର ବାସ୍ତୁ ସମସ୍ୟାକୁ ମଧ୍ୟ ଠିକ୍‌ କରିବାରେ ଅନେକ ସାହାଯ୍ୟ କରିଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି। ଯେମିତିକି: ଏହା ଘର ଭିତରର ବାୟୁକୁ ଶୁଦ୍ଧ କରିବା ସହ ଅକ୍ସିଜେନ୍‌ ଲେଭଲକୁ ବଢ଼ାଇ ଦେଇଥାଏ। ଘରକୁ ସୁଖ, ଶାନ୍ତି ଆଣିବା ସହ ସମୃଦ୍ଧିର ମାର୍ଗ ଖୋଲି ଦେଇଥାଏ। ତା’ସହ ଘରକୁ ପ୍ରବେଶ କରୁଥିବା ନକାରାତ୍ମକ ଊର୍ଜାକୁ ନଷ୍ଟ କରିବାରେ ବି ଏହା ଅନେକ ସାହାଯ୍ୟ କରିଥାଏ। କେବଳ ସେତିକି ନୁହେଁ, ସ୍ନେକ୍‌ ପ୍ଲାଣ୍ଟ କ୍ୟାନ୍‌ସର ସୃଷ୍ଟି କରୁଥିବା ପ୍ରଦୂଷଣକୁ ମଧ୍ୟ ବାୟୁମଣ୍ଡଳରୁ ନଷ୍ଟ କରିବାରେ ସହାୟକ ହୋଇଥାଏ। ଅନ୍ୟପକ୍ଷେ ଶରୀରର କୌଣସି ସ୍ଥାନ କୁଣ୍ଡାଇ ହେଉଥିଲେ କିମ୍ବା ଫୁଲିଯାଇଥିଲେ, ସେହି ସ୍ଥାନରେ ଏହି ଗଛର ପତ୍ରକୁ ବାଟି ଲେପ ଦେଲେ ଅନେକାଂଶରେ ଉପକାର ମିଳିଥାଏ ବୋଲି ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବୁଧ-ଶନିଙ୍କ ନବପଞ୍ଚମ ଯୋଗ, ମିଥୁନ ସମେତ ଏହି ୪ ରାଶିର କ୍ୟାରିୟରରେ ଆସିବ ବଡ଼ ସଫଳତା, ବ୍ୟବସାୟରେ…

ନବପଞ୍ଚମ ଦୃଷ୍ଟି ଯୋଗ ଦୁଇଟି ଗ୍ରହ ପରସ୍ପରଠାରୁ ୫ମ ଏବଂ ୯ମ ଭାବରେ ଅବସ୍ଥିତ ହେଲେ ଗଠିତ ହୁଏ। ଏହି ଯୋଗ ଗଠନ ହେବା ଫଳରେ ଭାଗ୍ୟଶାଳୀ…

ଅନ୍ୟ ଗ୍ରହରେ ବସତି ସମସ୍ୟା, ବୈଜ୍ଞାନିକମାନେ ତାଲିକାଭୁକ୍ତ କରି…

ବୈଜ୍ଞାନିକମାନେ ଗ୍ରହମାନଙ୍କର ବାସ୍ତବିକ ରଙ୍ଗ ଭାବେ ତାଲିକାଭୁକ୍ତ କରିଛନ୍ତି। ଏହି ଅନୁସାରେ ବୁଧ: ଧୁସର, ଶୁକ୍ର : ହଳଦିଆ ସହ ଧଳା, ପୃଥିବୀ: ନୀଳ ସହ ଧଳା,…

ପୁରୁଷଙ୍କୁ ହାର୍ଟ ଆଟାକ୍‌ ଆସିଲେ ଛାତିରେ ହୋଇଥାଏ ଯନ୍ତ୍ରଣା, ମାତ୍ର ମହିଳାଙ୍କଠାରେ ଦେଖାଦିଏ ଏସବୁ ଲକ୍ଷଣ…

ମନୁଷ୍ୟ ଶରୀରରେ ମସ୍ତିଷ୍କ ପରେ ହୃତ୍‌ପିଣ୍ଡ ବା ହାର୍ଟ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। କହିବାକୁ ଗଲେ ହୃଦ୍‌ଯନ୍ତ୍ର ଦ୍ୱାରା ମସ୍ତିଷ୍କକୁ ରକ୍ତ ସଞ୍ଚାଳନ ନ ହେଲେ…

ସିଂହ ରାଶିରେ ସୂର୍ଯ୍ୟଙ୍କ ଗୋଚର, ମେଷ-ମକର ସମେତ ୫ ରାଶିର ଚମକିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଆଜି ସକାଳ ୮ଟା ୩ ମିନିଟ୍‌ରେ ନିଜ ସ୍ୱରାଶି ସିଂହରେ ପ୍ରବେଶ କରିଛନ୍ତି। ସେପ୍ଟେମ୍ବର ୧୭ ପର୍ଯ୍ୟନ୍ତ ସୂର୍ଯ୍ୟ ସିଂହ ରାଶିରେ…

କଲରାରେ ଭରି ରହିଛି ଏସବୁ ଉପକାରୀ ଗୁଣ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗ ଦ୍ୱାରା ଆକ୍ରାନ୍ତ ହେବାର ଆଶଙ୍କା ଅଧିକ ରହିଛି। ତେବେ…

ନିଜ ନକ୍ଷତ୍ରରେ ପ୍ରବେଶ କରିବେ ବୁଧ; ୪ ରାଶିଙ୍କ ଗୋଲ୍ଡେନ୍‌ ଟାଇମ୍‌ ଆରମ୍ଭ, ଯାଚିକି ଟଙ୍କା ଦେବେ ଲୋକ…

ଗ୍ରହଗୁଡ଼ିକର ଚଳନ ଏବଂ ଅବସ୍ଥାନରେ ପରିବର୍ତ୍ତନ ଯୋଗୁଁ ବିଭିନ୍ନ ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ପ୍ରଭାବ ପଡ଼ିଥାଏ। ଏବେ ବୁଧ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଅଗଷ୍ଟ ୧୫ରୁ ଗ୍ରହଙ୍କ ଶୁଭ ସଂଯୋଗ, ଧନୁ-ମକର ସମେତ ୫ ରାଶିଙ୍କ ବଢିବ ବ୍ୟାଙ୍କ୍‌ ବାଲାନ୍ସ, ମାଲାମାଲ୍‌ ହେବେ…

ଆଜି ଶନିବାର ସନ୍ଧ୍ୟା ୪ଟା ୫୧ ମିନିଟ୍‌ରେ ବୁଧ ଏବଂ ଗୁରୁ (ବୃହସ୍ପତି) ଦୁଇ ଗ୍ରହ ୦ ଡିଗ୍ରୀରେ ଉପସ୍ଥିତ ରହିବେ। କର୍କଟ ରାଶିରେ ଏହି ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri