ଉପକାରୀ ଭିଟାମିନ୍‌ ‘ଇ’

ଭିଟାମିନ୍‌ ଆମ ସ୍ବାସ୍ଥ୍ୟ ପାଇଁ କେତେ ଲାଭପ୍ରଦ ତାହା କହିବା ଅନାବଶ୍ୟକ। ଏହାର ପରିମାଣ ଶରୀରରେ ଅସନ୍ତୁଳିତ ରହିଲେ ତାହା ବିଭିନ୍ନ ପ୍ରକାର ରୋଗକୁ ପରୋକ୍ଷରେ ଆମନ୍ତ୍ରଣ କରିଥାଏ। ତେଣୁ ଆମକୁ ସବୁବେଳେ ଭିଟାମିନଯୁକ୍ତ ଖାଦ୍ୟ ଖାଇବାକୁ ପଡ଼ିଥାଏ। ଏହି ଭିଟାମିନ୍‌ଗୁଡ଼ିକ ମଧ୍ୟରୁ ‘ଭିଟାମିନ୍‌-ଇ’ ଅନ୍ୟତମ। ଗଜାମୁଗ, ଗଜାବୁଟ, ସୂର୍ଯ୍ୟମୁଖୀ ତେଲ, ପାଳଙ୍ଗ ଶାଗ, ଚିନାବାଦାମ ଆଦିରେ ଭିଟାମିନ-ଇ ପ୍ରଚୁର ମାତ୍ରାରେ ଭରି ରହିଛି। ଏହାର ସବୁଠାରୁ ଉପକାରୀ ଗୁଣ ହେଲା, ଏପରି ଖାଦ୍ୟ ନିୟମିତ ଖାଇଲେ ତାହା ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିଥାଏ। ଫଳରେ ଅନେକ ପ୍ରକାର ରୋଗର ଆଶଙ୍କା ଅନେକାଂଶରେ କମ୍‌ ରହିଥାଏ। ଏଭଳି ଖାଦ୍ୟକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ଆମେ ନିଜକୁ ଆଲର୍ଜି ସମସ୍ୟାରୁ କେତେକାଂଶରେ ରକ୍ଷା କରିପାରିବା ବୋଲି ୟୁନିଭର୍ସିଟି ଅଫ୍‌ ଲଣ୍ଡନ ପୁଷ୍ଟିବିଜ୍ଞାନୀମାନେ ମତ ପ୍ରକାଶ କରିଛନ୍ତି। ଭିଟାମିନ୍‌-ଇ ଯୁକ୍ତ ଖାଦ୍ୟ ଚର୍ବିରେ ମିଶିଲେ ତାହା ଆଣ୍ଟିଅକ୍ସିଡାଣ୍ଟ୍‌ ପରି କାମ କରିଥାଏ। ଶରୀରରେ କୋଲେଷ୍ଟରଲ ପରିମାଣ ସନ୍ତୁଳିତ ରହିବା ନିହାତି ଜରୁରୀ। ଏ କ୍ଷେତ୍ରରେ ଭିଟାମିନ୍‌ ‘ଇ’ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ। ଭିଟାମିନ୍‌ -ଇ ଯୁକ୍ତ ଖାଦ୍ୟ ଶରୀରରେ ଲାଲ୍‌ ରକ୍ତ କୋଷିକା ଗଠନରେ ମଧ୍ୟ ସାହାଯ୍ୟ କରେ।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଭାତ ଖାଉଥିଲେ ଜାଣନ୍ତୁ କ’ଣ ମିଳେ ଉପକାର

ପ୍ରାୟ  ଲୋକ ରାତିରେ ଭାତ ଖାଇବାକୁ ପସନ୍ଦ କରିଥାନ୍ତି। କିନ୍ତୁ ଭାତରୁ କ’ଣ ଉପକାର ମିଳିଥାଏ ତାହା ଅନେକଙ୍କୁ  ନ ଥିବ।  ଭାତରେ ଭିଟାମିନ୍‌ ଏବଂ...

ମଡନ୍‌ ମରଣ

ଅଙ୍କଲ ଜଣଙ୍କ ସହର ସେମୁଣ୍ଡରୁ,ଏମୁଣ୍ଡ ଆଣ୍ଟିଙ୍କ ଘରକୁ ବେଳକାଳ ଉଣ୍ଡି ଉଣ୍ଡି ପ୍ରାୟ ଆସୁଥିଲେ। ଆଜିକାଲିର ବଡ଼ ମିଡିଏଟର ମୋବାଇଲ୍‌ ଫୋନ୍‌ ଏମିତିଆ ମଧୁର ସମ୍ପର୍କ...

ଫୁସ୍‌ଫୁସ୍‌ କ୍ୟାନସର୍‌ରୁ ରକ୍ଷାକରେ ଗାଜର

ଷ୍ଟେଟ୍‌ ୟୁନିଭର୍ସିଟି ଅଫ୍‌ ନ୍ୟୁୟର୍କର ବିଶେଷଜ୍ଞଙ୍କ ଦ୍ୱାରା କରାଯାଇଥିବା ଏକ ଗବେଷଣା ଅନୁସାରେ, ଯେଉଁ ବ୍ୟକ୍ତି ବିଟା କ୍ୟାରୋଟିନ ଅଧିକ ଗ୍ରହଣ କରିଥାନ୍ତି, ସେମାନଙ୍କଠାରେ ଅନ୍ୟଲୋକଙ୍କ...

ଏମାନଙ୍କ ପାଖେ ରହନ୍ତି ନାହିଁ ଲଷ୍ମୀ

ଭଲରେ ରହିବା ପାଇଁ ଅନେକ ସମୟରେ ଟଙ୍କା ଆବଶ୍ୟକ। ତେବେ ଏପରି ବହୁତ ଲୋକ ଅଛନ୍ତି ଯେଉଁମାନେ ବହୁତ ରୋଜଗାର କଲେ ସୁଦ୍ଧା ସଞ୍ଚୟ କରିପାରନ୍ତି...

କୁଆଁରୀ ଝିଅ ସ୍ବପ୍ନ ଦେଖିଲେ…

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ସ୍ବପ୍ନରେ ଦେଖୁଥିବା ଘଟଣା ବ୍ୟକ୍ତିର ଜୀବନ ସହ ଗଭୀର ସଂଯୋଗ ରହିଥାଏ। ନିଦରେ ଦେଖାଯାଉଥିବା ଘଟଣାଗୁଡିକ ଭବିଷ୍ୟତ ଜୀବନ ବିଷୟରେ ସଚେତନ...

ଗର୍ଭରେ କ’ଣ କରିଥାନ୍ତି ଶିଶୁ: ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଜନ୍ମ ହେବା ପୂର୍ବରୁ ଶିଶୁ ମା’ ଗର୍ଭରୁ ବହୁତ କିଛି ସିଖିଥାଏ। ଏହି ସମୟରେ ମା’ ଯେମିତି ଶିଶୁକୁ ଜନ୍ମ ଦେବାକୁ ଚାହିଁ ବସିଥାଏ ଶିଶୁ...

କ୍ରଞ୍ଚି ଭେଜ୍‌

ଖାଦ୍ୟାବଳୀରେ ଏବେ ଷ୍ଟାର୍ଟର ଭାରି ପସନ୍ଦଯୋଗ୍ୟ ହେଉଛି। ମେନ୍‌କୋର୍ସକୁ ଯିବା ଆଗରୁ ଏଭଳି କିଛି ଷ୍ଟାର୍ଟର ଯାହା ପେଟ ଭରି ଦେଉଛି। କ୍ରିସ୍ପି ସ୍ବାଦକୁ ପନିର...

ଏହାକୁ ଖାଇଲେ ବଦଳିଯାଏ ଜୀବନ

ଜୀବନରେ ପ୍ରାୟ ସମସ୍ତେ ଖୁସିରେ ରହିବାକୁ ଚାହିଁଥା’ନ୍ତି। ଏଥିପାଇଁ ଖାଦ୍ୟପେୟ ପ୍ରତି ଧ୍ୟାନ ଦେବା ଜରୁରୀ ଅଟେ। କାରଣ ଖୁସିର ସମ୍ବନ୍ଧ ସିଧା ହର୍ମୋନ ସହିତ...

Advertisement
Archives

Model This Week