ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; ହିତାଧିକାରୀଙ୍କୁ ଆଉ ୪ ମାସ ମିଳିବ ମାଗଣା ଚାଉଳ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ରାଜ୍ୟ ଖାଦ୍ୟ ନିରାପତ୍ତା ଯୋଜନା ନେଇ ମୁଖ୍ୟମନ୍ତ୍ରୀ ବଡ ଘୋଷଣା କରିଛନ୍ତି। ହିତାଧିକାରୀଙ୍କୁ ଡିସେମ୍ବରରୁ ମାର୍ଚ୍ଚ ମାସ ଯାଏ ମାଗଣା ଚାଉଳ ମିଳିବ। ମୁଣ୍ଡ ପିଛା ମାସକୁ ୫ କେଜି ମାଗଣା ଚାଉଳ ଦିଆଯିବ। ଏଥିରେ ୯ ଲକ୍ଷ ୧୫ ହଜାର ହିତାଧିକାରୀ ଉପକୃତ ହେବେ । ଏଥିପାଇଁ ରାଜ୍ୟ ୬୮ କୋଟି ୧୩ ଲକ୍ଷ ଟଙ୍କା ଖର୍ଚ୍ଚ କରିବ । ରାଜ୍ୟ ସରକାର କୋଭିଡ୍‌-୧୯ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟ ୩୧ ଯାଏ ସ୍କୁଲ, କଲେଜ ବନ୍ଦ

ଭୁବନେଶ୍ୱର,୧ା୭(ବ୍ୟୁରୋ): କୋଭିଡ୍‌-୧୯ ମହାମାରୀ ସଂକ୍ରମଣ ବେଳକୁ ବେଳ ବଢ଼ିବାରେ ଲାଗିଛି। ଏହାକୁ ରୋକିବାକୁ ରାଜ୍ୟ ସରକାର ବିଭିନ୍ନ କୌଶଳ ଅବଲମ୍ବନ କରୁଛନ୍ତି। ଲକ୍‌ଡାଉନ-୫ ପରେ ରାଜ୍ୟ...

ଐତିହ୍ୟ କରିଡର, ଏକାମ୍ର ପ୍ରକଳ୍ପର ସମୀକ୍ଷା

ପୁରୀ ଅଫିସ/ଭୁବନେଶ୍ୱର (ବ୍ୟୁରୋ)/ପୁରୁଣା ଭୁବନେଶ୍ୱର, ୨୨।୨(ଡି.ଏନ୍‌.ଏ.):ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)ର ମହାନିର୍ଦ୍ଦେଶକ (ଡିଜି) ଭି. ବିଦ୍ୟାବତୀ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ...

ଶିକ୍ଷକରୁ ଶିକ୍ଷା ଉଦ୍ୟୋଗୀ

ପିଲାଟି ଦିନରୁ ମାତାପିତାଙ୍କୁ ହରାଇଥିବା ଜଣେ ମେଧାବୀ ଛାତ୍ର ଯେ କେବେ ଶହ ଶହ ପିଲାଙ୍କର ଦାୟିତ୍ୱ ବହନ ସହ ଅଭିଭାବକ ଓ ଗୁରୁଙ୍କ ଭୂମିକା...

ସରୁନି ଭିଜିଲାନ୍ସ ଖୋଳତାଡ଼: ଯନ୍ତ୍ରୀ-ଠିକାଦାର କିଙ୍ଗ୍‌ପିନ୍‌

ମାଲକାନଗିରି,୨୮ା୩(ଡି.ଏନ୍‌.ଏ.): ଯେତେ ଖୋଳିଲେ ସେତେ ବାହାରୁଛି ମାଲକାନଗିରି ଜିଲା ଅଧୀକ୍ଷଣ ଯନ୍ତ୍ରୀ ଆଶିଷ କୁମାର ଦାସଙ୍କ ସମ୍ପତ୍ତି। ଦୁଇ ଦିନ ହେଲାଣି ଭିଜିଲାନ୍ସର ଖୋଳତାଡ଼ ସରୁନାହିଁ।...

ଡିଭାଇଡରରେ ପିଟି ହେଲା ବାଇକ୍‌, ଚାଲିଗଲା ଦୁଇ ଜୀବନ

ବାଲେଶ୍ୱର ଅଫିସ,୨ା୫: ବାଲେଶ୍ୱର ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ବାଲିଆ ଅଞ୍ଚଳର ୩ ଯୁବକ ଏକ ବାଇକ୍‌ରେ...

ନଳିତା, ଧନିଚା ବିହନ ନାହିଁ: ଚାଷୀ ହତାଶ

କେନ୍ଦ୍ରାପଡ଼ା ଅଫିସ,୧ା୭: ତନ୍ତୁଜାତୀୟ ଫସଲ ପାଇଁ କେନ୍ଦ୍ରାପଡ଼ା ଜିଲାର ସୁନାମ ରହିଛି। ୨୦୦୫ ମସିହାରେ ଜିଲାର ୨୧୫୨ ହେକ୍ଟର ଅଞ୍ଚଳରେ ନଳିତା ଓ ମେସ୍ତା ଚାଷ...

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୯୧ କୁ ବୃଦ୍ଧି...

ଜଙ୍ଗଲ ନିଆଁକୁ ଆୟତ୍ତ ପାଇଁ ଗଠନ ହେଲା ଟିମ୍‌

ଭୁବନେଶ୍ୱର,୮।୩(ବ୍ୟୁରୋ): ଜଙ୍ଗଲରେ ଲାଗିଥିବା ନିଆଁକୁ ଆୟତ୍ତ କରିବା ପାଇଁ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି । ୯ ଜଣିଆ...

Advertisement
Archives

Model This Week