‘ହିତାଧିକାରୀଙ୍କୁ ଏକାସାଙ୍ଗରେ ମିଳିବ ୩ ମାସର ଭତ୍ତା’

ଭୁବନେଶ୍ୱର,୧୨ା୬: ଭତ୍ତା ପ୍ରଦାନରେ ବିଳମ୍ବକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏ ସମସ୍ୟା ରାଜ୍ୟର ନୁହେଁ, କେନ୍ଦ୍ରର । ବୈଷୟିକ ତ୍ରୁଟି ଯୋଗୁ ଭତ୍ତା ପ୍ରଦାନରେ ବିଳମ୍ବ ହୋଇଛି। ୧୦ ଲକ୍ଷ ହିତାଧିକାରୀଙ୍କ ମଧ୍ୟରୁ ୨ ଲକ୍ଷ ଲୋକଙ୍କ ତ୍ରୁଟି ସୁଧୁରିଛି। ୨ ଲକ୍ଷ ହିତାଧିକାରୀଙ୍କୁ ଭତ୍ତା ଦେବା ଆରମ୍ଭ ହୋଇଯାଇଛି। ଯେଉଁମାନଙ୍କୁ ମିଳିନି ସେମାନଙ୍କୁ ଦେବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଗୋଟିଏ ମାସରେ ନ ହେଲେ ବି ୩ ମାସର ଭତ୍ତା ଏକାସଙ୍ଗେ ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡି ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା: ଦନେକବାଡି-ସିର୍କାବର୍ଗ ରାସ୍ତା ଉପରେ ପଡିଲା ବିରାଟକାୟ ଗଛ

ଦାରିଙ୍ଗବାଡ଼ି, ୧୮।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ଜନଜୀବନ ବେହାଲ ହୋଇପଡ଼ିଛି।…

ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣା: ଅଧା କିଲୋମିଟର ଖଟିଆରେ ବୁହା ହେଲେ ପ୍ରସୂତି

ଲାଞ୍ଜିଗଡ, ୧୮।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ବାତେରପଡ଼ା ଗାଁର ମାଝୀପଡ଼ା ଏକ ଦୁର୍ଗମ ଅଞ୍ଚଳ ହୋଇଥିବାରୁ ଏଠାରେ…

୧୦୦ ବର୍ଷ ମଧ୍ୟରେ ପ୍ରଥମ: ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ ସ୍ଥଗିତ

ନୂଆଦିଲ୍ଲୀ,୧୮।୮: କୋରମ ଅଭାବରୁ ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ (AGM) ସ୍ଥଗିତ ରଖାଯାଇଛି। ବୈଠକ ପାଇଁ ଆବଶ୍ୟକ ସଂଖ୍ୟକ ସଦସ୍ୟ ଉପସ୍ଥିତ ନଥିଲେ, ଯାହା ଫଳରେ…

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି।…

ଯାହାକୁ ରଖିବେ ଅନନ୍ତ : ତାଳଗଛକୁ ଆଶ୍ରୟ କରି ବନ୍ୟା ପାଣିରେ ୫ ଦିନ ପରେ, ମୁଣ୍ଡ ଦେଖି…

ଧାମନଗର, ୧୮।୮ (ସନ୍ତୋଷ କୁମାର ମହାପାତ୍ର): ଗତ କିଛି ଦିନ ଧରି ଲଘୁଚାପଜନିତ ବର୍ଷା ଯୋଗୁ ବୈତରଣୀ ଓ ଏହାର ଶାଖା ନଦୀ କୋଚିଳା, ଗେଙ୍ଗୁଟି, କଣ୍ଡିଆ,…

ନୂଆ ଡିଜିପି ଚୟନ ଶୁଣାଣି ଘୁଞ୍ଚିଲା: ପକ୍ଷ ରଖିଲେ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୮।୮: ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ସୁପ୍ରିମକୋର୍ଟରେ ନିଜ ପକ୍ଷ ରଖିଛନ୍ତି ଓଡ଼ିଶା ସରକାର। ସେପ୍ଟେମ୍ବର ୨ ତାରିଖରେ ମାମଲାର…

ବିଜୟ ପାଇଁ ବିଶାଳ ଟାର୍ଗେଟ ଦେଲା ଭାରତ: ଶ୍ରୀଲଙ୍କାକୁ ଲୋଡ଼ା ‘ଚମତ୍କାର’

ଗାଲେ,୧୮।୮: ଗାଲେରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ଚତୁର୍ଥ ଦିନରେ ଶ୍ରୀଲଙ୍କା ପାଇଁ ୩୭୨ ରନର ଟାର୍ଗେଟ ଦେଇଥିଲା। ପ୍ରଥମ ଇନିଂସରେ ୪୫୦ରୁ ଅଧିକ ରନ…

ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସହାୟତା ଘୋଷଣା: ବାସନକୁସନ-ପୋଷାକ ବାବଦକୁ ମିଳିବ…

ଭୁବନେଶ୍ୱର,୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କ୍ଷୁଦ୍ର ଚାଷୀଙ୍କୁ ହେକ୍ଟର ପିଛା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri