ଅନ୍ତୋଦୟ ଗୃହ ଯୋଜନା: ହିତାଧୀକାରୀଙ୍କ ଆବେଦନ ପତ୍ର ଯାଞ୍ଚ

ରାଇକିଆ,୮।୩ (ପ୍ରଦୀପ ବେହେରା): ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ଅନଗ୍ରସରଙ୍କୁ ପକ୍କା ଘର ଯୋଗାଇଦେବା ଲକ୍ଷ୍ୟରେ ସରକାରଙ୍କ ତରଫରୁ ଆରମ୍ଭ ହୋଇଥିବା ଅନ୍ତୋଦୟ ଗୃହ ଯୋଜନା । ଏଥିରେରେ ରାଇକିଆ ବ୍ଲକରେ ଆବେଦନ କାରୀଙ୍କ କାଗଜପତ୍ର ଯାଞ୍ଚ ଶୁକ୍ରବାର କରାଯାଇଅଛି । ଏହି ଯୋଜନାରେ ବିପର୍ଯ୍ୟୟରେ କ୍ଷତିଗ୍ରସ୍ତ, ଗୁରୁତର ଅସୁସ୍ଥ ପରିବାରର ମୁଖ୍ୟ, ଦିବ୍ୟାଙ୍ଗ, ବାସଗୃହ ନ ଥିବା ପରିବାର, ଛୋଟ ଶିଶୁ ଥିବା ବିଧବା ମହିଳାଙ୍କ କ୍ଷେତ୍ରରେ ପ୍ରାଥମିକତା ଦେଇ ହିତାଧୀକାରୀ ଚୟନ କରାଯାଉଅଛି । ଏହି ପରିପ୍ରେକ୍ଷୀରେ ଆବେଦନକାରୀଙ୍କ ସମସ୍ତ ଆବଶ୍ୟକୀୟ ପତ୍ର ଯାଞ୍ଚ କରାଯାଇଛି । ଆବେଦନକାରୀ ଙ୍କ ଉପସ୍ଥିତିରେ ରୁରାଲ ହାଉସିଂ ବିପିଏମ କମଲ ନାୟକ, ଏବିଡିଓ ଦିବ୍ୟସିଂ କହଁର, ସହକାରୀ ଯନ୍ତ୍ରୀ ବଣ୍ଟି ଚୌଧୁରୀ, ବିଏସଏସଓ ରାମକୃଷ୍ଣ ବେହେରା ପ୍ରମୁଖ ଯାଞ୍ଚ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମେଘାଳୟରେ ଭୟଙ୍କର ଖଣି ବିସ୍ଫୋରଣ: ୧୬ ଶ୍ରମିକଙ୍କ ମୃତ୍ୟୁ, ଅନେକ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୫।୨: ମେଘାଳୟର ଏକ ବେଆଇନ ଖଣିରେ ବିସ୍ଫୋରଣ ଘଟି ୧୬ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ସକାଳେ ଥାଙ୍ଗସ୍କୁ ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଏବେ ମଧ୍ୟ…

ଭାରତର ଏହି ଧାବିକା ହେଲେ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୫ା୨: ଡୋପ୍‌ ଟେଷ୍ଟକୁ ଏଡାଇ ଭାରତର ଲଙ୍ଗ ଡିଷ୍ଟାନ୍ସ ଧାବିକା ପୂଜା ଆତ୍ମାରାମ ଆଥଲେଟିକ୍ସ ଇଣ୍ଡିଗ୍ରିଟି ୟୁନିଟ୍‌ (ଏଆଇୟୁ) ଦ୍ୱାରା ସାମୟିକ ସସ୍‌ପେଣ୍ଡ ହୋଇଛନ୍ତି। ପୂଜା ୫୦୦୦…

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି।…

ଲଜ୍ଜା: ମୂକ ଓ ବଧିର ଝିଅକୁ ବଳାତ୍କାର କରି ଗର୍ଭବତୀ କଲେ ଜନ୍ମକଲା ବାପା

ମୁମ୍ବାଇ,୫।୨: ମୁମ୍ବାଇର କଫ୍ ପ୍ୟାରେଡ୍ ଅଞ୍ଚଳରୁ ଏକ ଅମାନବୀୟ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୦ ବର୍ଷୀୟା ମୂକ ଓ ବଧିର ଯୁବତୀଙ୍କୁ ବଳାତ୍କାର…

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ସରୁନି ବିସ୍ଥାପିତଙ୍କ ଥଇଥାନ ଦୁଃଖ: ବଢ଼ୁଛି ଅସନ୍ତୋଷ

ମୋହନା,୫।୨(ମନ୍ମଥ ମିଶ୍ର) ଛେଳିଗଡ଼ ପ୍ରକଳ୍ପରେ କ୍ଷତିଗ୍ରସ୍ତ ହୋଇଥିବା ବିସ୍ଥାପିତଙ୍କ ଆଜି ଯାଏ ଥଇଥାନ ହୋଇପାରି ନାହିଁ। ୩ ଦଶନ୍ଧି ଧରି ଚାଲିଛି ବିସ୍ଥାପନ ପ୍ରକ୍ରିୟା। ଚାଷ ଓ…

ପାକିସ୍ତାନୀ-ବାଂଲାଦେଶୀ ଭାଇ ଭାଇ, 2026 T20 World Cup ପୂର୍ବରୁ ପାକିସ୍ତାନୀ କ୍ୟାପଟେନଙ୍କ ବୟନକୁ ନେଇ ବିବାଦ

ନୂଆଦିଲ୍ଲୀ,୫।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ICCକୁ ଉସୁକାଇବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶ କ୍ରିକେଟ ଦଳକୁ 2026 T20…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri