ଭାରତ-ବ୍ରିଟେନ ସମ୍ପର୍କରୁ ଲାଭ ନିଅନ୍ତୁ ସୁନକ: ପୂର୍ବତନ ଉପ-ପ୍ରଧାନମନ୍ତ୍ରୀ…

ଲଣ୍ଡନ,୨୪।୬ : ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ଘନିଷ୍ଠ ସହଯୋଗୀ ତଥା ପୂର୍ବତନ ଉପପ୍ରଧାନ ମନ୍ତ୍ରୀ ଡୋମିନିକ ରାଏବ ପ୍ରଧାନମନ୍ତ୍ରୀ ସୁନକଙ୍କୁ ଭାରତ ସହ ନୂତନ ବାଣିଜ୍ୟ ଏବଂ ପ୍ରତିରକ୍ଷା ଚୁକ୍ତି ସ୍ବାକ୍ଷର କରିବାକୁ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି ଏହି ସମୟରେ ବ୍ରିଟେନ ଭାରତ ସହ ଥିବା ବନ୍ଧୁତ୍ୱର ଲାଭ ଉଠାଇବା ଉଚିତ। ବ୍ରିଟେନର ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ସହ ଦ୍ୱିପାକ୍ଷିକ ସମ୍ପର୍କରେ ଭାରତରୁ ଅନେକ କିଛି ହାସଲ କରିବାକୁ ପଡିବ ବୋଲି ରାଏବ କହିଛନ୍ତି।

ଡୋମିନିକ ରାଏବ ଗତ ମାସରେ ତାଙ୍କ ପଦରୁ ଇସ୍ତଫା ଦେଇଥିଲେ। ତାଙ୍କ ବିରୋଧରେ ଅସଦାଚରଣ ମାମଲାର ଅଭିଯୋଗ ହୋଇଥିଲା। ସୂଚନାନୁସାରେ, ରାଏବଙ୍କ ବିରୋଧରେ ନ୍ୟାୟ ମନ୍ତ୍ରଣାଳୟ ଏବଂ ହ୍ବାଇଟହଲର ଅନ୍ୟ ବିଭାଗକୁ ଭୟଭୀତ କରାଯାଇଥିବା ଅଭିଯୋଗ ହୋଇଥିଲା, ଏହା ପରେ ସେ ନିଜ ପଦରୁ ଇସ୍ତଫା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri