ସିଙ୍ଗଲ ରହିବାର ୬ଟି ସୁବିଧା: ଜାଣିଲେ ଆପଣ ବି କହିବେ ସାରା ଜୀବନ ରହିଯିବି ଏକା

ଏହା ସତ୍ୟ ଯେ, କାହା ସହିତ ରହିବା ଜୀବନକୁ ଖୁସି ଦେଇଥାଏ। ମାତ୍ର ଏକାକୀ ମଧ୍ୟ ଏତେ ଖରାପ ନୁହେଁ। ଏକାକୀ ଆପଣଙ୍କୁ ନିଜ ବିଷୟରେ ଅବଗତ କରାଏ ଏବଂ ଏଥିରେ ଆପଣ ନିଜକୁ ସମୟ ଦେଇଥାନ୍ତି। କେବଳ ଏକୁଟିଆ ପ୍ରତି ଆମର ମନୋଭାବ ପରିବର୍ତ୍ତନ କରିବା ଆବଶ୍ୟକ। ପ୍ରତ୍ୟେକ ମୁହୂର୍ତ୍ତର ନିଜସ୍ବ ମଜା ଅଛି। ତେଣୁ ପ୍ରେମ ନ କରିବା କିମ୍ବା ଅବିବାହିତ ରହିବାର ଅନେକ ସୁବିଧା ଅଛି। ଜାଣନ୍ତୁ ଏକା ରହିବାର ଏପରି କିଛି ଉପକାର ବିଷୟରେ …

ନିଜ ପାଇଁ ସମୟ
ଏକା ରହିବାର ଗୁରୁତ୍ୱପୂର୍ଣ୍ଣ ସୁବିଧା ହେଉଛି ଯେ, ଏଥିରେ ଆପଣ ନିଜ ପାଇଁ ସମୟ ପାଆନ୍ତି।

ନିଜେ ନିଜ ଉପରେ ମାଲିକ
ଏକା ରହିଲେ, କେଉଁ ସ୍ଥାନକୁ ଯିବାକୁ ଚାହୁଁଥିଲେ ସାଥୀଙ୍କ ଅନୁମତି ଲୋଡିବାକୁ ପଡ଼ିବ ନାହିଁ। ତୁମେ ତୁମ ଇଚ୍ଛା ଅନୁସାରେ ଯିବା ଆସିବା କରି ପାରିବ।

ଯତ୍ନ
ଏକା ରହିଲେ ନିଜେ ନିଜ କଥା ଭାବିବା ସହ ନିଜର ଯତ୍ନ ନେଇ ପାରିବ।

ସାଙ୍ଗମାନଙ୍କ ସହିତ ଅଧିକ ସମୟ
ପ୍ରେମ କିମ୍ବା ବିବାହ କରିଥିଲେ ସାଧାରଣତଃ ଅନ୍ୟ ସ୍ଥାନକୁ ଯିବା କିମ୍ବା ସାଙ୍ଗଙ୍କ ସହ ସମୟ ବିତାଇବା ପାଇଁ ପାର୍ଟନରଙ୍କ ଅନୁମତି ଆଣିଥାନ୍ତ। ପରାମର୍ଶ ମିଳିଲା ପରେ ମଧ୍ୟ ସେମାନେ ଦେଇଥିବା ସମୟରେ ଘରେ ପହଞ୍ଚିବାକୁ ପଡ଼ିବ ନ ପଡ଼ିଲେ ମନାନ୍ତର, ମତାନ୍ତର ହେବ। ତାଠୁ ଭଲ ଏକା ରହିବା।

କାର୍ଯ୍ୟ ଉପରେ ଧ୍ୟାନ

ଏକା ରହିଲେ ତୁମେ କାମ ଉପରେ ଅଧିକ ଧ୍ୟାନ ଦେଇ ପାରିବ। ତୁମେ ତୁମର କ୍ୟାରିୟର ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିପାରିବ ।

ଶାନ୍ତି ମିଳିବ
ଏକା ରହିବାର ଗୁରୁତ୍ୱପୂର୍ଣ୍ଣ ସୁବିଧା ହେଉଛି ତୁମକୁ ତିକ୍ତ ସମ୍ପର୍କର ଭାର ବହନ କରିବାକୁ ପଡିବ ନାହିଁ। ଏକା ରହିଲେ ମାନସିକ ଶାନ୍ତି ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri