ଫିଟିକିରିର ବ୍ୟବହାର

ଅଧିକାଂଶ ଲୋକେ ଘରେ ଫିଟିକିରି ରଖିଥିବା ଦେଖାଯାଏ । ବଜାରରେ ବି ଏହା ସହଜରେ ମିଳି ଯାଇଥାଏ । ହେଲେ କେତେକ ଲୋକେ ଏହି ଫିଟିକିରିର ବ୍ୟବହାର ବିଷୟରେ ଜାଣି ନ ଥାଆନ୍ତି । ଏହାକୁ ପାଣିରେ ମିଶାଇଲେ ପାଣି ସଫା ହୋଇଥାଏ ।
-ଚେହେରାରେ ଥିବା ଦାଗ ଦୂର କରିବା ପାଇଁ ଫିଟିକିରି ଭଲ କାମ ଦେଇଥାଏ । ଏହାକୁ ମୁହଁରେ ମାଲିସ କଲେ ସମସ୍ତ ଦାଗ ଦୂର ହୋଇଥାଏ ।
-ଦାନ୍ତ ବିନ୍ଧା ହେଉଥିଲେ ଫିଟିକିରି ପାଉଡର ଲଗାଇଲେ ଏଥିରୁ ଉପଶମ ମିଳିଥାଏ ।
-ଦେହରୁ ଝାଳ ଗନ୍ଧ ବାହାରୁ ଥିଲେ ବା ଦେହ କୁଣ୍ଡାଇ ହେଉଥିଲେ ଫିଟିକିରି ପାଣିରେ ସ୍ନାନ କଲେ ଉପଶମ ମିଳେ ।


Enter your email to get our daily news in your inbox.

All Right Reserved By Dharitri.Com

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri