କାକୁଡି ଜୁସ୍‌ର ଫାଇଦା

କାକୁଡ଼ିକୁ ଅନେକେ ସାଲାଡ୍‌ କରି ଖାଇବାକୁ ପସନ୍ଦ କରିଥାନ୍ତି। କିନ୍ତୁ ଏହାକୁ ଗ୍ରାଇଣ୍ଡିଂ କରି ଏହାର ଜୁସ୍‌ ପିଇଲେ ବି ଶରୀରକୁ ଅନେକ ଫାଇଦା ମିଳିଥାଏ। ଏପରି କି ଖରାଦିନେ କୋଲ୍ଡ ଡ୍ରିଙ୍କ୍ସ ପିଇବାକୁ ପସନ୍ଦ କରୁଥିବା ବ୍ୟକ୍ତିମାନେ ତାକୁ ନ ପିଇ ଯଦି ନିୟମିତ କାକୁଡି ଜୁସ୍‌ ପିଅନ୍ତି, ତା’ହେଲେ ସେମାନଙ୍କ ମନ, ମସ୍ତିଷ୍କ ଓ ସ୍ବାସ୍ଥ୍ୟ ଭଲ ରହିଥାଏ। ତା’ଛଡ଼ା ଯେଉଁମାନେ ଓଜନ କମାଇବା ପାଇଁ ଡାଇଟିଂ କରୁଛନ୍ତି, ସେମାନେ ତାଙ୍କ ଡାଏଟ୍‌ ଚାର୍ଟରେ କାକୁଡି ଜୁସ୍‌କୁ ସାମିଲ କଲେ ଦୁଇଗୁଣା ଫାଇଦା ମିଳିଥାଏ। ଏହି ଜୁସ୍‌ରେ ପ୍ରଚୁର ମାତ୍ରାରେ ଭିଟାମିନ୍‌ ବି, ପୋଟାସିୟମ୍‌ ଓ ଆଣ୍ଟିଅକ୍ସିଡାଣ୍ଟ ରହୁଥିବାରୁ ଚେହେରାକୁ ଉଜ୍ଜ୍ୱଳତା ପ୍ରଦାନ କରିବା ସହ ଖରାଦିନେ ଶରୀରକୁ ହାଇଡ୍ରେଟ୍‌ ରଖିବାରେ ବି ଏହା ବେଶ୍‌ ସହାୟକ ହୋଇଥାଏ। ସେହିପରି କ୍ୟାନ୍‌ସର୍‌ ସହ ଲଢ଼ିବା, ରକ୍ତଚାପକୁ ନିୟନ୍ତ୍ରଣରେ ରଖିବା, ଶରୀରର ଅସ୍ଥିଗୁଡ଼ିକୁ ମଜଭୁତ୍‌ କରିବା, ପାଚନ କ୍ରିୟାକୁ ସକ୍ରିୟ କରିବା ତଥା ମୁଖର ଦୁର୍ଗନ୍ଧକୁ ଦୂର କରିବାରେ ବି କାକୁଡି ଜୁସ୍‌ ବହୁତ ଉପକାରୀ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୨୮ ଅଗଷ୍ଟରେ ଲାଗୁଛି ଗ୍ରହଣ: ୬ ରାଶି ହୋଇଯାଆନ୍ତୁ ସତର୍କ, ଖର୍ଚ୍ଚ ହୋଇଯିବ ସବୁ ଟଙ୍କା…

୨୮ ଅଗଷ୍ଟ ୨୦୨୬ରେ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଲାଗିବ। ଜ୍ୟୋତିଷ ଶାସ୍ତ୍ରର ମାନ୍ୟତା ଅନୁଯାୟୀ ଏହାର ପ୍ରଭାବ ୬ଟି ରାଶି ଉପରେ ପଡ଼ିପାରେ। ଜାଣନ୍ତୁ କେଉଁ କେଉଁ…

ଆଜି ଗ୍ରହ ସଂଯୋଗ ଆଣିବ ୫ ରାଶିଙ୍କ ପାଇଁ ବଡ଼ ପରିବର୍ତ୍ତନ, ଅଚାନକ ଘଟିବ ଏଭଳି, ଯାହା କେବେ…

ଜ୍ୟୋତିଷ ଦୃଷ୍ଟିରୁ ୨୧ ଅଗଷ୍ଟ ଦିନଟି ଅନେକ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ରହିପାରେ। ଗ୍ରହମାନଙ୍କର ସ୍ଥିତି ଅନୁଯାୟୀ ଏହି ଦିନ କ୍ୟାରିୟର, ବ୍ୟବସାୟ ଓ ଆୟ କ୍ଷେତ୍ରରେ…

କେତୁଙ୍କ ଘରେ ବୁଧଙ୍କ ପ୍ରବେଶ, ୩ ରାଶିଙ୍କ ଘରେ ପଡିଯିବ ଅକାଳ! ଆଖି ପିଛୁଳାକେ ଚାଲିଯିବ ସବୁ ଟଙ୍କା…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହ ଏବଂ ନକ୍ଷତ୍ରମାନଙ୍କର ଚାଲି ପରିବର୍ତ୍ତନ ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ। ବୁଧ ଏବଂ କେତୁଙ୍କ ସ୍ଥିତି ଓ ନକ୍ଷତ୍ର…

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଶନିଙ୍କ ଚଳନରେ ମାଲାମାଲ ହେବେ ୪ ରାଶି: ଅଚାନକ ବଦଳିଯିବ ଭାଗ୍ୟ, ହେବ ଧନବର୍ଷା

ବୈଦିକ ଜ୍ୟୋତିଷରେ ଶନିଦେବଙ୍କ ଚଳନ ଓ ନକ୍ଷତ୍ର ପରିବର୍ତ୍ତନକୁ ବିଶେଷ ମହତ୍ତ୍ୱ ଦିଆଯାଏ। ଶନି ରାଶି କିମ୍ବା ନକ୍ଷତ୍ର ପରିବର୍ତ୍ତନ କଲେ ଏହାର ପ୍ରଭାବ ସମସ୍ତ ୧୨ଟି…

୨୦୨୬ ଶେଷ ପୂର୍ବରୁ ବଡ଼ ସଫଳତା! ଆଗାମୀ ୪ ମାସ ଏହି ରାଶିଙ୍କ ସହ ହେବ ଚମତ୍କାର, ବଢିବ…

୨୦୨୬ ବର୍ଷ ଶେଷ ହେବାକୁ ଆଉ ମାତ୍ର ୪ ମାସ ବାକି ରହିଛି। ଏହାପରେ ଆରମ୍ଭ ହେବ ନୂଆ ବର୍ଷ ୨୦୨୭। ତେବେ ନୂଆ ବର୍ଷ ଆସିବା…

ସୃଷ୍ଟି ହେଲା ଦୁର୍ଲଭ ରାଜଯୋଗ: କର୍କଟ ସମେତ ୫ ରାଶିଙ୍କ ଚମକିବ ଭାଗ୍ୟ, ଅଚାନକ ମିଳିବ ଖୁସିଖବର!

୨୦ ଅଗଷ୍ଟର ରାଶିଫଳ ଅନୁସାରେ, ଏହି ଦିନ ଚନ୍ଦ୍ରମା ଦିନ-ରାତି ବିଛା ରାଶିରେ ବିଶାଖା ପରେ ଅନୁରାଧା ନକ୍ଷତ୍ରରେ ଗୋଚର କରିବେ। ବିଛା ରାଶିରେ ଚନ୍ଦ୍ରମା ନୀଚସ୍ଥ…

ଶ୍ରାବଣରେ ଶାହରୁଖ ଖାନ୍‌ଙ୍କ ଘରୁ ବାହାରିଲା ସାପ ଯୋଡ଼ି: ଜାଣନ୍ତୁ ଘରେ ସାପ ଆସିବା କେଉଁ ସଙ୍କେତ ଦିଏ…

ହିନ୍ଦୁ ଧର୍ମୀୟ ଶାସ୍ତ୍ରରେ ସାପକୁ ପୂଜନୀୟ ମନେ କରାଯାଏ। ଭଗବାନ ଶିବ ମଧ୍ୟ ନିଜ ବେକରେ ନାଗକୁ ଧାରଣ କରିଥିବାରୁ ନାଗଙ୍କୁ ନେଇ ଧାର୍ମିକ ମାନ୍ୟତା ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri