ଖରାଦିନେ କାହିଁକି ପିଅନ୍ତି ମାଠିଆ ପାଣି

ଗରମରେ ଥଣ୍ଡା ପାଣି ପିଇବାକୁ ମନ ହୁଏ। ଏଥିପାଇଁ ଘରେ ଲୋକେ ଫ୍ରିଜ ବ୍ୟବହାର କରିଥାନ୍ତି। ଫ୍ରିଜ ପାଣି ପାଟିକୁ ଭଲ ଲାଗିଥାଏ ହେଲେ ପେଟ ଗରମ ହୋଇଥାଏ। ଏହା ଶରୀରକୁ କ୍ଷତି ପହଞ୍ଚାଇ ଥାଏ। କିନ୍ତୁ ମାଠିଆ ପାଣି ଶରୀର ପାଇଁ ସର୍ବୋତ୍ତମ ବୋଲି ବିଶେଷଜ୍ଞମାନେ ମତ ଦେଇଥାନ୍ତି। ମାଠିଆ ପାଣି ପ୍ରାକୃତିକ ଉପାୟରେ ଥଣ୍ଡା ହୋଇଥିବାରୁ ଏହି ପାଣି ଶରୀରକୁ କୌଣସି କ୍ଷତି ପହଞ୍ଚାଇ ନଥାଏ। ତେବେ ମାଠିଆ ପାଣି ପିଇବାର ଅନେକ ଲାଭ ବିଷୟରେ ଆସନ୍ତୁ ଜାଣିବା ।

*ମାଠିଆ ପାଣି ପିଇବା ଦ୍ବାରା ପେଟ ଥଣ୍ଡା ରହିବା ସହ ପାଚନ କ୍ରିୟା ସଠିକ ଭାବେ ହୋଇଥାଏ। ଏଥିସହ ବଦହଜମୀ ଏବଂ ଅମ୍ଳ ସମସ୍ୟା ମଧ୍ୟ ଦୂର ହୋଇଥାଏ ।

*ମାଠିଆ ପାଣି ପିଇବା ଦ୍ବାରା ଶରୀରରେ ହରମୋନ ସ୍ତର ନିୟନ୍ତ୍ରିତ ରହିଥାଏ । ଏହା ଦ୍ବାରା ମେଟାବୋଲିଜିମ (ଶରୀରର ବୃଦ୍ଧିକାରୀ ଓ ଶକ୍ତି ଦାୟକ ସମସ୍ତ ରାସାୟନିକ ପ୍ରକ୍ରିୟା) ସଠିକ୍‌ ରହିଥାଏ ।

* ମାଠିଆ ପାଣିରେ ରୋଗ ପ୍ରତିରୋଧକ ଶକ୍ତି ଭରପୁର ମାତ୍ରାରେ ରହିଥାଏ। ମାଠିଆରେ ଥିବା ବିଶେଷ ତତ୍ତ୍ବ ପାଣିର ଅଶୁଦ୍ଧତା ଦୂର କରିଥାଏ । ଏଥିସହ ମାଠିଆ ପାଣି ଶରୀରକୁ ଆବଶ୍ୟକୀୟ ମିନେରାଲ୍ସ ମଧ୍ୟ ପ୍ରଦାନ କରିଥାଏ। ଫଳରେ ଥଣ୍ଡା, କାଶ ଏବଂ ଗଳା ସମସ୍ୟା ଭଳି ରୋଗ ହୋଇ ନ ଥାଏ। କେବଳ ସେତିକି ନୁହେଁ ମାଠିଆ ପାଣି ଅଂଶୁଘାତରୁ ମଧ୍ୟ ରକ୍ଷା କରିଥାଏ। ଏଥିପାଇଁ ଖରାଦିନେ ବିଭିନ୍ନ ସ୍ଥାନରେ ଖୋଲାଯାଇଥିବା ଜଳଛତ୍ରରେ ପାଣି ପାଇଁ ମାଠିଆର ବ୍ୟବହାର କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

Valentine Day: ଭାଲେଣ୍ଟାଇନ୍ସ ଡେ’ରେ ଏହି ୩ ରାଶିର ଭାଙ୍ଗିବ ହୃଦୟ! ରୋମାଣ୍ଟିକ ଡିନର୍‌ରେ ଯିବେ ମୀନ ସହ ଏହି ୨ରାଶି…

ଆଜି ଭାଲେଣ୍ଟାଇନ୍ସ ଡେ। ପ୍ରେମର ଏହି ଦିନରେ, ଆଜି ପ୍ରେମ ରାଶିଙ୍କ ବିଷୟରେ ଆସନ୍ତୁ ଜାଣିବା। ମେଷ, ସିଂହ, କନ୍ୟା, ବିଛା ଏବଂ ମୀନ ରାଶିର ଲୋକମାନେ…

ମହାଶିବରାତ୍ରିରୁ ଉତ୍ତର ଦିଗକୁ ଗତି କରିବେ ବୁଧ ଗ୍ରହ: ଏହି ୩ ରାଶିର ଭଲ ହେବ ନା ଖରାପ, ଜାଣନ୍ତୁ…

ବୈଦିକ ଜ୍ୟୋତିଷରେ, ବୁଧ ଗ୍ରହ ହେଉଛି ବୁଦ୍ଧି, ବାଣୀ, ତର୍କ, ଗଣିତ, ବ୍ୟବସାୟ ଏବଂ ଯୋଗାଯୋଗ ପାଇଁ ଦାୟୀ। ଏହା ଜଣେ ବ୍ୟକ୍ତିଙ୍କ ବିଶ୍ଳେଷଣାତ୍ମକ କ୍ଷମତା, ନିଷ୍ପତ୍ତି…

କୁମ୍ଭ ରାଶିରେ ଚତୁର୍ଗ୍ରହୀ ଯୋଗ, ଦୁର୍ଲଭ ସଂଯୋଗରୁ ଲାଭବାନ୍ ହେବେ ଏହି ୩ ରାଶି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗ୍ରହମାନେ ସମୟ ସମୟରେ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଗୋଚର କରନ୍ତି । ଏହି ସମୟ ମଧ୍ୟରେ, ଗ୍ରହମାନେ ଅନ୍ୟ ଗ୍ରହମାନଙ୍କ…

ହଠାତ୍ ଭୋକ ଲାଗିବା ବନ୍ଦ ହୋଇଯାଉଛି କି? ସାବଧାନ! ହୋଇପାରେ ଗମ୍ଭୀର ରୋଗର ଲକ୍ଷଣ

କିଛି ଲୋକଙ୍କର ହଠାତ୍ ସ୍ୱାଭାବିକ ଭୋକ କମିଯାଏ । ଏହାକୁ ପ୍ରାୟତଃ ଥକ୍କାପଣ, ପାଗ କିମ୍ବା ଦିନଚର୍ଯ୍ୟାରେ ପରିବର୍ତ୍ତନ ବୋଲି ଖାରଜ କରାଯାଏ । ଭୋକ ଆମ…

ସୂର୍ଯ୍ୟ ପରାଗରେ ଶନିଙ୍କ ରାଶିରେ ଖରାପ ପ୍ରଭାବ, ଏହି ୩ଟି ରାଶିରେ ଘୋଟିଯିବ ବିପଦ!

ସୂର୍ଯ୍ୟ ବର୍ତ୍ତମାନ ମକର ରାଶିରେ ଅଛନ୍ତି। ଏହା ଫେବୃଆରୀ ୧୩ ତାରିଖରେ କୁମ୍ଭ ରାଶିରେ ପ୍ରବେଶ କରିବ ଏବଂ ତା’ପରେ ଫେବୃଆରୀ ୧୭ ତାରିଖରେ ସୂର୍ଯ୍ୟଗ୍ରହଣ ହେବ।…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri