କିସ୍‌ମିସ୍‌ର ଉପକାରିତା

କିସ୍‌ମିସ୍‌ ସେବନ ଦ୍ୱାରା ବି ଆମ ଶରୀରକୁ ଅନେକ ଉପକାର ମିଳିଥାଏ। ଯେମିତିକି: ଏହା ଆଖି ପାଇଁ ବହୁତ ଉପକାରୀ। କୁହାଯାଏ, ପ୍ରତିଦିନ ୭/୮ଟି କିସ୍‌ମିସ୍‌ ଖାଇବା ଦ୍ୱାରା ଆଖିର ଦୃଷ୍ଟି ଶକ୍ତି ବୃଦ୍ଧି ପାଇଥାଏ। ତା’ଛଡ଼ା ନିୟମିତ ଏହାର ସେବନ ଦ୍ୱାରା ଶରୀରରେ ସୁଗାର୍‌ ଲେଭଲ୍‌ ମଧ୍ୟ ନିୟନ୍ତ୍ରଣରେ ରହିଥାଏ। ଓଜନ କମାଇବା, ହଜମ ଶକ୍ତି ବୃଦ୍ଧି କରିବାରେ ବି ଏହା ଖୁବ୍‌ ଉପକାରୀ ହୋଇଥାଏ। ତ୍ୱଚାରେ ଚମକ ଆଣିବା ସହିତ ହାଡ଼କୁ ମଜଭୁତ୍‌ କରିବାରେ ମଧ୍ୟ କିସ୍‌ମିସ୍‌ର ରହିଛି ଅନେକ ଭୂମିକା। ସେହିପରି ଶରୀରରେ ଆଇରନ୍‌ର ମାତ୍ରା କମିଗଲେ କିସ୍‌ମିସ୍‌ ଖାଇବା ଦ୍ୱାରା ବହୁତ ଫାଇଦା ମିଳିଥାଏ। ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରାଇବା ସହ କିସ୍‌ମିସ୍‌ ସେବନ ଦ୍ୱାରା ଆମର ହୃଦ୍‌ସ୍ପନ୍ଦନ ମଧ୍ୟ ଠିକ୍‌ ରହିଥାଏ। କିନ୍ତୁ ଧ୍ୟାନ ଦେବେ ଅଧିକ ମାତ୍ରାରେ କିସ୍‌ମିସ୍‌ ସେବନ କରିବେ ନାହିଁ। ନଚେତ୍‌ ଏହା ଶରୀରକୁ ଫାଇଦା ଦେବା ପରିବର୍ତ୍ତେ ଶରୀର ପାଇଁ ସମସ୍ୟା ସୃଷ୍ଟି କରିଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସିଂହ ରାଶିରେ ଶୁକ୍ରଙ୍କ ଗୋଚର: ଜୁଲାଇ ୪ରୁ ଚମକିବ ଏହି ୪ ରାଶିର ଭାଗ୍ୟ, ଧନଲାଭ ସହ ମିଳିବ ସୁଖ-ସମୃଦ୍ଧି

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଗ୍ରହଙ୍କୁ ସୁଖ, ସମୃଦ୍ଧି, ପ୍ରେମ, ସୌନ୍ଦର୍ଯ୍ୟ ଓ ଭୌତିକ ସୁଖ-ସୁବିଧାର କାରକ ବୋଲି କୁହାଯାଏ। ଯେତେବେଳେ ବି ଶୁକ୍ର ନିଜର ରାଶି ପରିବର୍ତ୍ତନ…

ପୁଷ୍ୟ ନକ୍ଷତ୍ରରେ ଗୋଚର କରିବେ ବୃହସ୍ପତି, ୧୯ ଜୁଲାଇରୁ ଖୋଲିବ ଏହି ରାଶିର ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ, ବୃହସ୍ପତିଙ୍କୁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଗ୍ରହ ବୋଲି କୁହାଯାଏ । ଏହାକୁ ଜ୍ଞାନ, ଶିକ୍ଷା, ଧନ ଏବଂ ସନ୍ତାନର ପ୍ରମୁଖ କର୍ତ୍ତା ଭାବରେ ବିବେଚନା…

ଶିଶୁଙ୍କୁ ADHD ରୁ ରକ୍ଷା କରିପାରେ ମା’ କ୍ଷୀର, ଜାଣନ୍ତୁ କଣ କହୁଛି ନୂଆ ଗବେଷଣା

ନୂଆଦିଲ୍ଲୀ,୩୦।୬ (ପି.ଟି.): ଆଜିକାଲି ଅନେକ କ୍ଷେତ୍ରରେ ବିଭିନ୍ନ କାରଣକୁ ନେଇ ଶିଶୁଙ୍କୁ ସ୍ତନ୍ୟପାନ କରାଇବା ହ୍ରାସ ପାଉଥିବା ଦେଖାଯାଉଛି। କେତେକ ସ୍ଥଳରେ ମା’ର ସ୍ବାସ୍ଥ୍ୟଗତ କାରଣ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri