Posted inଫୁରସତ

ମୂଳାର ଉପକାରିତା

ମୂଳା ଖାଇବା ଦ୍ୱାରା ଶରୀରକୁ ଅନେକ ଉପକାର ମିଳେ। କାରଣ ଏଥିରେ ଭରି ରହିଥାଏ ଭିଟାମିନ୍‌ ସି ସମେତ ଅନେକ ଉପକାରୀ ପୋଷଣ ତତ୍ତ୍ୱ; ଯଦ୍ଦ୍ବାରା ଏହାକୁ ଖାଇଲେ ଶରୀରରେ ରୋଗପ୍ରତିରୋଧକ ଶକ୍ତି ବଢିବାରେ ସହାୟକ ହୋଇଥାଏ। କୋଷ୍ଠକାଠିନ୍ୟ ରୋଗରେ ପୀଡିତ ବ୍ୟକ୍ତିଙ୍କ ପାଇଁ ବି ମୂଳା ଖାଇବା ସର୍ବୋତ୍ତମ। କାରଣ ମୂଳା ଖାଇବା ଦ୍ୱାରା ପାଚନକ୍ରିୟା ଠିକ୍‌ ରହିଥାଏ ବୋଲି କୁହାଯାଏ। ଅନ୍ୟପକ୍ଷେ ମୂଳା କିଡ୍‌ନୀ ପାଇଁ ମଧ୍ୟ ଉପକାରୀ। କୁହାଯାଏ, ନିୟମିତ ବ୍ୟବଧାନରେ ମୂଳା ଖାଇବା ଦ୍ୱାରା କିଡ୍‌ନୀ ଷ୍ଟୋନ ହେବାର ଆଶଙ୍କା ସେତେ ବେଶୀ ରହେନାହିଁ। ଶରୀରର ଓଜନକୁ ନିୟନ୍ତ୍ରଣରେ ରଖିବା ସହିତ ବ୍ଲଡ୍‌ ସୁଗାର୍‌କୁ ବି ନିୟନ୍ତ୍ରଣରେ ରଖିବାରେ ମୂଳା ବେଶ୍‌ ସହାୟକ ହୋଇଥାଏ। ତା’ଛଡ଼ା ଏଥିରେ ପୋଟାସିୟମ୍‌ର କିଛି ମାତ୍ରା ରହୁଥିବାରୁ, ଏହାକୁ ଖାଇଲେ ହୃତ୍‌ପିଣ୍ଡ ସୁସ୍ଥ ରହିଥାଏ ବୋଲି ସୂଚନା ରହିଛି। କେବଳ ସେତିକି ନୁହେଁ, ଫୋଲେଟ୍‌ ନାମକ ଏକ ତତ୍ତ୍ୱ ମୂଳାରେ ରହିଥିବାରୁ, ଏହାର ସେବନ ମସ୍ତିଷ୍କ ପାଇଁ ବି ବେଶ୍‌ ଉପକାରୀ ହୋଇଥାଏ। ଯେହେତୁ ଶୀତଦିନେ ଭଲ ମୂଳା ମିଳେ, ତେଣୁ ଏହାକୁ ପ୍ରତ୍ୟେହ ଖାଦ୍ୟ ତାଲିକାରେ ସାମିଲ କରିବା ସ୍ବାସ୍ଥ୍ୟ ପାଇଁ ଉତ୍ତମ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମନର କଥା ବଖାଣିଲେ ସାମନ୍ଥା: କେବଳ ରାଜ୍‌ଙ୍କ ପାଇଁ…

ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ ଆଜିକାଲି ସୁଖୀ ଦାମ୍ପତ୍ୟ ଜୀବନ ବିତାଉଛନ୍ତି। ସ୍ବାମୀ ତଥା ଚଳଚ୍ଚିତ୍ର ନିର୍ମାତା ରାଜ ନିଦିମୋରୁଙ୍କ ସହ ସେ ହନିମୁନ୍‌ରୁ ଫେରିଛନ୍ତି। ନିକଟରେ…

ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୧୫ ମୃତ

ଲିମା,୨୪।୨: ଦକ୍ଷିଣ ଆମେରିକୀୟ ଦେଶ ପେରୁରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ଆସିଛି। ବନ୍ୟା ପ୍ରଭାବିତ ଅଞ୍ଚଳରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିବା ପାଇଁ ଯାଉଥିବା…

ଭେଷଜ ମେଡ଼ିକାଲ କଲେଜ ପ୍ରତିଷ୍ଠା ଦାବି, ୧୨ ଘଣ୍ଟିଆ ନୟାଗଡ଼ ବନ୍ଦ

ନୟାଗଡ଼, ୨୪।୨(ଲୋକନାଥ ମିଶ୍ର): ଭେଷଜ ମେଡିକାଲ କଲେଜ ପାଇଁ ନୟାଗଡ଼ ଜିଲା ସଦର ମହକୁମା ମଙ୍ଗଳବାର ସକାଳ ୬ରୁ ବନ୍ଦ ହୋଇଛି । ନୟାଗଡ଼ ସହରର ବ୍ୟବସାୟୀମାନେ…

ଟିମ ଇଣ୍ଡିଆରେ ବଡ଼ ପରିବର୍ତ୍ତନ? ଏହି ଖେଳାଳିଙ୍କୁ ପ୍ଲେଇଂ ୧୧ରୁ ବାଦ ଦେବାକୁ କହିଲେ ଗାଭାସ୍କର

ନୂଆଦିଲ୍ଲୀ,୨୪।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦମଦାର ପରାଜୟ ପରେ, ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନକୁ ନେଇ ଚର୍ଚ୍ଚା ଜୋର ଧରିଛି।…

ଶେଷରେ ଧରାପଡ଼ିଲେ ପ୍ରେମିକ-ନବବଧୂ: ଏହି ସ୍ଥାନରେ ଥିଲେ, ପୋଲିସ ଉଭୟଙ୍କୁ…

ସୋନପୁର,୨୪।୨: ବନ୍ଧୁକ ଦେଖାଇ କାର୍‌ରୁ ନବବଧୂଙ୍କୁ ଅପହରଣ ଘଟଣାରେ ସୁବର୍ଣ୍ଣପୁର ଜିଲା ତରଭା ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତ ତଥା ବୌଦ୍ଧ ଜିଲା କଣ୍ଟାମାଳ ଥାନା ବଡଛେପାପାଲି…

ଝାରସୁଗୁଡ଼ା ସାରସମାଲ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରୁ ଚୋରି, କବାଟ ତାଡ଼ି ଲୁଟିନେଲେ ଲକ୍ଷାଧିକ….

ଝାରସୁଗୁଡା,୨୪।୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡ଼ା ସହର ଉପକଣ୍ଠ ସାରସମାଲ ସ୍ଥିତ ଅର୍ବାନ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ କବାଟ ତାଡ଼ି ବ୍ୟାପକ ଚୋରି…

କୋର୍ଟରେ ସାକ୍ଷୀ ଦେବା ହେଲା କାଳ, ଗାଁ ଦାଣ୍ଡରେ ପିଟିପିଟି ହତ୍ୟା

ଉଦଳା,୨୪।୨(ସନ୍ତୋଷ କୁମାର ବାଛିନୀ): ଝଗଡାରୁ ଯୁବକଙ୍କୁ ଗଡିଗାଁରେ ଗୋଡେଇ ଗୋଡେଇ ବାଡେଇ ମାରିଲେ ଅଭିଯୁକ୍ତଙ୍କ ସମ୍ପର୍କୀୟ । ପୂର୍ବ ଘଟଣାରେ ଥିଲେ ପ୍ରତ୍ୟକ୍ଷଦର୍ଶୀ। ଆଉ ଘଟଣାରେ ସାକ୍ଷୀ…

ଆଜି ହେବ ନିର୍ବାଚନ କମିଶନଙ୍କ ଜାତୀୟ ଗୋଲ ଟେବୁଲ ସମ୍ମିଳନୀ, ୧୯୯୯ରେ ଶେଷ ଥର ପାଇଁ ଅନୁଷ୍ଠିତ ହୋଇଥିଲା, ଜାଣନ୍ତୁ କ’ଣ ଏହାର ଉଦ୍ଦେଶ୍ୟ

ନୂଆଦିଲ୍ଲୀ,୨୪।୨: ମଙ୍ଗଳବାର ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଭାରତର ନିର୍ବାଚନ କମିଶନ ଏକ ‘ଜାତୀୟ ଗୋଲଟେବୁଲ ସମ୍ମିଳନୀ’ ଆୟୋଜନ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଗୋଲଟେବୁଲରେ ସମସ୍ତ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri