ହିତାଧିକାରୀଙ୍କ ଜମାଖାତାକୁ ସିଧାସଳଖ ଯିବ ଭତ୍ତା

କଟକ ଅଫିସ,୨୫ା୨: ସହରରେ ୫୯ଟି ୱାର୍ଡରେ ନିର୍ଦ୍ଧାରିତ କେନ୍ଦ୍ରରେ ବୃଦ୍ଧ, ବିଧବା ଓ ଦିବ୍ୟାଙ୍ଗ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରାଯାଉଛି। ଏହି ବଣ୍ଟନ ବ୍ୟବସ୍ଥାକୁ ସ୍ବଚ୍ଛ ଓ ବୃଦ୍ଧାବୃଦ୍ଧଙ୍କ ପଥକଷ୍ଟ ଦୂର କରିବା ପାଇଁ ହିତାଧିକାରୀଙ୍କ ଜମାଖାତା ଜରିଆରେ ସିଧାସଳଖ ଭତ୍ତା ଦେବାକୁ ସରକାର ନିୟମ କରିଛନ୍ତି। ଏହି ପରିପ୍ରେକ୍ଷୀରେ କଟକ ମହାନଗର ନିଗମ(ସିଏମ୍‌ସି) ଅଧୀନରେ ଥିବା ହିତାଧିକାରୀଙ୍କୁ ଆବଶ୍ୟକୀୟ ଦସ୍ତାବିଜ ସିଏମ୍‌ସି ନିକଟରେ ଦାଖଲ କରିବାକୁ କୁହାଯାଇଛି। ଏଥିପାଇଁ ମାର୍ଚ୍ଚ ଦ୍ୱିତୀୟ ସପ୍ତାହ ପର୍ଯ୍ୟନ୍ତ ସମୟ ଧାର୍ଯ୍ୟ କରାଯାଇଛି। ହିତାଧିକାରୀମାନେ ଆଧାର କାର୍ଡ ଏବଂ ବ୍ୟାଙ୍କ ପାସବୁକ ଜେରକ୍ସ ଦାଖଲ କରିବାକୁ କୁହାଯାଇଛି। ଯାହାଦ୍ୱାରା ହିତାଧିକାରୀଙ୍କ ଭତ୍ତା ଟଙ୍କା ସିଧାସଳଖ ବ୍ୟାଙ୍କଖାତାକୁ ଯିବ ବୋଲି ସିଏମ୍‌ସି ବସ୍ତି ଉନ୍ନୟନ ଅଧିକାରୀ ଶ୍ୱେତପଦ୍ମା ଡି ଶତପଥୀ କହିଛନ୍ତି। ସିଏମ୍‌ସିରେ ସର୍ବମୋଟ ୨୪ ହଜାର ୧୦ ଜଣ ହିତାଧିକାରୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରୁ କରୋନା ନେଲାଣି ୪୫୬ ଜୀବନ, ଆଜି ୮ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୮ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୮ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୫୬କୁ ବୃଦ୍ଧି ପାଇଥିବା ରାଜ୍ୟ...

ଗତବର୍ଷ ତୁଳନାରେ ଏ ବର୍ଷ ବଢ଼ିଛି ୪୭ ପ୍ରତିଶତ ଅଧିକ ଧାନ ସଂଗ୍ରହ

ଭୁବନେଶ୍ୱର, ୨୮।୫(ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ନିମନ୍ତେ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି କରାଯାଇଥିବା ବେଳେ ଚାଷୀଙ୍କଠାରୁ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ତ୍ବରାନ୍ବିତ କରାଯାଇଛି। ଗତବର୍ଷ...

ସିଲ୍‌ ହେବ ୧୪ ଦୋକାନ

ବାରିପଦା ଅଫିସ,୯ା୫: ସାମାଜିକ ଦୁରତ୍ୱ ପାଳନ ନ କରିଥିବା ଅଭିଯୋଗରେ ବାରିପଦା ସହରରେ ଥିବା ୧୪ଟି ଦୋକାନକୁ ସିଲ୍‌ କରାଯିବ ବୋଲି ବାରିପଦା ତହସିଲଦାର ରାମଚନ୍ଦ୍ର...

ଭିଜିଲାନ୍ସ ଜାଲରେ ଫରେଷ୍ଟର

ଭବାନୀପାଟଣା,୨୦।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ମ.ରାମପୁର ରେଞ୍ଜ ମୋହନଗିରି ଫରେଷ୍ଟର ରୁଦ୍ରପ୍ରସାଦ ଗହୀର ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ବିଭାଗର ଜଣେ ପୂର୍ବତନ...

ମେ’ ୩ରୁ ମାଟ୍ରିକ, ୧୫ରୁ ଯୁକ୍ତଦୁଇ ପରୀକ୍ଷା

ଭୁବନେଶ୍ୱର,୨।୧(ବ୍ୟୁରୋ) : କୋଭିଡ୍‌ କଟକଣା ଯୋଗୁ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ଥିବା ବେଳେ ଚଳିତମାସ ୮ ତାରିଖରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପାଠପଢ଼ା ଆରମ୍ଭ ହେବ।...

କଟକରୁ ୧୪୯ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୨୧।୮-କଟକ ସହରରୁ ଶୁକ୍ରବାର ୧୪୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୪୯ ମଧ୍ୟରୁ ୭୮ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୭୧ଟି ଲୋକାଲ କଣ୍ଟାକ୍ଟ...

ଜଗତ୍‌ସିଂହପୁର ଜିଲାରେ କୁକୁର ବନ୍ଧ୍ୟାକରଣ ଯୋଜନା ପ୍ରହସନ: କାମରେ ଲାଗୁନି ୧୮ ଲକ୍ଷର ଅନୁଦାନ

ଜଗତ୍‌ସିଂହପୁର ଅଫିସ, ୧୮ା୭: ଜଗତ୍‌ସିଂହପୁର ଜିଲାରେ ଏବେ ବୁଲା କୁକୁରଙ୍କ ଉତ୍ପାତ ଚିନ୍ତାର କାରଣ ହୋଇଛି। ରାତିଅଧ ହେଉ ଅବା ଦ୍ୱିପ୍ରହରରେ ଲୋକେ ରାସ୍ତାରେ ନିରାପଦରେ...

ନକଲି ମହିଳା ଆଇପିଏସ୍‌ ଅଫିସର ଗିରଫ

ରାଉରକେଲା ଅଫିସ, ୧୯।୮-ରାଉରକେଲା ଉଦିତନଗର ପୋଲିସ ମଙ୍ଗଳବାର ଜଣେ ନକଲି ମହିଳା ଆଇପିଏସ୍‌ ଅଫିସରଙ୍କୁ ଧରିଛି। ବୁଧବାର ତାଙ୍କୁ ଗିରଫ କରାଯାଇଛି। ଏହି ମହିଳା ଜଣକ...

Advertisement
Archives

Model This Week