Posted inଜାତୀୟ

ମତଦାନ ପୂର୍ବରୁ ଟିଏମ୍‌ସି କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା: ୮ ଗିରଫ

କୋଲକତା,୧।୪: ପଶ୍ଚିମବଙ୍ଗରେ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଚାଲିଛି। କିନ୍ତୁ ମତଦାନ ପୂର୍ବରୁ କେଶପୁରରେ ତୃଣମୂଳ କଂଗ୍ରେସର ଜଣେ କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା କରାଯାଇଛି। ସେ ହେଉଛନ୍ତି ଉତ୍ତମ ଦୋଲାଇ(୪୦ ବର୍ଷ)। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହୋଇଛି। ଭାଜପା କାର୍ଯ୍ୟକର୍ତ୍ତାମାନେ ଉତ୍ତମଙ୍କୁ ତାଙ୍କ ଘରେ ଆକ୍ରମଣ କରିଥିବା ଟିଏମ୍‌ସି ଅଭିଯୋଗ କରିଛି। ସୂଚନାଯୋଗ୍ୟ, କେଶପୁରରେ ଥିବା ହରିହରଚାକ ଅଞ୍ଚଳରେ ଉତ୍ତମଙ୍କୁ ହତ୍ୟା କରାଯାଇଛି। ଏହି ଘଟଣାରେ ପୋଲିସ ଏପର୍ଯ୍ୟନ୍ତ ୮ଜଣଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରୋଗ୍ୟ ସେତୁ ଆପ୍‌ ଡାଉନ୍‌ଲୋଡ୍‌ କରିବାକୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ପରାମର୍ଶ

ନୂଆଦିଲ୍ଲୀ,୨୯।୪: ଭାରତରେ କରୋନା ସଂକ୍ରମିତ ତଥା ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସରକାରଙ୍କ ପକ୍ଷରୁ ସୁରକ୍ଷାକୁ ଦୃଷ୍ଟିରେ ରଖି ଲକ୍‌ଡାଉନ୍‌ ଜାରି ରହିଛି। ସେହିପରି କାର୍ଯ୍ୟାଳୟରେ...

ରାଜସ୍ଥାନ ଭାଜପାରେ ସବୁ କିଛି ଠିକ୍‌ ଚାଲିନି

ଜୟପୁର, ୨୩।୫: ଭାଜପା ସୂତ୍ରରୁ ମିଳୁଥିବା ଖବର ଅନୁଯାୟୀ ରାଜସ୍ଥାନରେ ଗୈରିକ ଦଳ ଭିତରେ ସବୁକିଛି ଠିକ୍‌ ଚାଲିଥିବା ଭଳି ବିଶ୍ୱାସ ହେଉ ନାହିଁ। ଶନିବାର ନାଗାଉର...

ଅଭିନେତ୍ରୀଙ୍କ ବିରୋଧରେ ଅଭିଯୋଗ ଆଣିଲେ କ୍ୟାବ ଡ୍ରାଇଭର

ବେଙ୍ଗାଲୁରୁ,୬।୧୦: କ୍ୟାବରେ ଏସି ନ ଚଳାଇବାରୁ କନ୍ନଡ ଅଭିନେତ୍ରୀ ସଞ୍ଜନା ଗଲରାନି ଡ୍ରାଇଭରଙ୍କୁ ଅଶ୍ଳୀଳ ଭାଷାରେ ଗାଳି ଦେଇଥିବା ଥାନାରେ ଅଭିଯୋଗ ହୋଇଛି। ଅନ୍ୟପକ୍ଷରେ ସୋସିଆଲ...

ଜମ୍ମୁ-କଶ୍ମୀରରେ ନିବେଶ ପାଇଁ ସୁମଲିମ୍‌ ରାଷ୍ଟ୍ରଙ୍କ ସହିତ ଭାରତର ଯୋଗାଯୋଗ ପ୍ରୟାସ…

ନୂଆଦିଲ୍ଲୀ,୨୧।୧୦: ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଭାରତ କୂଟନୈତିକ ସ୍ତରରେ ପାକିସ୍ତାନକୁ ଘେରିବାକୁ ପ୍ରସ୍ତୁତ ହେଉଛି। ଜମ୍ମୁ-କଶ୍ମୀରରେ ପର୍ଯ୍ୟାୟକ୍ରମେ ପୁଞ୍ଜି ନିବେଶ ପାଇଁ ଭାରତ ଏକ ସ୍ବତନ୍ତ୍ର ରଣନୀତି...

କେଜରିଓ୍ବାଲ ଜଣେ ସଚ୍ଚୋଟ ମୁଖ୍ୟମନ୍ତ୍ରୀ: ଶରଦ ପାଓ୍ବାର…

ମୁମ୍ବାଇ,୨୬।୪ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ସରକାରୀ ବଙ୍ଗଳାକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାରଙ୍କ ବଡ ବିବୃତ୍ତି ସାମ୍ନାକୁ...

୫ ବର୍ଷରେ ମୋଦିଙ୍କ ବିଦେଶ ଯାତ୍ରାରେ ୪୪୬ କୋଟି ୫୨ ଲକ୍ଷ ଖର୍ଚ୍ଚ

ନୂଆଦିଲ୍ଲୀ,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଦେଶ ଯାତ୍ରାରେ ଗତ ୫ ବର୍ଷ ମଧ୍ୟରେ ୪୪୬ କୋଟି ୫୨ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି। ଲୋକ ସଭାରେ...

କରୋନା ନେଲାଣି ୧୯୬ ଡାକ୍ତରଙ୍କ ଜୀବନ

ନୂଆଦିଲ୍ଲୀ, ୯ା୮: ମହାମାରୀ କରୋନା ଉଗ୍ର ରୂପ ଧାରଣ କରିଥିବାବେଳେ ଦେଶରେ କରୋନା ଯୋଦ୍ଧା ସାଜି ରୋଗୀସେବା କରୁଥିବା ଡାକ୍ତରଙ୍କ ପରିସ୍ଥିତି ବିଗିଡ଼ିବାରେ ଲାଗିଛି। ରୋଗୀଙ୍କୁ...

ରେପୋ ରେଟ୍‌ ୬.୫%ରେ ଅପରିବର୍ତ୍ତିତ

ମୁମ୍ବାଇ,୯ା୬: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଗୁରୁବାର କ୍ରମାଗତ ଦ୍ୱିତୀୟ ଥର ପାଇଁ ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ ଆଣିନାହିଁ। ଗତ ୬ ତାରିଖରୁ ଚାଲିଥିବା...

Advertisement
Archives

Model This Week