Posted inଜାତୀୟ

ମୋଦି-ମମତାଙ୍କୁ ଚିଠି ଲେଖି ଚର୍ଚ୍ଚାରେ ଏହି ଅଭିନେତା

କୋଲକାତା,୭।୧୦: ଜଣାଶୁଣା ବଙ୍ଗଳା ଅଭିନେତା ପ୍ରସନ୍ନଜିତ୍‌ ଚାଟାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଚିଠି ଲେଖି ଚର୍ଚ୍ଚାରେ ଅଛନ୍ତି।

ସେହି ଚିଠିରେ ଉଲ୍ଲେଖ ଅଛି ଯେ, ସେ ନଭେମ୍ବର ୩ ତାରିଖରେ ସ୍ବିଗିରେ ଖାଦ୍ୟ ଅର୍ଡର କରିଥିଲେ। କିଛି ସମୟରେ ଖାଦ୍ୟ ଡେଲିଭର କରି ଦିଆଯାଇଥିବା ସୂଚନା ଆସିଥିଲା। କିନ୍ତୁ ତାଙ୍କ ପାଖରେ ଖାଦ୍ୟ ପହଞ୍ଚି ନ ଥିଲା। ଏ ନେଇ ସେ ସ୍ବିଗିରେ ଅଭିଯୋଗ କରିଥିଲେ। ଏହା ପରେ ସ୍ବିଗି ପ୍ରିପେଡ ଯୋଗେ ପାଇଥିବା ଅର୍ଥ ତାଙ୍କୁ ଫେରାଇ ଦେଇଥିଲା। ତାଙ୍କ ଭଳି ଅନ୍ୟମାନେ ବି ଏଭଳି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ତେଣୁ ସେ ଏହି ପ୍ରସଙ୍ଗକୁ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିଆକର୍ଷଣ କରିବାକୁ ଚାହିଁଛନ୍ତି ବୋଲି ପ୍ରସନ୍ନଜିତ ଲେଖିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ, କଲେଜ କ୍ୟାମ୍ପସ୍‌ ସରଗରମ: ନାମାଙ୍କନ ନାକଚ୍‌, ଆଶାୟୀ ଅସନ୍ତୋଷ

ବରଗଡ଼,10।୧୦(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୫ତାରିଖ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ଯେତିକି ପାଖେଇ ଆସୁଛି, କଲେଜ କ୍ୟାମ୍ପସ୍‌ ଗୁଡ଼ିକରେ ନିର୍ବାଚନୀ ବାତାବରଣ ସେତିକି ସରଗରମ ହୋଇ ପଡୁଛି।…

ହାରିବା ସତ୍ତ୍ୱେ ୩ ବଡ଼ ରେକର୍ଡ ଭାଙ୍ଗିଲା ଟିମ୍‌ ଇଣ୍ଡିଆ: ୩ ବ୍ୟାଟ୍‌ରଙ୍କ ବିସ୍ଫୋରକ ଇନିଂସ

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଟିମ ଇଣ୍ଡିଆ ଦମ୍‌ଦାର ବ୍ୟାଟିଂ କରିଥିଲେ ମଧ୍ୟ ପରାଜୟବରଣ କରିଛି। ଭାରତୀୟ ବ୍ୟାଟରମାନେ ଚୌକା ଓ ଛକା ବର୍ଷା…

ଲଜ୍ଜାଜନକ ପରାଜୟ ପରେ ମୁହଁ ଖୋଲିଲେ ଶ୍ରେୟସ ଆୟର: ସୁଯୋଗ ହାତଛଡ଼ା…

ରାଞ୍ଚି,୧୦।୧୦: ଭାରତ-ୱେଷ୍ଟଇଣ୍ଡିଜ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ୨୪୯ ରନ କରି ମଧ୍ୟ ହାରିଯାଇଛି ଟିମ ଇଣ୍ଡିଆ। ରାଞ୍ଚିରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଭାରତ ପ୍ରଥମେ ବ୍ୟାଟିଂ କରି…

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…

ଜୀବଜନ୍ତୁଙ୍କ ରଙ୍ଗ ପଛର ରହସ୍ୟ: ଖାଦ୍ୟରୁ ମିଳୁଛି ଆକର୍ଷଣୀୟ ରୂପ

ୱାଶିଂଟନ,୧୦ା୧୦:ଅନେକ ଜୀବଜନ୍ତୁ, ପକ୍ଷୀ ଓ ମାଛ ସେମାନଙ୍କର ନାଲି, ହଳଦିଆ, ନୀଳ, କମଳା ଆଦି ରଙ୍ଗ ପାଇଁ ବେଶ୍‌ ଆକର୍ଷଣୀୟ ହୋଇଥାନ୍ତି। କିନ୍ତୁ ଏହି ଜୀବମାନେ ଏତେ…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?