Posted inଜାତୀୟ

ପରୀକ୍ଷାରେ ‘ଖେଲ ହବେ’ ଲେଖିଲେ କାର୍ଯ୍ୟାନୁଷ୍ଠାନ

କୋଲକାତା,୭।୪: ପଶ୍ଚିମବଙ୍ଗ ବୋର୍ଡ ୧୦ମ ଶ୍ରେଣୀ ପରୀକ୍ଷାରେ କିଛି ଛାତ୍ରୀଛାତ୍ର ତାଙ୍କ ଉତ୍ତର ଖାତାରେ ଲୋକପ୍ରିୟ ରାଜନୈତିକ ସ୍ଲୋଗାନ ‘ଖେଲ ହବେ’ ଲେଖିଥିବା ଘଟଣା ସାମ୍ନାକୁ ଆସିଛି। ଗତ ମାସରେ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ପଶ୍ଚିମବଙ୍ଗ ମାଧ୍ୟମିକ ଶିକ୍ଷା ବୋର୍ଡ (ଡବ୍ଲ୍ୟୁବିବିଏସ୍‌ଇ) ମାଧ୍ୟମିକ ପରୀକ୍ଷା କରାଯାଇଥିଲା। ଏହି ଘଟଣା ପଦାକୁ ଆସିବା ପରେ ଉତ୍ତର ଖାତାରେ ଯେ କୌଣସି ରାଜନୈତିକ ସ୍ଲୋଗାନ ଲେଖିଲେ ପରୀକ୍ଷାର୍ଥୀଙ୍କ ବିରୋଧରେ ପେନାଲ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପଶ୍ଚିମବଙ୍ଗ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ଡବ୍ଲ୍ୟୁବିସିଏଚ୍‌ଏସ୍‌ଇ) ପକ୍ଷରୁ ଚେତାବନୀ ଦିଆଯାଇଛି।

“ଏକ୍‌ଜାମିନରଙ୍କୁ ସେଭଳି ଉତ୍ତର ଖାତା ମୂଲ୍ୟାଙ୍କନ ନ କରିବାକୁ କୁହାଯାଇଛି। ଉତ୍ତର ଖାତାରେ ରାଜନୈତିକ ବାର୍ତ୍ତା କିମ୍ବା ସ୍ଲୋଗାନ ଲେଖିଲେ ପରୀକ୍ଷାର୍ଥୀଙ୍କ ବିରୋଧରେ ପେନାଲ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏ ନେଇ କାଉନ୍ସିଲ ଦ୍ୱାରା ଏକ କମିଟି ଗଠନ କରାଯିବ। ଏହି କମିଟି ଦଣ୍ଡର ପରିମାଣ ଧାର୍ଯ୍ୟ କରିବ” ବୋଲି ଡବ୍ଲ୍ୟୁବିସିଏଚ୍‌ଏସ୍‌ଇ ସଭାପତି ଚିରନଜିବ ଭଟ୍ଟାଚାର୍ଯ୍ୟ କହିଛନ୍ତି।

ଡବ୍ଲ୍ୟୁବିସିଏଚ୍‌ଏସ୍‌ଇର ଗାଇଡ୍‌ଲାଇନ ଏବଂ ନିୟମକୁ ଉଲ୍ଲଂଘନ କରୁଥିବା ରାଜନୈତିକ ବାର୍ତ୍ତା କିମ୍ବା ବିବାଦୀୟ ଘଟଣା ଉଲ୍ଲେଖ କରିବା କଠୋର କାର୍ଯ୍ୟାନୁଷ୍ଠାନକୁ ଆମନ୍ତ୍ରଣ କରିବ ବୋଲି ଭଟ୍ଟାଚାର୍ଯ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri