ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କଲେ ପଶ୍ଚିମବଙ୍ଗ ସରକାର: ରାସ୍ତାରେ ଅଟକିଛି ହଜାର ହଜାର ଟ୍ରକ୍‌

ରାଞ୍ଚି,୨୦ା୯: ପଶ୍ଚିମବଙ୍ଗ ସରକାର ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କରିଦେଇଥିବାରୁ ଝାଡ଼ଖଣ୍ଡରୁ ଯାଉଥିବା ହଜାର ହଜାର ଭାରୀଯାନ ୧୯ ନମ୍ବର ଜାତୀୟ ରାଜପଥରେ ଅଟକି ରହିଛି। ଆନ୍ତଃରାଜ୍ୟ ସୀମାକୁ ୩ ଦିନ ପାଇଁ ସିଲ୍‌ କରିବା ନିମନ୍ତେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି।

ଝାଡ଼ଖଣ୍ଡକୁ ସୁରକ୍ଷିତ ରଖିବା ପାଇଁ ଦାମୋଦର ଭ୍ୟାଲି କର୍ପୋରେଶନ (ଡିଭିସି) ଡ୍ୟାମ୍‌ରୁ ଜଳ ଛାଡ଼ିଦେବାରୁ ପଶ୍ଚିମବଙ୍ଗରେ ବନ୍ୟା ହୋଇଥିବା ଦର୍ଶାଇ ମମତା ଝାଡ଼ଖଣ୍ଡ ସରକାରଙ୍କୁ ସମାଲୋଚନା କରିଛନ୍ତି। ତେବେ ଝାଡ଼ଖଣ୍ଡ ପ୍ରଶାସନ ପକ୍ଷରୁ କୌଣସି ପ୍ରତିକ୍ରିୟା ପ୍ରକାଶ ପାଇନାହିଁ। ପଶ୍ଚିମବଙ୍ଗରେ ମାନବକୃତ ବନ୍ୟା ପାଇଁ ମମତା ଡିଭିସିକୁ ଦାୟୀ କରିଛନ୍ତି। ଏହି ନିଗମ ସହ ସମସ୍ତ ସମ୍ପର୍କ ଛିନ୍ନ କରିବାକୁ ସେ ଧମକ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri