Posted inଜାତୀୟ

ପଶ୍ଚିମବଙ୍ଗରେ ଖୋଲିବ ‘ପାରା ଶିକ୍ଷାଳୟ’

କୋଲକାତା,୪ ।୨: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗରେ ଏବେ ମୁକ୍ତାକାଶ ବିଦ୍ୟାଳୟ କାର୍ଯ୍ୟକ୍ରମ ପାରା ଶିକ୍ଷାଳୟ(ନେବରହୁଡ ସ୍କୁଲ) ଖୋଲିବାକୁ ସ୍ଥିର କରାଯାଇଛି । ପ୍ରାଇମେରୀ ଓ ପ୍ରି-ପାଇମେରୀ ପିଲାଙ୍କ ପାଇଁ ଏହା ଫେବୃୟାରୀ ୭ରୁ ଖୋଲାଯିବ । ଦକ୍ଷିଣ ୨୪ ପ୍ରଗଣାର ଜିଲାପାଳ ପି, ଉଲାଗନ୍ଥାନ କହିଛନ୍ତି, କରୋନା ମହାମାରୀ ଯୋଗୁ ପିଲାମାନଙ୍କୁ ଠିକ୍ ସମୟରେ ଶିକ୍ଷାଦାନ କରାଯାଇ ପାରିଲା ନାହିଁ । ତେଣୁ ଏବେ ଆମେ ସ୍ଥିର କରିଛୁ ‘ପାରା ଶିକ୍ଷାଳୟ’ ପ୍ରୋଜେକ୍ଟ ମାଧ୍ୟମରେ ଖୋଲା ସ୍ଥାନରେ ପିଲାମାନଙ୍କୁ ଶିକ୍ଷାଦାନ କରାଯିବ । ଏହି ପ୍ରୋଜେକ୍ଟରେ ପାରା ଶିକ୍ଷକ ଓ ପ୍ରାଇମେରୀ ସ୍କୁଲ ଶିକ୍ଷକମାନେ ପ୍ରଥମରୁ ପଞ୍ଚମ ଶ୍ରେଶୀ ପର୍ଯ୍ୟନ୍ତ ପିଲାମାନଙ୍କୁ ଶିକ୍ଷାଦାନ କରିବେ । ତେବେ ଏଲିମଣ୍ଟାରୀ ଶିକ୍ଷା ପରେ ସେମାନଙ୍କର ଏକ୍ସଟ୍ରା କରିକୁଲାର ଆକ୍ଟିଭିଟିଜ ଉପରେ ଧ୍ୟାନ ଦିଆଯିବ । ଏହି ପାରା ଶିକ୍ଷାଳୟରେ ପିଲାମାନଙ୍କୁ ମଧ୍ୟାହ୍ନ ଭୋଜନ ଯୋଗାଇ ଦିଆଯିବ । ସୂଚନାଯୋଗ୍ୟ, ଏବେ ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାମାନଙ୍କୁ ଅଫଲାଇନ ଶିକ୍ଷାଦାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri