Posted inଖେଳ

ଟ୍ରାଭିସ ହେଡ୍‌ଙ୍କ ନାଁରେ ସିନ୍ଦୁର ପିନ୍ଧିଲେ ବଙ୍ଗୀୟ ମଡେଲ, ଫଟୋକୁ ସାମ୍ନାରେ ରଖି କଲେ ବିବାହ, ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ,୨୨।୧୧: ମଙ୍ଗଳବାର ଠାରୁ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି। ଏହି ଭିଡିଓରେ ଜଣେ ବଙ୍ଗୀୟ ମଡେଲ ବିଶ୍ୱକପ ୨୦୨୩ ଫାଇନାଲର ‘ପ୍ଲେୟାର ଅଫ ଦି ମ୍ୟାଚ’ ଟ୍ରାଭିସ ହେଡ୍‌ଙ୍କୁ ବିବାହ କରୁଥିବା ନଜର ଆସିଛନ୍ତି। ସେ ଟ୍ରାଭିସ ହେଡଙ୍କ ଫଟୋ ଆଗରେ ରଖି ଏହି ବିବାହ କରିଛନ୍ତି। ମଡେଲ ଏହି ଭିଡିଓକୁ ଏକ ମଜାଳିଆ ଢଙ୍ଗରେ କରିଥିଲେ କିନ୍ତୁ ବର୍ତ୍ତମାନ ସେ ସୋସିଆଲ ମିଡିଆରେ ଅଶ୍ଳୀଳ ମନ୍ତବ୍ୟର ସମ୍ମୁଖୀନ ହେଉଛନ୍ତି।

ମଡେଲଙ୍କ ନାମ ହେଉଛି ହେମୋଶ୍ରୀ। ବିଶ୍ୱକପ ଫାଇନାଲର ଦୁଇ ଦିନ ପରେ ସେ ଏହି ଭିଡିଓ ପ୍ରସ୍ତୁତ କରିଛନ୍ତି। ଏହି ଭିଡିଓରେ ଦୁଇଜଣ ମହିଳା ମଧ୍ୟ ବ୍ୟାକ୍‌ଗ୍ରାଉଣ୍ଡରେ ନଜର ଆସିଛନ୍ତି, ଯେଉଁମାନେ ବଙ୍ଗୀୟ ବିବାହରେ ଆବଶ୍ୟକ ରୀତିନୀତି କରୁଥିବା ଦେଖାଯାଉଛି। ଜଣେ ମହିଳା ଶଙ୍ଖ ଫୁଙ୍କୁଥିବା ବେଳେ ଏବଂ ଅନ୍ୟ ଜଣେ ହୁଳାହୁଳି ଦେଉଛନ୍ତି। ଏହି ସମୟରେ ହେମାଶ୍ରୀଙ୍କ ମଥାରେ ସିନ୍ଦୁର ପିନ୍ଧୁଥିବାର ନଜର ଆସିଛନ୍ତି। ସେ କହୁଛନ୍ତି, ’ମୁଁ ମୋ ମୁଣ୍ଡରେ ଟ୍ରାଭିସ ହେଡ୍‌ଙ୍କ ନାମରେ ସିନ୍ଦୁର ପିନ୍ଧିଛି।

 

View this post on Instagram

 

A post shared by Hemoshree Bhadra (@selena.bb22)


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?