Posted inଜାତୀୟ

ଇଣ୍ଟରନ୍ୟାଶନାଲ ମ୍ୟାଥମେଟିକାଲ୍‌ ଅଲିମ୍ପିଆଡ୍‌: ୩ ସ୍ବର୍ଣ୍ଣ ଜିତିଲେ ବେଙ୍ଗାଲୁରୁ ଛାତ୍ର

ନୂଆଦିଲ୍ଲୀ,୨୮।୭: ଇଣ୍ଟରନ୍ୟାଶନାଲ ମ୍ୟାଥମେଟିକାଲ୍‌ ଅଲିମ୍ପିଆଡ(ଆଇଏମ୍‌ଓ)ରେ ବେଙ୍ଗାଲୁରୁ ଛାତ୍ର ପ୍ରାଞ୍ଜଲ ଶ୍ରୀବାସ୍ତବ ପ୍ରଥମ ଭାରତୀୟ ଭାବେ ୩ଟି ସ୍ବର୍ଣ୍ଣ ପଦକ ବିଜୟୀ ହୋଇଛନ୍ତି। ଜୁଲାଇ ୧୧ ଓ ୧୨ରେ ଅସ୍‌ଲୋଠାରେ ଇଣ୍ଟରନ୍ୟାଶନାଲ ମ୍ୟାଥମେଟିକାଲ୍‌ ଅଲିମ୍ପିଆଡ(ଆଇଏମ୍‌ଓ) ହୋଇଥିଲା। ଆଇଏମ୍‌ଓ ହଲ୍‌-ଅଫ୍‌-ଫେମ୍‌ରେ ପ୍ରାଞ୍ଜଲଙ୍କ ନାମ ସ୍ଥାନିତ ହୋଇଛି। ଏହି ପ୍ରତିଯୋଗିତାର ୬୩ ବର୍ଷର ଇତିହାସରେ ମାତ୍ର ୧୧ ଜଣ ତାଙ୍କଠାରୁ ଅଧିକ ମେଡାଲ ପାଇଛନ୍ତି।

୧୮ ବର୍ଷୀୟ ପ୍ରାଞ୍ଜଳଙ୍କ ଗଣିତ ପ୍ରତି ଆଗ୍ରହ ପ୍ରଥମ ଶ୍ରେଣୀରୁ ଦେଖାଦେଇଥିବା ପରିବାର ଜାଣିବାକୁ ପାଇଥିଲେ। ଚଳିତ ବର୍ଷର ମେଡାଲ ସହ ପ୍ରାଞ୍ଜଲ ମୋଟ ୩୪ ପଦକ ଜିତିଲେଣି। ସେ ୨୦୧୮ରେ ପ୍ରଥମେ ରୌପ୍ୟ ପଦକ ଏବଂ ୨୦୧୯ରେ ପ୍ରଥମ ସ୍ବର୍ଣ୍ଣ ପଦକ ଜିତିଥିଲେ। ୨୦୨୦ରେ କୋଭିଡ୍‌ ଯୋଗୁ ଭାରତ ଏହି ପ୍ରତିଯୋଗିତାରେ ଭାଗନେଇ ନ ଥିଲା। ୨୦୨୧ରେ ମଧ୍ୟ ପ୍ରାଞ୍ଜଲ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri