Posted inଜାତୀୟ

ଅଭିନେତ୍ରୀଙ୍କ ବିରୋଧରେ ଅଭିଯୋଗ ଆଣିଲେ କ୍ୟାବ ଡ୍ରାଇଭର

ବେଙ୍ଗାଲୁରୁ,୬।୧୦: କ୍ୟାବରେ ଏସି ନ ଚଳାଇବାରୁ କନ୍ନଡ ଅଭିନେତ୍ରୀ ସଞ୍ଜନା ଗଲରାନି ଡ୍ରାଇଭରଙ୍କୁ ଅଶ୍ଳୀଳ ଭାଷାରେ ଗାଳି ଦେଇଥିବା ଥାନାରେ ଅଭିଯୋଗ ହୋଇଛି। ଅନ୍ୟପକ୍ଷରେ ସୋସିଆଲ ମିଡିଆ ଜରିଆରେ କ୍ୟାବ ଡ୍ରାଇଭରଙ୍କ ବିରୋଧରେ ହଇରାଣ ହରକତ ଅଭିଯୋଗ ଆଣିଛନ୍ତି ଅଭିନେତ୍ରୀ।

କର୍ନାଟକର କୋଭିଡ୍‌-୧୯ ଗାଇଡ୍‌ଲାଇନକୁ ପାଳନ କରିବା ପାଇଁ ଗାଡ଼ିରେ ଏସି ବନ୍ଦ ରଖିଥିଲି। ସଞ୍ଜନା ମଙ୍ଗଳବାର ସନ୍ଧ୍ୟାରେ ଡୋମାଲରରୁ କ୍ୟାବ ନେଇଥିଲେ। ସେ ଗାଡ଼ିରେ ବସିବା ପରେ ଏସି ଚଳାଇବାକୁ କହିଥିଲେ। ସରକାରଙ୍କ ଗାଇଡ୍‌ଲାଇନ୍‌ ପାଳନ କରିବା ପାଇଁ ମୁଁ ଏସି ବନ୍ଦ ରଖିଥିବା ତାଙ୍କୁ ଜଣାଇଥିଲି। ହେଲେ ସେ ବାରମ୍ବାର ଏସି ଅନ୍‌ କରିବାକୁ କହିବାରୁ ମୁଁ ଏୟାର କଣ୍ଡିଶନରକୁ ଲିବେଲ ୧ରେ ରଖିଥିଲି। କଣ୍ଡିଶନର ଲିବେଲକୁ ୪କୁ ବୃଦ୍ଧି କରିବା ସହ ମୋତେ ଗାଳି କରିଥିଲେ। ମୋ ବିରୋଧରେ ଅପହରଣ ଅଭିଯୋଗ କରିବେ ବୋଲି ସେ ଧମକ ଦେଇଥିଲେ ବୋଲି କ୍ୟାବ ଡ୍ରାଇଭର ତାଙ୍କ ଅଭିଯୋଗରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

SIR ଡ୍ୟୁଟିରେ ଥିବା ବିଚାରପତିଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ/କୋଲକାତା,୨ା୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପାଇଁ ନିଯୁକ୍ତ ନ୍ୟାୟିକ ବିଚାରପତିମାନଙ୍କ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ସୁପ୍ରିମକୋର୍ଟ ଗୁରୁବାର ଗମ୍ଭୀର ଭାବରେ…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

SIR ଅଧିକାରୀଙ୍କୁ ବନ୍ଧକ ରଖିବା ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ କଠୋର ଆଭିମୁଖ୍ୟ: ମମତା ବାନାର୍ଜୀ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ

ନୂଆଦିଲ୍ଲୀ,୨।୪: ପଶ୍ଚିମବଙ୍ଗରେ ଏକ ସ୍ବତନ୍ତ୍ର ସଘନ ସମୀକ୍ଷା (SIR) କରିବାକୁ ଯାଇଥିବା ଅଧିକାରୀମାନଙ୍କୁ ବନ୍ଧକ ରଖିବା ମାମଲାରେ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ମାମଲାରେ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri