Advertisement
Posted inଜାତୀୟ

କଂଗ୍ରେସର ଟୁଇଟର ଆକାଉଣ୍ଟ ବନ୍ଦ ଲାଗି ନିର୍ଦ୍ଦେଶ

ବେଙ୍ଗାଲୁରୁ,୭।୧୧: କଂଗ୍ରେସର ଟୁଇଟର ଆକାଉଣ୍ଟ ସାମୟିକ ଭାବେ ବନ୍ଦ କରିବା ଲାଗି ବେଙ୍ଗାଲୁରୁର ଏକ ଅଦାଲତ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ୋ ଯାତ୍ରା ବେଳେ କନ୍ନଡ ଚଳଚ୍ଚିତ୍ର କେଜିଏଫ୍‌-୨ର ଗୀତ ବଜାଯିବାକୁ ନେଇ ଦଳ ବିରୋଧରେ ମ୍ୟୁଜିକ୍‌ କମ୍ପାନୀ କପିରାଇଟ୍‌ ଉଲ୍ଲଂଘନ ମାମଲା ଦାଏର କରିଥିଲା। ଏମ୍‌ଆରଟି ମ୍ୟୁଜିକ୍‌ ପରିଚାଳକ ଏମ୍‌. ନବୀନ କୁମାରଙ୍କ ପକ୍ଷରୁ ରାହୁଲଙ୍କ ସମେତ ୩ ଜଣ କଂଗ୍ରେସ ନେତାଙ୍କ ବିରୋଧରେ ଏତଲା ଦିଆଯାଇଛି। ଏଥିରେ ଜୟରାମ ରମେଶ ଓ ସୁପ୍ରିୟା ଶ୍ରୀନେଟଙ୍କ ନାମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଆରେ ପୁଣି ବଢ଼ିଲା କର୍ଫ୍ୟୁ

ପାନାଜି,୨୯ା୫: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି। ସଂକ୍ରମଣ ବଢୁଥିବାରୁ ଅଧିକାଂଶ ରାଜ୍ୟରେ ଲଗାତର ଲକ୍‌ଡାଉନ୍‌ ଏବଂ ନାଇଟ୍‌ କର୍ଫ୍ୟୁ କ୍ରମାଗତ ଭାବେ ବଢ଼ାଯାଉଛି।କରୋନା...

ୟୁକ୍ରେନ୍‌ରେ ଆଖି ବୁଜିଲେ ଆଉ ଜଣେ ଭାରତୀୟ ଛାତ୍ର

କ୍ୱିଭ,୨।୩: ୟୁକ୍ରେନରେ ଆଉ ଜଣେ ଭାରତୀୟ ଛାତ୍ର ବୁଧବାର  ପ୍ରାଣ ହରାଇଛନ୍ତି। ତାଙ୍କର ମୃତ୍ୟୁ କୌଣସି ବୋମା କିମ୍ବା ମିସାଇଲ ମାଡ଼ରେ ହୋଇନାହିଁ, ବରଂ ସେ...

‘ଜୟ ଶ୍ରୀରାମ’ ନାରାବାଜି ଉପରେ ଭଡ଼କିଲେ ମମତା: ଚିତ୍କାର କରି କହିଲେ, ଛାଲ ଉତାରିଦେବି

କୋଲକାତା୩୧।୫: ଲୋକ ସଭା ନିର୍ବାଚନରେ ପଶ୍ଚିମବଙ୍ଗରୁ ଅନେକ ଆସନ ହାତରୁ ଚାଲିଯିବା ପରେ ଟିଏମସି ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ଚିନ୍ତାଗ୍ରସ୍ତ ହୋଇପଡ଼ିଛନ୍ତି।...

ଭିକ ମାଗି ଶିକ୍ଷକଙ୍କୁ ଦେବି ଦରମା, କିନ୍ତୁ ବନ୍ଦ ହେବନି ଯୋଗ କ୍ଲାସ…

ନୂଆଦିଲ୍ଲୀ,୧।୧୧: ଦିଲ୍ଲୀରେ ମାଗଣା ଯୋଗ କ୍ଲାସ ବନ୍ଦ ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କହିଛନ୍ତି। ମଙ୍ଗଳବାର ଅରବିନ୍ଦ କେଜ୍ରିୱାଲ କହିଛନ୍ତି ଯେ ମୁଁ...

୧୪୫ ରାଷ୍ଟ୍ରକୁ କରୋନା କୋରଡ଼ା: ଭାରତରେ ‘ବିଜ୍ଞପିତ ବିପତ୍ତି’ ଘୋଷିତ

ନୂଆଦିଲ୍ଲୀ, ୧୫।୩(ପି.ଟି.): ମହାମାରୀ କରୋନାକୁ ନେଇ ବିଶ୍ୱବ୍ୟାପୀ ଦେଖାଦେଇଛି ଅଭୂତପୂର୍ବ ଆତଙ୍କ ଓ ଅଚଳାବସ୍ଥା। ଏହି ଘାତକ ଭୂତାଣୁ ଏବେ ୧୪୫ ଦେଶରେ ପହଞ୍ଚତ୍ ୫,୪୩୬...

ଜାତିଭିତ୍ତିକ ଜନଗଣନା ଲାଗି ୨୭ରେ ହୋଇପାରେ ସର୍ବଦଳୀୟ ବୈଠକ

ପାଟନା,୨୩।୫: ରାଜ୍ୟଓ୍ବାରି ଜାତିଭିତ୍ତିକ ଜନଗଣନା ଲାଗି ବହୁପ୍ରତୀକ୍ଷିତ ସର୍ବଦଳୀୟ ବୈଠକ ଆସନ୍ତା ୨୭ ତାରିଖରେ ଅନୁଷ୍ଠିତ ହୋଇପାରେ। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏନେଇ ସୋମବାର...

କମିଲା ରୋଷେଇ ଗ୍ୟାସ ସିଲିଣ୍ଡର ଦାମ୍‌

ନୂଆଦିଲ୍ଲୀ,୧।୫: ସାଧାରଣ ଜନତାଙ୍କ ପାଇଁ ଖୁସି ଖବର। ନନ୍‌- ସବ୍‌ସିଡି ରୋଷେଇ ଗ୍ୟାସ୍‌ର ଦାମ ଏବେ କମ୍‌ ହୋଇଛି। ଦେଶର ଅଏଲ ମାର୍କେଟିଂ କମ୍ପାନୀ ଏଚ୍‌ପିସିଏଲ୍‌,...

ଅମାନତ ହରାଇଲେ ୬୩ କଂଗ୍ରେସ ପ୍ରାର୍ଥୀ

ନୂଆଦିଲ୍ଲୀ,୧୨।୨: ନିର୍ବାଚନରେ କଂଗ୍ରେସକୁ ୫ ପ୍ରତିଶତରୁ କମ୍‌ ଭୋଟ ମିଳିଥିବାବେଳେ ୬୩ ପ୍ରାର୍ଥୀ ଅମାନତ ହରାଇଛନ୍ତି। ଶିଲା ଦୀକ୍ଷିତଙ୍କ ନେତୃତ୍ୱରେ ଦିଲ୍ଲୀକୁ ୧୫ ବର୍ଷ ଶାସନ...

Advertisement
Archives

Model This Week