Posted inଜାତୀୟ

ଓମିକ୍ରନ ଭାରିଆଣ୍ଟ ଡାକ୍ତର ସୁସ୍ଥ ହେବାପରେ ପୁଣି କରୋନା ପଜିଟିଭ୍‌

ବେଙ୍ଗାଲୁରୁ,୭।୧୨: କରୋନା ଭାଇରସର ଓମିକ୍ରନ ଭାରିଆଣ୍ଟ ଏବେ ସମଗ୍ର ବିଶ୍ୱକୁ ଚିନ୍ତାରେ ପକାଇଛି। ଭାରତରେ ମଧ୍ୟ ଏହି ଭାରିଆଣ୍ଟର ୨୦ରୁ ଅଧିକ ମାମଲା ଦେଖିବାକୁ ମିଳିଛି। ଏହି ସମୟରେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଓମିକ୍ରନ ଭାରିଆଣ୍ଟ ରେ ପୀଡିତ ଥିବା ବେଙ୍ଗାଲୁରୁର ଜଣେ ଡାକ୍ତର ସୁସ୍ଥ ହେବା ପରେ ପୁଣି ଥରେ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି। ସେ ଦ୍ୱିତୀୟ ଥର ପାଇଁ ଓମିକ୍ରନ ଭାରିଆଣ୍ଟରୁ ସଂକ୍ରମଣରେ ଆକ୍ରାନ୍ତ ହୋଇଛନ୍ତି ନା ତାଙ୍କର ପୂର୍ବ ରିପୋର୍ଟଗୁଡିକ ଭୁଲ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।
ଦେଶରେ ଓମିକ୍ରନ ସଂକ୍ରମିତ ହୋଇଥିବା ପ୍ରଥମ ଦୁଇ ପୀଡିତଙ୍କ ମଧ୍ୟରୁ ବେଙ୍ଗାଲୁରୁର ଜଣେ ଡାକ୍ତର ଥିଲେ। ଅନ୍ୟ ଏକ ମାମଲା ଦକ୍ଷିଣ ଆଫ୍ରିକାର ନାଗରିକ, ଯିଏକି କିଛି ସମୟ ପାଇଁ ଏକ ଘରୋଇ ଲ୍ୟାବରୁ ନେଗେଟିଭ୍‌ ରିପୋର୍ଟ ପାଇବା ପରେ ଦୁବାଇ ଯାଇଥିଲେ। ଏହି ସମୟରେ, ବେଙ୍ଗାଲୁରୁ ପୋଲିସ ଏହି ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ କରିଛି। ପୋଲିସ କହିଛି ଯେ ଗୁଜୁରାଟ ମୂଳ ଦକ୍ଷିଣ ଆଫ୍ରିକା ନାଗରିକ ଜଣଙ୍କ କ୍ୱାରାଣ୍ଟାଇନ୍‌ ନିୟମ ଭାଙ୍ଗି ଦୁବାଇ ପଳାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରୋନାକୁ ହରାଇଲେ ମନମୋହନ

ନୂଆଦିଲ୍ଲୀ,୨୯।୪: କରୋନାକୁ ହରାଇଲେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ। ଗତ ଏପ୍ରିଲ ୧୯ରେ ସେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଏହାପରେ ତାଙ୍କୁ ଏମ୍ସର ଟ୍ରମା...

ଦେଶରେ ଆଜି ୧୬୫ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୬।୧୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬୫ ନୂଆ...

୧୩୫ କୋଟି ଲୋକ ଆମ ଉପରେ ହସୁଛନ୍ତି: ଉପରାଷ୍ଟ୍ରପତି…

ନୂଆଦିଲ୍ଲୀ,୨୦।୧୨ : ଉପରାଷ୍ଟ୍ରପତି ଜଗଦୀପ ଧନକରଙ୍କୁ ମଙ୍ଗଳବାର ରାଜ୍ୟ ସଭାରେ ନିଜ ଆସନରୁ ଉଠିବାକୁ ପଡିଛି। ସେ ଏମ୍‌ପିମାନଙ୍କୁ ମନେ ପକାଇବାକୁ କହିଥିଲେ ଯେ ଆମେ...

ଦୁଇ ଥର ଅଲିମ୍ପିକ୍ସ ପଦକଧାରୀଙ୍କୁ ଖୋଜୁଛି ପୋଲିସ

ନୂଆଦିଲ୍ଲୀ, ୧୦।୫- ଦୁଇ ଥର ଅଲିମ୍ପିକ୍ସ ପଦକ ବିଜେତା କିମ୍ବଦନ୍ତୀ ରେସଲର ସୁଶୀଲ କୁମାରଙ୍କ ବିରୋଧରେ ଲୁକଆଉଟ୍‌ ନୋଟିସ ଜାରି କରିଛି ଦିଲ୍ଲୀ ପୋଲିସ। ଦିଲ୍ଲୀର...

ଫଡ୍‌ନବିସ ହେଲେ ଭାଜପା ବିଧାୟକ ଦଳର ନେତା

ମୁମ୍ବାଇ,୩୦।୧୦: ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ଏବେ ପର୍ଯ୍ୟନ୍ତ ଅଙ୍କ ଛିଣ୍ଡି ପାରୁନାହିଁ। ଏହାରି ଭିତରେ ଭାଜପା ପକ୍ଷରୁ ପୁଣି ଥରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସଙ୍କୁ...

ବସ-ଡମ୍ପର ମଧ୍ୟରେ ମୁହାଁମୁହିଁ ଧକ୍କା: ୭ ଜୀବନ ଚାଲିଗଲା

ଭୋପାଳ,୧।୧୦:ମଧ୍ୟପ୍ରଦେଶର ଭିଣ୍ଡ ଜିଲାରେ ଏକ ବସ ଏବଂ ଡମ୍ପର ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୭ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୧୩ ଜଣ...

ଉଭୟ ପକ୍ଷ ସତ ଲୁଚାଉଛନ୍ତି

ନୂଆଦିଲ୍ଲୀ/ବେଜିଂ,୧୭ା୬: ଗଲଓ୍ବାନ ଉପତ୍ୟକାରେ ସୋମବାର ଭାରତ ଓ ଚାଇନା ସେନା ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଘଟିଛି। ଏଥିରେ ଭାରତର ୨୦ ଯବାନ ଶହୀଦ ହୋଇଥିବାବେଳେ ଚାଇନାର...

ମଦ୍ରାସାରେ ଗୋମାତାଙ୍କ ସେବା କରନ୍ତି ଶିକ୍ଷାର୍ଥୀ

ମଧ୍ୟପ୍ରଦେଶ ରାଜଧାନୀ ଭୋପାଳକୁ ଲାଗି ରହିଥିବା ତୁମଡା ଗାଁରେ ଗଢି ଉଠିଥିବା ଦାରୁଲ ଉଲୁମ ହୁସେନିୟା ମଦ୍ରାସା ଏବେ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛି। ଏଠାରେ...

Advertisement
Archives

Model This Week