Posted inଜାତୀୟ

ବୟଫ୍ରେଣ୍ଡ ସହ ମିଶି ବାପାଙ୍କୁ ହତ୍ୟା

ବେଙ୍ଗାଲୁରୁ,୨୬।୧୧: ଯୌନ ନିର୍ଯାତନା ଦେଉଥିବା ବାପାଙ୍କୁ ବୟଫ୍ରେଣ୍ଡ ଓ ତାଙ୍କର ୩ ସାଙ୍ଗଙ୍କ ସହାୟତାରେ ହତ୍ୟା କରିଛି ଝିଅ। ଏଭଳି ଘଟଣା ବେଙ୍ଗାଲୁରୁରେ ଘଟିଛି। ମୃତକ ଜଣଙ୍କ ଏକ ଶିକ୍ଷାନୁଷ୍ଠାନର ସିକ୍ୟୁରିଟି ମ୍ୟାନେଜର ଥିଲେ। ପୋଲିସ କହିବା ଅନୁଯାୟୀ, ହତ୍ୟାକାରୀ ଯୁବତୀ ଜଣେ କଲେଜ ଛାତ୍ରୀ। ତାଙ୍କ ସାନ ଭଉଣୀ ସ୍କୁଲରେ ପଢ଼ନ୍ତି।

ରବିବାର ରାତିରେ ମା’ ଘରୁ ଚାଲିଯିବା ପରେ ବାପାଙ୍କୁ ହତ୍ୟା କରିବାକୁ ଯୋଜନା କରିଥିଲା ଝିଅ। ଯୋଜନାବଦ୍ଧ ଭାବେ ରାତି ୧୨ଟା ୩୦ରେ ବୟଫ୍ରେଣ୍ଡଙ୍କ ସମେତ ୪ ଯୁବକଙ୍କ ସହାୟତାରେ ହତ୍ୟା କରିଥିଲେ। ପ୍ରାୟ ୧ଟା ୩୦ରେ ବାପାଙ୍କୁ କିଛି ଯୁବକ ଆକ୍ରମଣ କରୁଥିବା ଚିତ୍କାର କରି ପଡ଼ୋଶୀଙ୍କୁ ଡାକ ପକାଇଥିଲେ।

ପରେ ସୂଚନା ପାଇ ପୋଲିସ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ତାରେ ମୃତଦେହ ଉଦ୍ଧାର କରିଥିଲା। ”ତାଙ୍କୁ ଅନେକ ଥର ଛୁରା ମାରି ହତ୍ୟା କରାଯାଇଥିଲା। ମୃତକଙ୍କ ଝିଅ ବାରମ୍ବାର ବୟାନ ବଦଳାଇବାରୁ ଆମର ସନ୍ଦେହ ସୃଷ୍ଟି ହୋଇଥିଲା। ପଚରାଉଚରାରୁ ଜଣାପଡ଼ିଥିଲା ତାଙ୍କ ପାଇଁ ତାଙ୍କ ବନ୍ଧୁମାନେ ହତ୍ୟା କରିଛନ୍ତି ବୋଲି ପୋଲିସ ଅଧିକାରୀ କହିଥିଲେ।

ସୂଚନା ମୁତାବକ, ବାପା ଯୌନ ନିର୍ଯାତନା ଦେଉଥିବା ସମ୍ପର୍କରେ ବୟଫ୍ରେଣ୍ଡଙ୍କୁ ଜଣାଇଥିଲେ ଯୁବତୀ। ଏଥିଯୋଗୁ ତାଙ୍କ ବୟଫ୍ରେଣ୍ଡ ୩ ଜଣଙ୍କ ସହ ମିଶି ହତ୍ୟାକାଣ୍ଡ ଭିୟାଇଥିଲେ। ସମସ୍ତେ ଯୁବତୀଙ୍କ କ୍ଲାସମେଟ ଓ ନାବାଳକ।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ରୋହିତଙ୍କୁ ପଛରେ ପକାଇଲେ ବୁମ୍‌ରା, ନିଜ ନାଁରେ କଲେ ଏହି ବଡ଼ ରେକର୍ଡ

ନୂଆଦିଲ୍ଲୀ, ୧।୧୦: ଏସିଆନ ଗେମ୍ସ ୨୦୨୬ର ମେନ୍ସ କ୍ରିକେଟରେ ଭାରତ ଦମଦାର ବିଜୟ ହାସଲ କରି ଫାଇନାଲରେ ପ୍ରବେଶ କରିଛି। ସେମିଫାଇନାଲରେ ଶ୍ରୀଲଙ୍କାକୁ ୧୨୪ ରନର ବଡ଼…

ଅଭିଜିତ୍ ଦୀପକେ କରିପାରିବେ କି ଜ୍ଞାନେଶ କୁମାରଙ୍କ ଇସ୍ତଫା? ସୋନମ୍ ୱାଙ୍ଗଚୁକ୍ ଦେଲେ ବଡ଼ ବୟାନ୍

ନୂଆଦିଲ୍ଲୀ,୧।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଶୁକ୍ରବାର (୨ ଅକ୍ଟୋବର) ମୁମ୍ବାଇରେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି କକରୋଚ୍ ଜନତା ପାର୍ଟି (CJP)…

ବ୍ୟାଙ୍କରେ ସବୁ ଶନିବାର ଛୁଟି, ସପ୍ତାହରେ ୫ ଦିନ ହେବ କାମ? ଭାଇରାଲ ବିଜ୍ଞପ୍ତିରେ ହେଉଥିବା ଦାବିକୁ ନେଇ ସରକାର କହିଲେ…

ନୂଆଦିଲ୍ଲୀ,୧।୧୦: ଆଜିକାଲି ସୋସିଆଲ୍‌ ମିଡିଆରେ ଭ୍ରାମକ ଓ ଗୁଜବ ଖବର ଅତି ଶୀଘ୍ର ଭାଇରାଲ୍‌ ହେବାରେ ଲାଗିଛି। ଗତ କିଛି ଦିନ ହେବ ବ୍ୟାଙ୍କିଙ୍ଗ୍‌ ସେକ୍ଟରକୁ ନେଇ…

ବଡ଼ ଡେଙ୍ଗନେଲି ନିକଟରେ ଭୁଶୁଡ଼ିଲା କଲଭର୍ଟ, ନିୟମଗିରି ଅଞ୍ଚଳକୁ ବନ୍ଦ ହୋଇଗଲା ଯାତାୟାତ

କଲ୍ୟାଣସିଂହପୁର,୧ା୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତରେ ଗ୍ରାମ୍ୟ ଉନ୍ନୟନ (ଆର୍‌ଡି) ବିଭାଗ ପକ୍ଷରୁ ନିର୍ମିତ ମୁଖ୍ୟ ରାସ୍ତା ଏବେ ସମ୍ପୂର୍ଣ୍ଣ…

ନବରଙ୍ଗପୁରରେ ଲଜ୍ଜା; ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲକୁ ଟାଣିନେଇ ବଳାତ୍କାର ଅଭିଯୋଗ, ଚିତ୍କାର ଶୁଣି ଦୌଡ଼ି ଆସିଲେ ଗ୍ରାମବାସୀ

ନବରଙ୍ଗପୁର,୧।୧୦(ସଦାଶିବ ପ୍ରହରାଜ ): ମାନବିକତାକୁ ଲଜ୍ଜିତ କଲା ଅମାନବୀୟ ଘଟଣା । ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲରେ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଙ୍ଗଲରୁ…

ସଫେଇ ଅଭିଯାନରେ ସାମିଲ ହେଲେ ଅଧିକ୍ଷକ: କର୍ମଚାରୀଙ୍କୁ ଦେଲେ ସ୍ବଚ୍ଛତା ବାର୍ତ୍ତା

କେସିଙ୍ଗା, ୧।୧୦ (ତୁମେଶ୍ୱର ସାହୁ): ଆଗାମୀ ଗାନ୍ଧୀ ଜୟନ୍ତୀ ଏବଂ ଅକ୍ଟୋବର ୧ ତାରିଖର ସ୍ବତନ୍ତ୍ର ସ୍ବଚ୍ଛତା ଶ୍ରମଦାନ ଅବସରରେ କଳାହାଣ୍ଡି ଜିଲାର କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ…

୫୫ ବର୍ଷର ଦିନିକିଆ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି: ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମିଶିକି କଲେ ବିଶ୍ୱରେକର୍ଡ

ଗୁଆହାଟୀ,୧।୧୦:ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଗୁଆହାଟୀର ବାରସାପାରା କ୍ରିକେଟ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ କ୍ରିକେଟ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛି। ୧୯୭୧ରୁ ଆରମ୍ଭ…

ଆଉ ଏକ ମାଇଲଷ୍ଟୋନ ହାସଲ କଲେ ବୈଭବ ସୂର୍ଯ୍ୟବଂଶୀ: ବିଶ୍ୱର ସବୁଠୁ କନିଷ୍ଠ କ୍ରିକେଟର୍‌ ଭାବେ କଲେ…

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ୍‌ର ଉଦୀୟମାନ ତାରକା ତଥା ‘ୱଣ୍ଡରକିଡ’ ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ଯୋଡ଼ି ହୋଇଛି ଆଉ ଏକ ବଡ଼ ସଫଳତା। ମାତ୍ର ୧୫ ବର୍ଷ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?