Posted inଫୁରସତ

ଶୁଦ୍ଧ ଦୁଗ୍ଧ ପାଇବାକୁ ୬ ମହଲା ଉପରେ ଗାଈ ପାଳିଲେ ବ୍ୟକ୍ତି

ବେଙ୍ଗାଲୁରୁ,୩୦।୭: ବର୍ତ୍ତମାନ ସମୟରେ ବଜାରରେ ଅଧିକାଂଶ ଜିନିଷ ନକଲି ମିଳୁଥିବାରୁ ବିଭିନ୍ନ ପ୍ରକାର ଶାରୀରିକ ସମସ୍ୟା ଦେଖାଯାଇଥିବା କୁହାଯାଉଛି। ଏହାକୁ ଦୃଷ୍ଟିରେ ରଖି ନିଜେ ଶୁଦ୍ଧ ଦୁଗ୍ଧ ପାଇବାକୁ ଜଣେ ବ୍ୟକ୍ତି ୬ ମହଲା ଉପରେ ଗାଈ ପାଳନ କରି ଆସିଛନ୍ତି ଚର୍ଚ୍ଚାକୁ। ଏହି ଘଟଣା ଜଣାପଡିବା ପରେ ସ୍ଥାନୀୟ ପ୍ରଶାସନ, ପୋଲିସ, ପଶୁ ଅଧିକାରୀ ଓ କିଛି ସଂସ୍ଥାର ସହାୟତାରେ ୬ ମହଲା ଉପରୁ ଗାଈଟିକୁ ଉଦ୍ଧାର କରାଯାଇଛି। ଏହାପରେ ତାକୁ ଆଣି ଥାନାରେ ରଖାଯାଇଥିବା କୁହାଯାଉଛି। ଏହାକୁ ନେଇ ଗାଈ ମାଲିକ କହିଛନ୍ତି ସେ ପଶୁଟି ଉପରେ କୌଣସି ଅତ୍ୟାଚାର କରି ନାହାନ୍ତି ବରଂ ବିଶୁଦ୍ଧ ଦୁଗ୍ଧ ପାଇବାକୁ ସେ ଗାଈଟିକୁ ନିଜେ ରହୁଥିବା ସ୍ଥାନରେ ପାଳନ କରିଛନ୍ତି। ହେଲେ ସେ ଯେଉଁ ସ୍ଥାନରେ ରହୁଛନ୍ତି ସେଠାରେ ପଶୁ ପାଳନ ନିଷେଧ ବୋଲି କୁହାଯାଉଛି। ତେଣୁ ୬ ମହାଲା ଉପରେ ଗାଈ ପାଳନ କରିବା ଏକ ଅପରାଧ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷଜମିରୁ ଆଠ ଫୁଟର ଅଜଗରକୁ ଉଦ୍ଧାର କଲେ ଗ୍ରାମବାସୀ, ସରପଞ୍ଚ..

ବଡ଼ଗାଁ,୩୧।୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଅଞ୍ଚଳରେ ବର୍ଷା ଋତୁରେ ଅଜଗର ସାପ ଗାଁ ସହ ଚାଷଜମିରେ ଦେଖାଯାଇଥାନ୍ତି। ଚଳିତବର୍ଷ ବଡ଼ଗାଁର ସାପ ଧରାଳି ମହେନ୍ଦ୍ର ନାଏକ…

ନେପାଳ ବନ୍ୟା ପରେ କନ୍ଦାଉଛି ଜମି ଯାଇଥିବା ପାଣି କାଦୁଅ, ISRO ଫଟୋ ଦେଲା ବଡ଼ ତଥ୍ୟ, ଭାରତ ଉପରେ ରହିଛି ବିପଦ!

କାଠମାଣ୍ଡୁ,୩୧।୮: ନେପାଳରେ ହୋଇଥିବା ବିନାଶକାରୀ ବନ୍ୟା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଚିତ୍ର ପ୍ରକାଶ ପାଇଛି। ପ୍ରଥମେ ପ୍ରବଳ ବର୍ଷା ଏବଂ ହିମସ୍ଖଳନକୁ ପ୍ରାଥମିକ କାରଣ ଭାବରେ ବିବେଚନା…

ପାର୍ବଣ ଋତୁ ପୂର୍ବରୁ ବଡ଼ ଖୁସି ଖବର; କମିବ ଚିନି ଦର! ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୩୧।୮: ଆଗାମୀ ପାର୍ବଣ ଋତୁ ପୂର୍ବରୁ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ବଜାରରେ ଚିନିର ଦର ନିୟନ୍ତ୍ରଣ କରିବା ସହ କଳାବଜାରୀ ରୋକିବା ପାଇଁ କେନ୍ଦ୍ର…

୫ ଓ ୬ରେ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ: ପଞ୍ଚାୟତ ନିର୍ବାଚନ ପାଇଁ ହେବ ରୋଡ୍‌ମ୍ୟାପ୍‌

ଭୁବନେଶ୍ବର,୩୧।୮: ସେପ୍ଟେମ୍ବର ୫ ଓ ୬ ତାରିଖରେ ରାଜ୍ୟ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଚଳିତଥର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଢେଙ୍କାନାଳରେ ହେବା ନେଇ…

ନେପାଳ ବନ୍ୟା: ୯୦୦ ଟପିଲା ମୃତ୍ୟୁ ସଂଖ୍ୟା, ୩ହଜାରରୁ ଅଧିକ ନିଖୋଜ

କାଠମାଣ୍ଡୁ,୩୧।୮: ନେପାଳରେ ଭୟଙ୍କର ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୯୦୦ ରେ ପହଞ୍ଚିଛି। ଏହି ସମୟରେ, ଭୋଟେ କୋଶି ନଦୀରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁ ନୂତନ…

‘କେସିଙ୍ଗା ସହରକୁ ବିକାଶ କ୍ଷେତ୍ରରେ ରହିଛି ଟ୍ୟାକ୍ସର ଆବଶ୍ୟକତା’

କେସିଙ୍ଗା,୩୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ନିଜକୁ ଶାସନ କରୁଥିବା ସ୍ବାୟତ୍ତ ଶାସନ ଦିବସ ସ୍ଥାନୀୟ କଲ୍ୟାଣମଣ୍ଡପ ପରିସରରେ ରବିବାର…

ମହିଳା ଏସିଆ କପ୍ ୨୦୨୬: ଇତିହାସ ରଚିଲେ ସ୍ମୃତି ମନ୍ଧାନା, ୨ୟ ସର୍ବାଧିକ…

ନୂଆଦିଲ୍ଲୀ,୩୧।୮: ମହିଳା ଏସିଆ କପ୍‌ ୨୦୨୬ରେ ଭାରତୀୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛି । ପ୍ରଥମ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଥାଇଲାଣ୍ଡକୁ ୯୪ ରନ୍‌ରେ…

ଗ୍ଲୋବାଲ ୱାର୍ମିଂ ଭାଙ୍ଗୁଛି ୨ ମହାସାଗରର ଜଳବାୟୁ ସମ୍ପର୍କ

ୱାଶିଂଟନ/ଲଣ୍ଡନ, ୩୧ା୮ ଗ୍ଲୋବାଲ ୱାର୍ମିଂ (ବିଶ୍ୱତାପନ ବୃଦ୍ଧି) ଏବଂ ମାନବକୃତ କାରଣ ଯୋଗୁ ପ୍ରଶାନ୍ତ ମହାସାଗର ଏବଂ ଭାରତ ମହାସାଗର ମଧ୍ୟରେ ଶତାବ୍ଦୀ ଶତାବ୍ଦୀ ଧରି ରହିଆସିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri