Posted inଜାତୀୟ

ଛୁଆଙ୍କୁ ଗଛରେ ବାନ୍ଧି ନିର୍ଯାତନା

ବେଙ୍ଗାଲୁରୁ,୨୬।୧୦: ବେଙ୍ଗାଲୁରୁର ଏକ ସରକାରୀ ସ୍କୁଲ ପରିସରରେ ପିଲାଙ୍କୁ ନିର୍ଯାତନା ଦିଆଯିବା ମାମଲାରେ ୬ ଜଣଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତମାନେ ପିଲାଙ୍କୁ ଗଛରେ ବାନ୍ଧି ପିଟିବା ସହ ନାନା ନିର୍ଯାତନା ଦେଉଥିଲେ। ଗିରଫ  ୬ ଜଣଙ୍କ ମଧ୍ୟରେ ୫ ନାବାଳକ ଥିବା ପୋଲିସ ପକ୍ଷରୁ କୁହାଯାଇଛି।

ବୃହତ୍‌ ବେଙ୍ଗାଲୁରୁ ମହାନଗର ପାଳିକା (ବିବିଏମ୍‌ପି) ଦ୍ୱାରା ପରିଚାଳିତ ଏକ ସ୍କୁଲର କ୍ୟାମ୍ପସରେ ଏକ ୬ ଜଣିଆ  ଗ୍ୟାଙ୍ଗ ପିଲାଙ୍କୁ  ନିୟମିତ ହଇରାଣ କରୁଥିଲେ। ଗତ ସପ୍ତାହରେ କିଛି ଭିଡିଓ ଭାଇରାଲ ହେବା ପରେ ସାମ୍ନାକୁ ଆସିଥିଲା ପୂରା ଘଟଣା।

ଗୋଟିଏ କ୍ଲିପ୍‌ରେ ସ୍କୁଲ ପିଲାଙ୍କୁ ଗ୍ୟାଙ୍ଗର ସଦସ୍ୟମାନେ ଗଛରେ ବାନ୍ଧି ମାଡ଼ ମାରିବା ସହ ବିଡି ଟାଣିବାକୁ  ବାଧ୍ୟ କରୁଛନ୍ତି। ଆଉ ଏକ ଭିଡିଓରେ, ଜଣେ ଅଭିଯୁକ୍ତ ପ୍ରାୟ ୭ ଜଣ  ସ୍କୁଲ ଛାତ୍ରୀଙ୍କୁ ଜଣ ଜଣ କରି ବାଡ଼ିରେ ବାଡାଉଥିବା ଦେଖିବାକୁ ମିଳିଥିଲା।

ଅଭିଯୁକ୍ତ ସ୍ଥାନୀୟ ଫ୍ୟାକ୍ଟ୍ରିରେ କାମ କରୁଥିବା ବେଳେ ସେମାନଙ୍କ ମଧ୍ୟରେ ଅଛନ୍ତି କିଛି ଛାତ୍ର। ଜଣଙ୍କୁ ବିଚାରବିଭାଗୀୟ ହାଜତକୁ ପଠାଯାଇଥିବା ବେଳେ ଅନ୍ୟମାନଙ୍କୁ ଜୁଭେନାଇଲ ହୋମ ପଠାଇ ଦିଆଯାଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମମତା ଯାହା କରିଛନ୍ତି ଏକଦମ୍‌ ଠିକ୍‌ କରିଛନ୍ତି’, କିଏ ଆଉ କାହିଁକି କହିଲେ ଏମିତି? ଜାଣନ୍ତୁ…

କୋଲକାତା,୧।୫: ଗତକାଲି ରାତିରେ ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ‘ଷ୍ଟ୍ରଙ୍ଗ ରୁମ’ ପରିଦର୍ଶନ କରିବା ପରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଥିଲା। ଗୁରୁବାର,…

ନିର୍ବାଚନୀ ଫଳାଫଳ ମଧ୍ୟରେ ମମତାଙ୍କ ପାଇଁ ଆସିଲା ଖୁସିଖବର: ଜାଣିଲେ ଖୁସିରେ ନାବିବେ…

କୋଲକାତା,୧।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ସଦ୍ୟତମ ଏକଜିଟ ପୋଲ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଅଧିକାଂଶ ଏକଜିଟ ପୋଲ ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ହେବାର ପୂର୍ବାନୁମାନ…

ନିର୍ବାଚନ ଫଳାଫଳ ପୂର୍ବରୁ ମମତାଙ୍କୁ ଟ୍ରିପଲ ଝଟକା! TMC ପାଇଁ ଆସୁଛି…

କୋଲକାତା,୧।୫: ୨୦୨୬ ବଙ୍ଗଳା ନିର୍ବାଚନ ଫଳାଫଳ ପୂର୍ବରୁ ତୀବ୍ର ରାଜନୈତିକ କାର୍ଯ୍ୟକଳାପ ଚାଲିଛି। ଦିନ ହେଉ କି ରାତି, ସମଗ୍ର ବଙ୍ଗଳାରେ ଉତ୍ତେଜନାର ପରିସ୍ଥିତି ସୃଷ୍ଟି ହୋଇଛି।…

ପବନ ଖେରାଙ୍କୁ ବଡ଼ ଆଶ୍ୱସ୍ତି: ଏବେ ତାଙ୍କୁ ଗିରଫ କରିବ ନାହିଁ ଆସାମ ପୋଲିସ

ନୂଆଦିଲ୍ଲୀ,୧।୫: କଂଗ୍ରେସ ନେତା ପବନ ଖେରାଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି। ଆସାମ ପୋଲିସ ଏବେ ପବନ ଖେରାଙ୍କୁ ଗିରଫ କରିପାରିବ ନାହିଁ। ପ୍ରକୃତରେ, ସୁପ୍ରିମକୋର୍ଟ ପବନ ଖେରାଙ୍କୁ…

ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଲା ଭାଜପା, ଜାଣନ୍ତୁ କ’ଣ ଏହାର କାରଣ

କୋଲକାତା,୧।୫: ପଶ୍ଚିମବଙ୍ଗ ସମେତ ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଫଳାଫଳ ସୋମବାର, ମେ ୪ ତାରିଖରେ ଘୋଷଣା ହେବାକୁ ଯାଉଛି। ପଶ୍ଚିମବଙ୍ଗ ଭାଜପା ପାଇଁ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ।…

କର୍ମସିୟାଲ ପରେ ଏବେ ‘ଛୋଟୁ’ର ବି ବଢିଲା ଦାମ୍‌, ମହଙ୍ଗା ହେଲା ୫ ଲିଟର ସିଲିଣ୍ଡର

ନୂଆଦିଲ୍ଲୀ,୧।୫: ମାସର ପ୍ରଥମ ଦିନରେ, ତୈଳ କମ୍ପାନୀଗୁଡ଼ିକ ବାଣଜି୍ୟକ ଗ୍ୟାସ ସିଲିଣ୍ଡରର ସମାନ ମୂଲ୍ୟ ବୃଦ୍ଧି ପରେ ୫ କିଲୋଗ୍ରାମ ଫ୍ରି ଟ୍ରେଡ ଏଲପିଜି (FTL) ସିଲିଣ୍ଡରର…

ଅଧରାତିରେ ଷ୍ଟ୍ରଙ୍ଗ୍‌ ରୁମ୍‌ ଭିତରେ ପଶିଲେ ମମତା: ୩ ଘଣ୍ଟା ପରେ ସେଠାରୁ ବାହାରି କହିଲେ, ଜୀବନ-ମୃତ୍ୟୁ…

କୋଲକାତା,୧।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତାର ଏକ ଷ୍ଟ୍ରଙ୍ଗରୁମରେ ତିନି ଘଣ୍ଟାରୁ ଅଧିକ ସମୟ ବିତାଇବା ପରେ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (EVM) ସହିତ ଜଡିତ…

ଆଜିଠାରୁ ପରିବର୍ତ୍ତନ ହେଲା ଦେଶରେ ଏହିସବୁ ନିୟମ: ଆପଣଙ୍କ ପକେଟ ଉପରେ କେତେ ପ୍ରଭାବ ପକାଇବ, ଜାଣନ୍ତୁ…

ନୂଆଦିଲ୍ଲୀ,୧।୫: ମେ ୧ ତାରିଖରୁ ଦେଶରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କାର୍ଯ୍ୟକାରୀ ହୋଇଛି। ଏଗୁଡ଼ିକ ଆପଣଙ୍କ ଘରର ରୋଷେଇ ଘର, ଯାତ୍ରା ଏବଂ ମୋବାଇଲ ଗେମିଂ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri