ଇସ୍ରାଏଲ ପ୍ରଧାନମନ୍ତ୍ରୀ ଗଠନ କଲେ ନୂଆ ସରକାର, ଶପଥ ଗ୍ରହଣ ତାରିଖ ହୋଇନି ସ୍ପଷ୍ଟ

ତେଲ ଆଭିବ, ୨୨ ।୧୨: ଖୁବ୍ ଟଣା ଭିଡା ପରେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେନଜାମିନ ନେତନ୍ୟାହୁ ବୁଧବାର ବିଳମ୍ବିତ ରାତିରେ ସରକାର ଗଠନ କରିବାକୁ ଘୋଷଣା କରିଛନ୍ତି । ସେ ରାଷ୍ଟ୍ରପତି ଇସହାକ ହଞ୍ଜୋଗଙ୍କୁ କହିଛନ୍ତି ୩୮ ଦିନର ମେଣ୍ଟ ବାର୍ତ୍ତା ପରେ ସରକାର ଗଠନ କରିବାରେ ସଫଳ ହୋଇଛନ୍ତି । ଏହି ଘୋଷଣା ପରେ ଏବେ ନେତନ୍ୟାହୁ ଇସ୍ରାଏଲ ସରକାରର ମୁଖ୍ୟ ଭାବେ ପୁଣିଥରେ ପ୍ରତ୍ୟାବର୍ତ୍ତନ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ବେନଜାମିନ ନେତନ୍ୟାହୁ ଟୁଇଟ କରି କହିନ୍ତି ଗତ ନିର୍ବାଚନରେ ଆମକୁ ମିଳିଥିବା ବହୁଳ ସମର୍ଥନ ପାଇଁ ଧନ୍ୟବାଦ । ମୁଁ ଏବେ ଏମିତି ଏକ ସରକାର ଗଠନ କରିବାରେ ସକ୍ଷମ ହେବି, ଯାହା ସମସ୍ତ ଇସ୍ରାଏଲି ନାଗରିକଙ୍କ ଲାଭ ପାଇଁ କାମ କରିବ । ଅଧାରାତିର ସମୟ ସୀମା ଶେଷ ହେବାର କିଛି ସମୟ ପୂର୍ବରୁ ନେତନ୍ୟାହୁ ରାଷ୍ଟ୍ରପତି ଇସହାକ ହର୍ଜୋଗଙ୍କୁ କରିଥିବା ଫୋନ କଲ ମାଧ୍ୟମରେ ଏହି ଘୋଷଣା କରିଥିଲେ ।
ନେତନ୍ୟାହୁ କହିଛନ୍ତି, ଆଗାମୀ ସପ୍ତାହରେ ସେ ଯେତେଶୀଘ୍ର ସମ୍ଭବ ସମସ୍ତ ପ୍ରକ୍ରିୟା ସମ୍ପୂର୍ଣ୍ଣ କରିବେ । ହେଲେ ସେ ଶପଥ ଗ୍ରହଣର ତାରିଖ ଘୋଷଣା କରି ନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?